Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଗିଲ୍‌ଙ୍କ ଶତକ : ରୋହିତ ବାହିନୀଙ୍କ ବଡ଼ ବିଜୟ

Ramesh Parida by Ramesh Parida
Feb 13, 2025, 09:13 am GMT+0530
FacebookTwitterWhatsAppTelegram

ଗିଲ୍‌ଙ୍କ ରେକର୍ଡଭରା ଶତକ ,୧୧୨ ରନ୍,  ବଳରେ ଇଂଲଣ୍ଡ ବିପକ୍ଷ ତୃତୀୟ ଦିନିକିଆକୁ ଭାରତ ୧୪୨ ରନ୍‌ର ବୃହତ୍ ବ୍ୟବଧାନରେ ଜିତି ନେଇଛି। ତା’ ସହିତ ୩ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାର ସବୁ ମ୍ୟାଚ୍ ଜିତି ଘରୋଇ ପରିବେଶରେ ଆଉ ଏକ ଶୃଙ୍ଖଳା ମୂଳପୋଛ ବିଜୟ ହାସଲ କରିଛି।

ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ବହୁଦିନ ପରେ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ଟିମ୍ ଇଣ୍ଡିଆ ପାଇଁ ଆଉ ଏକ ଖୁସି  ଖବର ହୋଇଛି। ଦଳର ସବୁ ବୋଲର ୱିକେଟ୍ ପାଇବା ଏବଂ ମଧ୍ୟକ୍ରମ ନିଜ ଦାୟିତ୍ବ ଠିକ୍ ଭାବେ ତୁଲାଇବା ପରେ ଭାରତୀୟ ଦଳ ମଧ୍ୟ ଚାମ୍ପିଅନ୍ସ ଟ୍ରଫିର ପ୍ରମୁଖ ଦାବିଦାର ଭାବେ ଉଭା ହୋଇଛି।

ନିଜ ୫୦ତମ ଦିନିକିଆକୁ ଶତକ ମାରି ସ୍ମରଣୀୟ କରିଥିବା ଗିଲ୍ ମ୍ୟାଚ୍‌ ସହ ଶୃଙ୍ଖଳାର ଶ୍ରେଷ୍ଠ ଖେଳାଳି ଘୋଷିତ ହୋଇଛନ୍ତି। ତାଙ୍କ ପସନ୍ଦର ପଡ଼ିଆ ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଗିଲ୍ ପ୍ରଥମ ଭାରତୀୟ ଭାବେ ଗୋଟିଏ ସ୍ଥାନରେ କ୍ରିକେଟ୍‌ର ତିନିଟି ଯାକ ଫର୍ମାଟ୍‌ରେ ଶତକ ହାସଲ କରିବାର ଅନନ୍ୟ କୀର୍ତ୍ତିମାନ କରିଛନ୍ତି

ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ 356 ରନ ସଂଗ୍ରହ କରିଥିଲା । ଫଳରେ ଇଂଲଣ୍ଡ ଆଗରେ 357 ରନରେ ବିଜୟ ଲକ୍ଷ୍ୟ ରହିଥିଲା । ହେଲା ଇଂଲଣ୍ଡ 34.2 ଓଭରରେ ସମସ୍ତ ଓ୍ବିକେଟ ହରାଇ 214 ରନ କରିବାକୁ ସକ୍ଷମ ହୋଇଥିଲା । ଫଳରେ ମ୍ୟାଚକୁ 142 ରନରେ ଜିତିବା ସହ  3-0ରେ  ସିରିଜ ମୂଳପୋଛ କରିଛି ରୋହିତ ବାହିନୀ ।

ଶୁଭମନ ଗିଲ ୧୦୨ ବଲରେ ୧୧୨ ରନ ସଂଗ୍ରହ କରିଛନ୍ତି । ବିରାଟ ୫୫ ବଲରେ ୫୨ ରନ କରିଥିବା ବେଳେ ଶ୍ରେୟସ ଆୟର ୬୪ ବଲରେ ୭୮ ରନ ସଂଗ୍ରହ କରିଛନ୍ତି । ରୋହିତ ଶର୍ମା ଏକ ରନ କରି ଆଉଟ ହୋଇଯାଇଥଇବା ବେଳେ  କେଏଲ ରାହୁଲ ୪୦, ହାର୍ଦ୍ଦିକ ପାଣ୍ଡ୍ୟା ୧୭, ଅକ୍ଷର ପଟେଲ ୧୩, ଓ୍ବାସିଙ୍ଗଟନ ସୁନ୍ଦର ୧୪, ହର୍ଷିତ ରାଣା ୧୩, ଅର୍ଶଦୀପ ସିଂ ୨ ଓ କୁଲଦୀନ ଯାଦବ ଗୋଟିଏ ରନ କରିଥିଲେ।

ଇଂଲଣ୍ଡ ପକ୍ଷରୁ ଫିଲ ସଲ୍ଟ ୨୧ ବଲରେ ୨୩ ରନ, ବେନ୍‌ ଡକେଟ ୨୨ ବଲରେ ୩୪ ରନ କରି ଆଉଟ ହୋଇଥିଲେ। ଟମ ବାନଟୋନ ୪୧ ବଲରେ ୩୮ ରନ, ଜୋ ରୁଟ୍‌ ୨୯ ବଲରେ ୨୪, ହ୍ୟାରୀ ବ୍ରୁକ୍‌ ୨୬ ବଲରେ ୧୯ରନ ଗୁସ୍ ଅତକିନସନ ୧୯ ବଲରେ ୩୮ ରନ କରି ଆଉଟ ହୋଇଥିଲେ।

ଭାରତ ପକ୍ଷରୁ  ଅର୍ଶଦୀପ ସିଂହ, ଅକ୍ଷର ପଟେଲ , ହର୍ସିତ ରାଣା ଓ ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଲେଖାଏଁ ୱିକେଟ ନେଇଥିବାବେଳେ ୱାଶିଂଟନ ସୁନ୍ଦର ଓ କୁଲଦୀପ ଯାଦବ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

Tags: cricketGillINDIAindia-vs-englandodishaTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.