Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ରାଣାର ପ୍ରତ୍ୟର୍ପଣ କରିବ ଆମେରିକା

Ramesh Parida by Ramesh Parida
Feb 14, 2025, 12:19 pm GMT+0530
FacebookTwitterWhatsAppTelegram

ମୁମ୍ବାଇ ଆତଙ୍କବାଦୀ ହମଲାର ଅଭିଯୁକ୍ତ ତହଉର ରାଣା ଆସିବ ଭାରତ । ଆମେରିକା କରିବ ପ୍ରତ୍ୟର୍ପଣ ପ୍ରସଙ୍ଗ । ଭାରତ ହାତରେ ପ୍ରତ୍ୟର୍ପଣ ଲାଗି ଗ୍ରୀନ ସିଗନାଲ ଦେଲେ ଆମେରିକା ରାଷ୍ଟ୍ରପତିଡୋନାଲଡ ଟ୍ରମ୍ପ। ଏନେଇ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି  । ଏହି ପ୍ରସଙ୍ଗରେ ଟ୍ରମ୍ପ ରାଜି ହୋଇଛନ୍ତି । ୨୦୦୮ ନଭେମ୍ବର ୨୬ରେ ମୁମ୍ବାଇରେ ହୋଇଥିବା ଭୟଙ୍କର ହମଲାରେ ପ୍ରାଣ ହରାଇଥଲେ ୧୬୬ ନାଗରିକ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମିଳିତ ବୈଠକ ପରେ ଏହି ଘୋଷଣା କରିଛନ୍ତି ଟ୍ରମ୍ପ। ରାଣାକୁ ଭାରତ ଅଣାଗଲେ ତାକୁ ତିହାର ଜେଲରେ ହିଁ ରଖାଯିବ ଏବଂ ଜେଲରେ ହାଇସିକ୍ୟୁରିଟି ବ୍ୟବସ୍ଥା ସମ୍ପନ୍ନ ଓ୍ବାର୍ଡରେ ରଖିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ରାଣାକୁ କି ଦଣ୍ଡ ମିଳିବ ତାହା ଉପରେ କିଛି ଆଲୋଚନା ହୋଇନାହିଁ ।

ଆମେରିକାର ଲସ୍ ଆଞ୍ଜେଲସ ଜେଲରେ ବନ୍ଦୀ ଥିବା ରାଣାର ସମସ୍ତ ଆବେଦନ ବିଭିନ୍ନ ନିମ୍ନ କୋର୍ଟରେ ଖାରଜ ହୋଇଥିଲା ।ଶେଷରେ ଗତ ଜାନୁଆରୀ ୨୧ରେ ଆମେରିକା ସୁପ୍ରିମକୋର୍ଟ ବି ପ୍ରତ୍ୟର୍ପଣ ରଦ୍ଦ ସଂକ୍ରାନ୍ତ ଆବେଦନ ଖାରଜ କରିଦେଇଥିଲେ ।

୨୦୦୮ ଆତଙ୍କୀ ହମଲା ପରେ ୨୦୦୯ରେ ତାକୁ ଚିକୋଗାରେ ଗିରଫ କରିଥିଲା ଏଫବିଆଇ। ପାକିସ୍ତାନୀ-ଆମେରିକୀୟ ଆତଙ୍କବାଦୀ ଡେଭିଡ କୋଲମାନ ହେଡଲି ଓରଫ ଦାଉଦ ଗିଲାନି ସହ ତହଉରର ସମ୍ପର୍କ ଥିଲା। ମୁମ୍ବାଇ ହମଲା ମାମଲାରେ ହେଡଲି ବର୍ତ୍ତମାନ ଆମେରିକାରେ ୩୫ ବର୍ଷିଆ ଜେଲଦଣ୍ଡ ଭୋଗୁଛି। ଏହି ମାମଲାରେ ରାଣାକୁ ଆଜୀବନ କାରାଦଣ୍ଡ ମିଳିବାର ସଂଭାବନା ରହିଛି

Tags: 26-11newstahawwur-ranasTOP NEWStrump-clears
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies