Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଦିଲ୍ଲୀ ପରେ ଟାର୍ଗେଟ ମମତା

Ramesh Parida by Ramesh Parida
Feb 11, 2025, 06:54 pm GMT+0530
FacebookTwitterWhatsAppTelegram

27 ବର୍ଷ ପରେ ଦିଲ୍ଲୀରେ  ବିଜେପି କ୍ଷମତାକୁ ଫେରିଛି । ଦିଲ୍ଲୀବାସୀ ବିଜେପିକୁ ଭୋଟ ଦେଇ ସରକାର ବଦଳାଇଛନ୍ତି । ଏବେ ବିଜେପିର ଟାର୍ଗେଟ ମମତା ବାନାର୍ଜୀ ।  ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ଭାଙ୍ଗି ବିଜେପି ସରକାର ଗଢ଼ିବା ବିଜେପିର ବଡ଼ ଟାର୍ଗେଟ ରହିଛି ।

ଅରବିନ୍ଦ କେଜ୍ରିଓ୍ବାଲ ପରେ ମମତା ଙ୍କ ସରକାରଙ୍କୁ କ୍ଷମତାଚ୍ୟୁତ କରିବା ପାଇଁ ମୋଦି-ଶାହ ରଣନୀତି କରିଥିବା ଚର୍ଚା ହେଉଛି । ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କୁ ଟକ୍କର ଦେଉଛି ବିଜେପି । ଗତ ନିର୍ବାଚନରେ ବିଜେପି ଆଶାତୀତ ସଫଳତା ପାଇଥିଲା । ଆସନ୍ତାବର୍ଷ ମମତାଙ୍କ ସହ ଲଢ଼ିବା ପାଇଁ ରୋଡମ୍ୟାପ କରୁଛି ବିଜେପି ।

ପଶ୍ଚିମବଙ୍ଗର ବିଜେପି ନେତା ଏବଂ ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଦିଲ୍ଲୀ ନିର୍ବାଚନ ଫଳାଫଳ ଦେଖିବା ପରେ କହିଥିଲେ ଯେ, ଦିଲ୍ଲୀର ବିଜୟ ଆମର, ୨୦୨୬ରେ ପଶ୍ଚିମବଙ୍ଗର ପାଳି ଆସିବ।

କେଜ୍ରିୱାଲ ପ୍ରଥମ ଥର ପାଇଁ ନୂଆ ଦିଲ୍ଲୀ ଆସନରେ ବିଜେପି ଦ୍ୱାରା ପରାସ୍ତ ହୋଇଛନ୍ତି,  ମମତା ୨୦୨୧ ମସିହାରେ ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଆସନରେ ପରାସ୍ତ ହୋଇସାରିଛନ୍ତି, ଏବେ କେବଳ ତାଙ୍କ ସରକାରଙ୍କ ପତନ ହେବା ଲକ୍ଷ୍ୟ ରଖିଛି ବିଜେପି

ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଜନୈତିକ ସ୍ଥିତିକୁ ଚ୍ୟାଲେଞ୍ଜ କରିବାକୁ ଚେଷ୍ଟା କରୁଥିବାରୁ ଦିଲ୍ଲୀବାସୀ ତାଙ୍କୁ ହରାଇଛନ୍ତି । ଏବେ କେବଳ ମମତା ବାକି ଅଛନ୍ତି,  ଯିଏ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସିଧା ଚ୍ୟାଲେଞ୍ଜ କରୁଛନ୍ତି  । ବିଜେପିର ପୂର୍ବବର୍ତ୍ତୀ ଦଳ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମସ୍ଥାନ । ତେଣୁ ଏଠାରେ ବିଜେପି କିପରିି ସରକାର ଗଠନ କରିବ ତାହା ବଡ଼ ପ୍ରଶ୍ନ ହୋଇଛି ।

ଦିଲ୍ଲୀଭଳି ଦୁର୍ନୀତି, ପ୍ରଶାସନିକ ବିଫଳତା ଏବଂ କଥିତ କୁଶାସନ ପ୍ରସଙ୍ଗ ପଶ୍ଚିମବଂଗରେ ବି ଉଠାଇବ ବିଜେପି ।  ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ମମତାଙ୍କୁ ହରାଇବ ବିଜେପି ।  ପଶ୍ଚିମବଙ୍ଗରେ ହିନ୍ଦୁତ୍ୱ ରାଜନୀତି ବିଜେପିକୁ ଅଧିକ ଫାଇଦା ଦେଇଛି ।

​​ଶିକ୍ଷକ ନିଯୁକ୍ତି ଦୁର୍ନୀତି, ନାରଦା-ଶାରଦା ଦୁର୍ନୀତି ଏବଂ ଅନ୍ୟାନ୍ୟ ଦୁର୍ନୀତି ମାମଲାକୁ ନେଇ ମମତାଙ୍କୁ ହରାଇବାକୁ ଲକ୍ଷ୍ୟ ରଖିଛନ୍ତି ମୋଦି-ଶାହଙ୍କ ଟିମ୍ ।

Tags: INDIAodishaTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.