Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆମେରିକା ଗସ୍ତକୁ ବିଫଳ ଦର୍ଶାଇଛି କଂଗ୍ରେସ

Ramesh Parida by Ramesh Parida
Feb 15, 2025, 09:13 am GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆମେରିକା ଗସ୍ତକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଜୟରାମ ରମେଶ ବିଫଳ ଦର୍ଶାଇଥିବା ବେଳେ ଦଳୀୟ ସାଂସଦ ଶଶି ଥରୁର ଏହାକୁ ପ୍ରଶଂସା କରି ଦଳକୁ ଅଡ଼ୁଆରେ ପକାଇଛନ୍ତି । ସେ କହିଛନ୍ତି ଯେ ଆମେରିକା ରାଷ୍ଟ୍ରପତି ଡ଼େନାଲ୍ଟ ଟ୍ରମ୍ପଙ୍କୁ ତାଙ୍କ ସମର୍ଥକମାନେ ସବୁଠାରୁ ବଡ଼ ବୁଝାମଣାକାରୀ ଭାବରେ ବିବେଚନା କରୁଥିବା ବେଳେ ଏ କ୍ଷେତ୍ରରେ ଭାରତର ବୁଝାମଣା ଅତ୍ୟନ୍ତ ସଫଳ  ରହିବା ପ୍ରଶଂସନୀୟ ଟ୍ରମ୍ପ ଏକ ବିବୃତିରେ କହିଛନ୍ତି , ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଭଳି ବୁଝାମଣା କରିବାରେ ତାଙ୍କଠାରୁ ଅଧିକ ଦକ୍ଷା ତେଣୁ ମୋଦୀଙ୍କ ଏହି ଗସ୍ତ ବହୁତ ଭଲ ହୋଇଛି । ଭାରତକୁ ଏଫ – 35 ଲଢୁଆ ବିମାନ ବିକ୍ରି କରିବାକୁ ଆମେରିକା ରାଜି ହୋଇଛି । ଏହା ଦ୍ବାରା ଭାରତକୁ ବହୁତ ଫାଇଦା ମିଳିବ  ବୋଲି ଥରୁର୍‌ କହିଛନ୍ତି।

ସେ କହିଛନ୍ତି ଯେ ଭାରତ ପାଖରେ ରାଫେଲ ଭଳି ଲଢୁଆ ବିମାନ ରହିଛି। ଏବେ ଏଫ୍‌-୩୫ ଯୋଡ଼ିବା ପରେ ଶକ୍ତି ଆହୁରି ବୃଦ୍ଧି ପାଇଛି। ଡୋନାଲ୍ଡ ଟ୍ରମ୍ପ ନିଜକୁ ଜଣେ କଠୋର ‘ବାର୍ଗେନର’ ବୋଲି ଭାବୁଛନ୍ତି ଏବଂ ଏଥିପାଇଁ ଗର୍ବିତ। ଏବେ ଯଦି ସେ କହୁଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଠାରୁ ଭଲ ନେଗୋସିଏଟର୍‌ (ବୁଝାମଣାକାରୀ), ତା’ହେଲେ ଏହା ଆମର ସଫଳତା। ଡୋନାଲ୍ଡ ଟ୍ରମ୍ପ ଏମିତି ଜଣେ ବ୍ୟକ୍ତି ଯିଏ କାହାକୁ ଖୁବ୍ କମ୍ ପ୍ରଶଂସା କରନ୍ତି। ଯଦି ଏଭଳି ବ୍ୟକ୍ତି ଭାରତର ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରୁଛନ୍ତି, ତେବେ ଏହା ଏକ ଭଲ କଥା ବୋଲି ଥରୁର୍‌ କହିଛନ୍ତି। ଶଶି ଥରୁର୍‌ଙ୍କ ଏହି ଆଭିମୁଖ୍ୟ ଦଳର ମତାମତଠାରୁ ସମ୍ପୂର୍ଣ୍ଣ ଭିନ୍ନ। ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ସେ ବିଦେଶରେ ମଧ୍ୟ ଗୌତମ ଆଦାନୀଙ୍କୁ ସୁରକ୍ଷା ଦେଉଥିବା ଦେଖିବାକୁ ମିଳିଛି।   ପ୍ରଧାନମନ୍ତ୍ରୀ ଏଭଳି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ବ୍ୟକ୍ତିଗତ ବୋଲି ଦର୍ଶାଇ ଏଡ଼ାଇ ଯାଇପାରିବେ ନାହିଁ ବୋଲି ରାହୁଲ କହିଛନ୍ତି। ଜୟରାମ ରମେଶ ମଧ୍ୟ ଅନୁରୂପ ଭାବେ ମୋଦୀଙ୍କୁ କଡ଼ା ସମାଲୋଚା କରିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.