Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଓପନ ଏଆଇକୁ ବିକ୍ରି କରିବି ନାହିଁ – ସାମ ଅଲଟମନ

Ramesh Parida by Ramesh Parida
Feb 12, 2025, 11:23 am GMT+0530
FacebookTwitterWhatsAppTelegram

ଓପନ ଏଆଇର ପ୍ରତିଷ୍ଠାତା ସାମ ଅଲଟମନ ଓ ଟେସଲାର ସିଇଓ ଏଲନ ମସ୍କଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନାହିଁ । ସେମାନଙ୍କ ମଧ୍ୟରେ ପ୍ରତିଦ୍ବନ୍ଦିତା ବୃଦ୍ଧି ପାଇବାରେ ଲାଗିଛି ।

ଅଲ୍ଟମ୍ୟାନ ତାଙ୍କର ସଦ୍ୟତମ ମନ୍ତବ୍ୟରେ ମସ୍କଙ୍କୁ ଅସୁରକ୍ଷିତ ବ୍ୟକ୍ତି ବୋଲି କହିଛନ୍ତି । ପ୍ୟାରିସରେ ଅନୁଷ୍ଠିତ ଏଆଇ ଶିଖର ସମ୍ମିଳନୀ ଅବସରରେ ଅଲ୍ଟମ୍ୟାନ କହିଛନ୍ତି ଯେ ଯଦି ମସ୍କ ପ୍ରତିଯୋଗିତା କରିବାକୁ ଚାହାଁନ୍ତି ତେବେ ସେ ପାଗଳାମୀ କରିବା ପରିବର୍ତେ ଏକ ଭଲ ଉତ୍ପାଦ ନିର୍ମାଣ କରିବା ଉଚିତ।

ଅଲ୍ଟମ୍ୟାନ୍ ପୁନରାବୃତ୍ତି କରିଥିଲେ ଯେ ଓପନ ଏଆଇକୁ ସେ କେବେ ବି ବିକ୍ରି କରିବେ ନାହିଁ। ସେ ଆହୁରି ବି କହିଛନ୍ତି ଯେ ମୁଁ ଭାବୁନାହିଁ ଯେ ସେ ଜଣେ ସୁଖୀ ବ୍ୟକ୍ତି ବୋଲି।

ପୂର୍ବରୁ ‘ଓପନ୍‌ ଏଆଇ’କୁ ନେଇ ମାମଲା ରୁଜୁ କରିବା ପରେ ଏବେ ଟେସ୍‌ଲାର ସିଇଓ ଏଲନ୍‌ ମସ୍କ ଏହାକୁ କିଣିବାକୁ ମନ ସ୍ଥିର କରିଛନ୍ତି। ସାମ୍ପ୍ରତିକ ରିପୋର୍ଟରୁ ଜଣାପଡିଛି ଯେ ମସ୍କଙ୍କ ଏକ ନିବେସକ ଦଳ ୯୭ ବିଲିୟନ୍‌ ଡଲାର ବଦଳରେ ‘ଓପନ୍‌ ଏଆଇ’କୁ କିଣିବାକୁ ତାହାର ମାଲିକ ସାମ୍ ଅଲ୍ଟମ୍ୟାନଙ୍କୁ ପ୍ରସ୍ତାବ ଦେଇଥିଲେ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.