Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Videos Rashifal

କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ

Ramesh Parida by Ramesh Parida
Feb 15, 2025, 06:30 am GMT+0530
FacebookTwitterWhatsAppTelegram

ଅଦ୍ୟ ଫେବୃଆରୀ ମାସ ୧୫ ତାରିଖ ୨୦୨୫ ମସିହା (ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଫାଲଗୁନ ମାସ- କୃଷ୍ଣପକ୍ଷ
ତିଥି- ତୃତୀୟା ରାତ୍ର ଘ୧୨/୦୪ ଗତେ ତୃତୀୟା
ନକ୍ଷତ୍ର- ଉତ୍ତର ଫା ରାତ୍ର ଘ୦୨/୩୨ ଗତେ ହସ୍ତା
ଚନ୍ଦ୍ର – ସିଂହ ପ୍ରାତଃ ଘ୦୬/୨୮ ଗତେ କନ୍ୟା
ଯୋଗ- ସୁକର୍ମା
କରଣ – ବାଣିଜ୍ୟ
ସୌରମାସ- କୁମ୍ଭ ୦୪ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୨୦/୦୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୩/୦୩

ମେଷ:-ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଯାତ୍ରା ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ।
ବୃଷ:-କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ। ପରିବାର ଓ ବ୍ୟବସାୟରେ ନିଜର ଦାୟିତ୍ବକୁ ଭଲଭାବେ ତୁଲାଇବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ‌

ମିଥୁନ:-ଜମି ସଂପର୍କିତ ବ୍ୟବସାୟରେ ବଡ଼ ଡ଼ିଲ୍ ହୋଇପାରେ। ଅସାବଧାନତା ଓ ଉଦାରତା ବ୍ୟବସାୟରେ ହାନିକାରକ ହୋଇପାରେ। ଅନ୍ତରଙ୍ଗ ବନ୍ଧୁ ସହ ଫୋନରେ ଦୀର୍ଘ ସମୟ କଥା ହେବେ।‌

କର୍କଟ:-ଚାକିରି କ୍ଷେତ୍ରରେ ଯାହା କରିବେ ସେଥିରେ ସଫଳତା ପାଇବେ। ପ୍ରିୟଜନଙ୍କ ଠାରୁ ଆପଣଙ୍କର ମନ ପସନ୍ଦ ଉପହାର ପାଇବେ। ଦୀର୍ଘ ଦିନରୁ ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ

ସିଂହ:-ଆପଣ ଯେଉଁ କାମ ଆରମ୍ଭ କରିବେ ନିର୍ଦ୍ଧାରିତ ସମୟରେ ପୂରା କରିବା ପାଇଁ ସଂପୂର୍ଣ୍ଣରୂପେ ପ୍ରୟାସ କରିବେ। ଚାକିରି ପାଇଁ ସାକ୍ଷାତକାର ଦେଇଥିବା ବ୍ୟକ୍ତିଙ୍କୁ ଭଲ ଉଦ୍ୟୋଗରୁ ଫୋନ ଆସିବ। ‌

କନ୍ୟା:-କୌଣସି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। ଆପଣଙ୍କ ଠାରୁ କୌଣସି ମାମଲାରେ କେହି ପରାମର୍ଶ ନେଇ ପାରନ୍ତି। ବ୍ୟବସାୟୀଙ୍କୁ କାମରେ ନୂଆ ଅନୁଭବ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ।

ତୁଳା:-ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କୃଷିଜୀବୀଙ୍କ ଲାଗି ଦିନଟି ଭଲ ରହିବ। ଆପଣଙ୍କର କୌଣସି କାମରେ ବାପାଙ୍କର ସହଯୋଗ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ଆପଣ ନିଜକୁ ଶକ୍ତିବାନ ଅନୁଭବ କରିବେ। କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ

ବିଛା:-ବନ୍ଧୁମାନଙ୍କ ସହିତ ବାହାରକୁ ବୁଲିଯିବା ପାଇଁ ବାତିଲ କରିଦେବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବା ପାଇଁ ବିଚାର କରିବେ। ପରିବାରର ବିଶେଷ ମାମଲାରେ ଅଣଦେଖା କରନ୍ତୁ ନାହିଁ।

ଧନୁ:-ଲୋକମାନଙ୍କ ପ୍ରତି ଆପଣଙ୍କର ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ। ସମାଜ ସେବା ପାଇଁ ଆଗ୍ରହ ବଢ଼ିବ। ଧନଲାଭ ଯୋଗ ଅଛି। କୌଣସି କାମ ପାଇଁ ଆପଣଙ୍କର ଚେଷ୍ଟା ସଫଳ ହେବ।

ମକର:-କୌଣସି ବନ୍ଧୁ ସହ ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। କାହାରିକୁ ସାହାଯ୍ୟ କରିବାର ମଉକା ପାଇବେ। ବେପାରରେ ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ। କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ

କୁମ୍ଭ:-ବାପା ମାଆଙ୍କ ସହିତ କୌଣସିସ୍ଥାନକୁ ଯିବାର ଯୋଜନା କରିବେ। ସରକାରୀ କାମରେ ଅସାବଧାନତା ଅବଲମ୍ବନ କରନ୍ତୁ ନାହିଁ। ବନ୍ଧୁମାନଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ।

ମୀନ:-ଜମିରେ ନିବେଶ ପାଇଁ ଭଲ ଦିନଟିଏ। ଚାକିରି ଖୋଜୁଥିବା ମହିଳାମାନେ ଭଲ ଖବର ପାଇବେ। ଘରେ କୌଣସି ଧାର୍ମିକ କାର୍ଯ୍ୟସୂଚୀ ହୋଇପାରେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

Tags: rasiphala
ShareTweetSendShare

RelatedNews

ଆଜିର ରାଶିଫଳ
Rashifal

କଣ ରହିଛି ଆଜି ଆପଣଙ୍କର ଭାଗ୍ୟ

ଆଜିର ରାଶିଫଳ
Latest News

ଆଜିର ରାଶିଫଳ

ଆଜିର ରାଶିଫଳ
Rashifal

ଆଜିର ରାଶିଫଳ

ଆଜିର ରାଶିଫଳ
Latest News

ଏମିତି କଟିବ ଆଜି ଆପଣଙ୍କ ଦିନ

ଆଜିର ରାଶିଫଳ
Rashifal

ଆଜିର ରାଶିଫଳ

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.