Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଦିଲ୍ଲୀ ସଚିବାଳୟ ସିଲ୍

Ramesh Parida by Ramesh Parida
Feb 9, 2025, 06:07 am GMT+0530
FacebookTwitterWhatsAppTelegram

ହାରିଲା ଆପ । ଜିତିଲା ବିଜେପି । ଏବେ ଆପ କରିଥିବା ଭୁଲକୁ ସଜାଡିବ ବିଜେପି । କିଛି ଦରକାରୀ କାଗଜପତ୍ର ଚୋରି ହେବାର ସଂଭାବନା ରହିଛି ।  ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ବିଜେପି ୪୮ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ସୁରକ୍ଷା ଦୃଷ୍ଟିରୁ ଏବଂ ରେକର୍ଡର ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନିକ ବିଭାଗର ବିନା ଅନୁମତିରେ କୌଣସି ଫାଇଲ/ଦସ୍ତାବିଜ, କମ୍ପ୍ୟୁଟର ହାର୍ଡୱେର ଇତ୍ୟାଦିକୁ ଦିଲ୍ଲୀ ସଚିବାଳୟ ପରିସରରୁ ସ୍ଥାନାନ୍ତର ନ କରିବାକୁ ଅନୁରୋଧ କରାଯାଇଛି।

ଇତିମଧ୍ୟରେ ପ୍ରଶାସନ ଏକ ବଡ଼ ନିଷ୍ପତ୍ତି ନେଇଛି। ସରକାରୀ କାଗଜପତ୍ର ଓ ତଥ୍ୟର ସୁରକ୍ଷାକୁ ଦୃଷ୍ଟିରେ ରଖି ଅଧିକାରୀମାନେ ତୁରନ୍ତ ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯୁଗ୍ମ ସଚିବ ଏହି ନିର୍ଦ୍ଦେଶ ନାମା ଜାରି କରିଛନ୍ତି।

ଶୀର୍ଷ ଅଧିକାରୀମାନେ   ଦିଲ୍ଲୀ ସଚିବାଳୟରେ ପହଞ୍ଚି ବିଭିନ୍ନ ଫାଇଲ ଓ ହାର୍ଡଡିସ୍କ୍‌ର ସୁରକ୍ଷା ସୁନିଶ୍ଚିତ କରିଥିବା ଜଣାପଡ଼ିଛି। ସରକାରୀ ଦସ୍ତାବିଜ ଏବଂ ଡାଟା ସୁରକ୍ଷା ପାଇଁ ଯୁଗ୍ମ ସଚିବ ପ୍ରଦୀପ ତାୟାଲ ଅଧିକାରୀମାନଙ୍କୁ ଆଜି ଅପରାହ୍ନ ତୁରନ୍ତ ଦିଲ୍ଲୀ ସଚିବାଳୟରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେବା ଚର୍ଚ୍ଚାର ବିଷୟ ହୋଇଥିଲା।

Tags: BJPINDIAnewsTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies