Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ

Ramesh Parida by Ramesh Parida
Feb 13, 2025, 04:34 pm GMT+0530
FacebookTwitterWhatsAppTelegram

ଗତ କିଛି ଦିନ ଧରି ମଣିପୁର ରାଜନୀତିକୁ ନେଇ ଚର୍ଚା ଜୋର ଧରିଛି । ଯାହା ଆଶା କରାଯାଉଥିଲା ତାହା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁରରେ ନୂଆ ମୁଖ୍ୟମନ୍ତ୍ରୀ ଅପେକ୍ଷା ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ପସନ୍ଦ କରିବା ପରେ ସେଠାରେ ରାଷ୍ଟ୍ରପତି ଶାସନ ଜାରି କରିଛନ୍ତି କେନ୍ଦ୍ର ସରକାର ।

ଦୁଇ ବର୍ଷ ହେଲା ମଣିପୁର ଅଶାନ୍ତ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛନ୍ତି ବିରୋଧୀ । ଏହାକୁ ନେଇ ଗତ ୯ ତାରିଖରେ ଇସ୍ତଫା ଦେଇଥିଲେ ମଣିପୁର ମୁଖ୍ୟମନ୍ତ୍ରୀ ବୀରେନ ସିଂ । ତାଙ୍କ ଇସ୍ତଫା ପରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚର୍ଚା ଜୋରଧରିଥିଲା ।  ମଣିପୁରରେ ଲାଗୁ ହୋଇଛି ରାଷ୍ଟ୍ରପତି ଶାସନ।

ଦୁଇ ବର୍ଷ ଧରି ଅଶାନ୍ତ ରହିଥିଲା ମଣିପୁର । ମଣିପୁର ହିଂସାରେ ୨ ଶହରୁ ଅଧିକ ଜୀବନ ଯାଇଛି । ଅନେକ ଧନ ଜୀବନ ନଷ୍ଟ ହୋଇଛି । ନିଜ ଘରୁ ଯାଇ ବାହାରେ ରହିଛନ୍ତି ୬୦ ହଜାର ଲୋକ ।

ମଣିପୁରରେ ଦୀର୍ଘ ଦିନ ଧରି ରାଜନୈତିକ ଅସ୍ଥିରତା ଲାଗି ରହିଥିବାରୁ  କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ଜାରି କରିବାକୁ ନିଷ୍ପତ୍ତି ନେଇଥିବା ରାଜନୀତି ସମୀକ୍ଷକମାନେ କହୁଛନ୍ତି ।

କ୍ରମାଗତ ଭାବେ ମଣିପୁରରେ ଜାତିଗତ ହିଂସା ଲାଗିରହିଛି ।  ରାଜ୍ୟରେ ମୈତେଇ ଓ କୁକି ସମ୍ପ୍ରଦାୟ ମଧ୍ୟରେ ଲଢ଼େଇ ଥମିବାର ନା ଧରୁନାହିଁ ।  ହିଂସା ନିୟନ୍ତ୍ରଣ କରିବାରେ ଅସମର୍ଥ ହୋଇପଡିଥିଲେ ବିରେନ ସରକାର । ଏପରିକି ବିଜେପି ବିଧାୟକମାନେ ବି ବିରେନ ସିଂଙ୍କ ପ୍ରତି ଅସନ୍ତୋଷ ଥିଲେ । ଗତବର୍ଷ ଅକ୍ଟୋବରରେ ମଣିପୁରର ୧୯ ଜଣ ଭାଜପା ବିଧାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖି ଏନ ବୀରେନ ସିଂହଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ବହିଷ୍କାର କରିବାକୁ ଦାବି କରିଥିଲେ । ଯାହା ପରେ ବିଜେପି ଏକ ବଡ଼ ପଦକ୍ଷେପ ନେଇଛି । ନିଜ ଦଳରେ ଅସନ୍ତୋଷକୁ ଦେଖି ବିଜେପି ଅନ୍ୟ କାହାକୁ ମୁଖ୍ୟମନ୍ତ୍ରୀ କରିବାକୁ ଏବେ ଉଚିତ ମନେ କରିନାହିଁ । ଆଗାମୀ ଦିନରେ ଦେଖାଯିବ ମଣିପୁର ଶାନ୍ତ ଅବସ୍ଥାକୁ ଆସୁଛି କି ନାହିଁ ।

Tags: Biren Singh's ResignationINDIAManipurnewsodishaPresident's RuleTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.