Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ପରୀକ୍ଷାର୍ଥୀ ଙ୍କୁ ମୋଦୀଙ୍କ ଟିପ୍ସ – ଟାଇମ୍ ମ୍ୟାନେଜମେଣ୍ଟ କରିବା ଶିଖିବା ଦରକାର

Ramesh Parida by Ramesh Parida
Feb 10, 2025, 12:36 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚାରେ ଆଜି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଛନ୍ତି । ଦିଲ୍ଲୀର ପ୍ରଗତି ଥିବା ଭାରତ ମଣ୍ଡପରେ ଆୟୋଜିତ ହେବ ଏହି କାର୍ଯ୍ରକ୍ରମ । ଚଳିତ ବର୍ଷ ବୋର୍ଡ଼ ପରୀକ୍ଷାକୁ ନେଇ ପ୍ରତିବର୍ଷ ଭଳି ଏଥର ମଧ୍ୟ ପ୍ରଧାନମନ୍ତ୍ରୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ଜରିଆରେ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଉଛନ୍ତି ।

ଦିନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ସମ୍ୱୋଧନ କରିଛନ୍ତି । ଚଳିତ ବର୍ଷ ୫ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ସାମିଲ ହୋଇଛନ୍ତି । ଏଥିରେ ବୋର୍ଡ ପରୀକ୍ଷାକୁ ନେଇ ଚାପ, ଚିନ୍ତା ଓ ପରୀକ୍ଷା ଜନିତ ମାନସିକ ଅବସାଦରୁ କିପରି ବଞ୍ଚିବେ ତାହାର ଉପାୟ ବତାଉଛନ୍ତି ପ୍ରଧାନମନ୍ତ୍ରୀ । ଚଳିତ ବର୍ଷର ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ପୂର୍ବ ବର୍ଷର ସମସ୍ତ ରେକର୍ଡକୁ ଭାଙ୍ଗିବ ।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି  କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ ନେଇପାରିବେ। ଉତ୍ତମ ସ୍ଵାସ୍ଥ୍ୟ ପାଇଁ ମଧ୍ୟ ପରୀକ୍ଷାର୍ଥୀ ମାନଙ୍କୁ ଟିପ୍ସ ଦେଇଛନ୍ତି ପିଏମ୍ ମୋଦୀ। ପିଲାଙ୍କୁ ଅଧିକ ଚାପ ନ ଦେବାକୁ ଅଭିଭାବକ ଓ ଶିକ୍ଷକ ମାନଙ୍କୁ ବାର୍ତ୍ତା ଦେଇଛନ୍ତି। ପିଲାର ଟାଲେଣ୍ଟ ଦେଖି ସେହି ଆଧାରରେ ବଢିବାକୁ ସହଯୋଗ କରନ୍ତୁ।

ପରୀକ୍ଷା ଜୀବନରେ ସବୁ କିଛି , ତାହା ଭାବିବା ଭୁଲ୍ । ଲେଖିବାର ଅଭ୍ୟାସ ଥିଲେ ପରୀକ୍ଷାରେ ଲେଖିବାକୁ କଷ୍ଟ ହେବନି। ଛାତ୍ରଛାତ୍ରୀମାନେ ସମୟର ସଦୁପଯୋଗ କରିବା ଉଚିତ୍ । ଏବଂ ଟାଇମ୍ ମ୍ୟାନେଜମେଣ୍ଟ କରିବା ଶିଖିବା ଦରକାର। ଅଧିକ ନ ଭାବି ବର୍ତ୍ତମାନ ସମୟରେ ଧ୍ୟାନ ଦେଲେ ସଫଳତା ନିଶ୍ଚୟ ମିଳିବ।ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ପୁସ୍ତକ ପୋକ ବା କିତାବ କା କିଡା ନ ହେବାକୁ ପରାମର୍ଶ ଦେଇଛନ୍ତି।

ସେ ପିଲାମାନଙ୍କୁ କହିଥିଲେ ଯେ ସେମାନେ ପଢ଼ିବା ଉଚିତ କିନ୍ତୁ ପୁସ୍ତକ ପୋକ ହେବା ଉଚିତ ନୁହେଁ। ତୁମକୁ ଯାହା ପସନ୍ଦ, ତାହା ପ୍ରତି ଆଗ୍ରହ ଦେଖାଅ ଏବଂ ଆଗକୁ ବଢ଼। ତେବେ ପ୍ରଧାନମନ୍ତ୍ରୀ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରଛାତ୍ରୀ , ସେମାନଙ୍କ ଅଭିଭାବକ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ସିଧାସଳଖ କଥା ହୋଇଛନ୍ତି। ଏହି ଅଷ୍ଟମ ସଂସ୍କରଣରେ ଅଭିନେତା ବିକ୍ରମ ମାସି, ଅଭିନେତ୍ରୀ ଦୀପିକା ପାଦୁକୋନଓ ଭୂମି ପେଡନେକର ପ୍ରମୁଖ ଯୋଗଦେଇଛନ୍ତି।

Tags: newsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.