Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ନୂଆ ଆୟକର ବିଲ ଲୋକସଭାରେ ଉପସ୍ଥାପିତ

Ramesh Parida by Ramesh Parida
Feb 13, 2025, 04:27 pm GMT+0530
FacebookTwitterWhatsAppTelegram

ନୂଆ ଆୟକର ବିଲ ଗୁରୁବାର ଲୋକସଭାରେ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୃହାରେ ଏକ ବିଲ ଆଗତ କରିଛନ୍ତି । ଏହା ପୁର୍ବରୁ 2025 ଫେବ୍ରୁଆରି 7 ତାରିଖରେ କେନ୍ଦ୍ର କ୍ୟାବିନେଟ ଏହି ବିଲ୍କୁ ଅନୁମୋଦନ କରିଥିଲା । ଏହି ନୂତନ ଆଇନ ପ୍ରାୟ 60 ବର୍ଷ ପୁରୁଣା ଆୟକର  ଆଇନର ସ୍ଥାନ ନେବ ଏବଂ ଟିକସ ବ୍ୟବସ୍ଥାକୁ ସରଳ ଅଧିକ ସ୍ବଚ୍ଛ ଏବଂ ଅଧିକ ପ୍ରଭାବଶାଳୀ କରିବ ।

ଏହି କମିଟି ପରବର୍ତ୍ତୀ ଅଧିବେଶନର ପ୍ରଥମ ଦିନଲୋକସଭାରେ ନିଜର ରିପୋର୍ଟ ଉପସ୍ଥାପନ କରିବ। ବିଲ୍ ଉପସ୍ଥାପିତ ହେବା ପରେ ଗୃହକାର୍ଯ୍ୟ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା। ଶୁକ୍ରବାର (ଫେବ୍ରୁଆରି ୭) କେନ୍ଦ୍ର କ୍ୟାବିନେଟ୍ ବୈଠକରେ ନୂଆ ଆୟକର ବିଲ୍ କୁ ଅନୁମୋଦନ ମିଳିଥିଲା।

ତୃଣମୂଳ କଂଗ୍ରେସର ସୌଗତ ରାୟଙ୍କ ସମେତ କିଛି ବିରୋଧୀ ସଦସ୍ୟ ଏହି ବିଲକୁ ଗୃହରେ ଆଗତ କରିବାକୁ ବିରୋଧ କରିଥିଲେ। ସଦସ୍ୟଙ୍କ ଆପତ୍ତି ମଧ୍ୟରେ ଅର୍ଥମନ୍ତ୍ରୀ ଏହି ବିଲ୍ ଗୃହରେ ଉପସ୍ଥାପନ କରିବା ସହ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଏହାକୁ ଗୃହର ସିଲେକ୍ଟ କମିଟିକୁ ପଠାଇବାକୁ ଅନୁରୋଧ କରିଥିଲେ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବ୍ରୁଆରି ୧ ତାରିଖରେ ବଜେଟ୍ ଅଭିଭାଷଣରେ ଏହି ନୂଆ ବିଲ୍ ଘୋଷଣା କରିଥିଲେ। ୬ ଦଶନ୍ଧି ପୁରୁଣା ଆୟକର ଆଇନ ୧୯୬୧ର ସ୍ଥାନ ନେଉଥିବା ନୂଆ ଆୟକର ବିଲ୍ ପ୍ରତ୍ୟକ୍ଷ ଟିକସ ଆଇନକୁ ପଢ଼ିବା ଓ ବୁଝିବା, ଅସ୍ପଷ୍ଟତା ଦୂର କରିବା ଏବଂ ମାମଲାକୁ ହ୍ରାସ କରିବାରେ ସହଜ କରିବ।

Tags: INDIAodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.