Sunday, May 18, 2025
No Result
View All Result
Odisha 365

Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

କେଉଁ ରାଶିର ବ୍ୟକ୍ତିଙ୍କ ଆଜି ତୁରନ୍ତ ସମସ୍ୟାର ସମାଧାନ ହୋଇଯିବ ?

Ramesh Parida by Ramesh Parida
Feb 14, 2025, 07:37 am GMT+0530
FacebookTwitterWhatsAppTelegram

ଅଦ୍ୟ ଫେବୃଆରୀ ମାସ ୧୪ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଫାଲଗୁନ ମାସ- କୃଷ୍ଣପକ୍ଷ
ତିଥି- ଦ୍ଵିତୀୟା ରାତ୍ର ଘ ୦୯/୫୭ ଗତେ ତୃତୀୟା
ନକ୍ଷତ୍ର- ପୂର୍ବା ଫା ରାତ୍ର ଘ୧୧/୫୫ ଗତେ ଉତ୍ତର ଫା
ଚନ୍ଦ୍ର – ସିଂହ
ଯୋଗ- ଅତିଗଣ୍ଡ
କରଣ – ତୈତିଳ
ସୌରମାସ- କୁମ୍ଭ ୦୩ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୯/୩୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୧/୩୩

ମେଷ:-ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଯାତ୍ରା ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ।
ବୃଷ:-କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ। ପରିବାର ଓ ବ୍ୟବସାୟରେ ନିଜର ଦାୟିତ୍ବକୁ ଭଲଭାବେ ତୁଲାଇବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ‌ସମସ୍ୟାର ସମାଧାନ ହୋଇଯିବ

ମିଥୁନ:-ଜମି ସଂପର୍କିତ ବ୍ୟବସାୟରେ ବଡ଼ ଡ଼ିଲ୍ ହୋଇପାରେ। ଅସାବଧାନତା ଓ ଉଦାରତା ବ୍ୟବସାୟରେ ହାନିକାରକ ହୋଇପାରେ। ଅନ୍ତରଙ୍ଗ ବନ୍ଧୁ ସହ ଫୋନରେ ଦୀର୍ଘ ସମୟ କଥା ହେବେ।‌

କର୍କଟ:-ଚାକିରି କ୍ଷେତ୍ରରେ ଯାହା କରିବେ ସେଥିରେ ସଫଳତା ପାଇବେ। ପ୍ରିୟଜନଙ୍କ ଠାରୁ ଆପଣଙ୍କର ମନ ପସନ୍ଦ ଉପହାର ପାଇବେ। ଦୀର୍ଘ ଦିନରୁ ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ।

ସିଂହ:-ଆପଣ ଯେଉଁ କାମ ଆରମ୍ଭ କରିବେ ନିର୍ଦ୍ଧାରିତ ସମୟରେ ପୂରା କରିବା ପାଇଁ ସଂପୂର୍ଣ୍ଣରୂପେ ପ୍ରୟାସ କରିବେ। ଚାକିରି ପାଇଁ ସାକ୍ଷାତକାର ଦେଇଥିବା ବ୍ୟକ୍ତିଙ୍କୁ ଭଲ ଉଦ୍ୟୋଗରୁ ଫୋନ ଆସିବ। ‌

କନ୍ୟା:-କୌଣସି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। ଆପଣଙ୍କ ଠାରୁ କୌଣସି ମାମଲାରେ କେହି ପରାମର୍ଶ ନେଇ ପାରନ୍ତି। ବ୍ୟବସାୟୀଙ୍କୁ କାମରେ ନୂଆ ଅନୁଭବ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ସମସ୍ୟାର ସମାଧାନ ହୋଇଯିବ

ତୁଳା:-ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କୃଷିଜୀବୀଙ୍କ ଲାଗି ଦିନଟି ଭଲ ରହିବ। ଆପଣଙ୍କର କୌଣସି କାମରେ ବାପାଙ୍କର ସହଯୋଗ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ଆପଣ ନିଜକୁ ଶକ୍ତିବାନ ଅନୁଭବ କରିବେ।

ବିଛା:-ବନ୍ଧୁମାନଙ୍କ ସହିତ ବାହାରକୁ ବୁଲିଯିବା ପାଇଁ ବାତିଲ କରିଦେବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବା ପାଇଁ ବିଚାର କରିବେ। ପରିବାରର ବିଶେଷ ମାମଲାରେ ଅଣଦେଖା କରନ୍ତୁ ନାହିଁ।

ଧନୁ:-ଲୋକମାନଙ୍କ ପ୍ରତି ଆପଣଙ୍କର ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ। ସମାଜ ସେବା ପାଇଁ ଆଗ୍ରହ ବଢ଼ିବ। ଧନଲାଭ ଯୋଗ ଅଛି। କୌଣସି କାମ ପାଇଁ ଆପଣଙ୍କର ଚେଷ୍ଟା ସଫଳ ହେବ। ସମସ୍ୟାର ସମାଧାନ ହୋଇଯିବ

ମକର:-କୌଣସି ବନ୍ଧୁ ସହ ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। କାହାରିକୁ ସାହାଯ୍ୟ କରିବାର ମଉକା ପାଇବେ। ବେପାରରେ ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ।

କୁମ୍ଭ:-ବାପା ମାଆଙ୍କ ସହିତ କୌଣସିସ୍ଥାନକୁ ଯିବାର ଯୋଜନା କରିବେ। ସରକାରୀ କାମରେ ଅସାବଧାନତା ଅବଲମ୍ବନ କରନ୍ତୁ ନାହିଁ। ବନ୍ଧୁମାନଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ।

ମୀନ:-ଜମିରେ ନିବେଶ ପାଇଁ ଭଲ ଦିନଟିଏ। ଚାକିରି ଖୋଜୁଥିବା ମହିଳାମାନେ ଭଲ ଖବର ପାଇବେ। ଘରେ କୌଣସି ଧାର୍ମିକ କାର୍ଯ୍ୟସୂଚୀ ହୋଇପାରେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ସମସ୍ୟାର ସମାଧାନ ହୋଇଯିବ

Tags: Rashifal
ShareTweetSendShare

RelatedNews

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?
Latest News

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ
Latest News

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

Latest News

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.