Tuesday, May 13, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

119 ଜଣ ନିର୍ବାସିତ ଭାରତୀୟଙ୍କୁ ଧରି ଆମେରିକାରୁ ଆସୁଛି ବିମାନ

Ramesh Parida by Ramesh Parida
Feb 15, 2025, 03:16 pm GMT+0530
FacebookTwitterWhatsAppTelegram

ଆମେରିକାରୁ ନିର୍ବାସିତ ଭାରତୀୟଙ୍କୁ ନେଇ ଆଉ ଏକ ବିମାନ ଆଜି ଭାରତରେ ପହଞ୍ଚିବାକୁ ଯାଉଛି । ବିମାନଟି ରାତି ପ୍ରାୟ 10 ଟାରେ ଅମୃତସରରେ ଅବତରଣ କରିବ । ଏହି ବିମାନରେ 119 ଜଣ ଭାରତୀୟ ଥିବା ଜଣା ପଡ଼ିଛି । ସୂଚନା ଅନୁସାରେ 16 ପେବୃଆରିରେ ମଧ୍ୟ ଆଉ ଏକ ବିମାନ ଆସି ପହଞ୍ଚିବ । ଏହା ପୁର୍ବରୁ ଆମେରିକାରୁ ଅବୈଧ ପ୍ରବାସୀଙ୍କୁ ନେଇ ଆସିଥିବା ପ୍ରଥମ ବିମାନଟି ଫେବ୍ରୁଆରି 5 ରେ ଅମୃତସରରେ ଅବତରଣ କରିଥିଲେ । ସେଥିରେ 104 ଜଣ ଭାରତୀୟ ଥିଲେ ।

ଆମେରିକାରୁ ନିର୍ବାସିତ ଭାରତୀୟମାନଙ୍କୁ ନେଇ ଆସୁଥିବା ଦ୍ୱିତୀୟ ବିମାନ ଅମୃତସରେ ଅବତରଣକୁ ନେଇ ରାଜନୀତି ଜୋର ଧରିଛି । ଏହା ଉପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ।

ସେ କେନ୍ଦ୍ର ସରକାରଙ୍କ ଉପରେ ପଞ୍ଜାବକୁ ବଦନାମ କରୁଥିବା ଆରୋପ ଲଗାଇଛନ୍ତି । ମୁଖ୍ୟମନ୍ତ୍ରୀ ମାନ ମୋଦୀଙ୍କକୁ ଆକ୍ଷେପ କରି କହିଛନ୍ତି “ଆମେରିକାରୁ ନିର୍ବାସିତ ହେଉଥିବା ଭାରତୀୟମାନଙ୍କୁ କେବଳ ଅମୃତସରରେ କାହିଁକି ଅବତରଣ କରାଯାଉଛି? ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ପରେ ଏହା କ’ଣ ଟ୍ରମ୍ପଙ୍କ ଉପହାର ? ଏହା ଛଡା  ଆଜି ଆମେରିକାରୁ ଆସୁଥିବା ଭାରତୀୟମାନଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଅମୃତସର ବିମାନବନ୍ଦରକୁ ଯାଇପାରନ୍ତି ବୋଲି ସେ କହିଛନ୍ତି ।

ଦୁଇ ଦେଶ ମିଳିତ ଭାବେ ଆମେରିକାରେ ଥିବା ପ୍ରାୟ ୧୮,୦୦୦ ବେଆଇନ ଭାବେ ପ୍ରବେଶ କରିଥିବା  ଭାରତୀୟଙ୍କୁ ଦେଶାନ୍ତର କରିବା ପାଇଁ ଚିହ୍ନଟ କରିଥିଲେ । ଏହି ସଂଖ୍ୟା ଆହୁରି ଅଧିକ ହୋଇପାରେ । ଅନ୍ୟାନ୍ୟ ଦେଶ ଭଳି ଭାରତ ମଧ୍ୟ ଟ୍ରମ୍ପ ପ୍ରଶାସନକୁ ଖୁସି କରିବା ଏବଂ ଏହାର ବାଣିଜ୍ୟ ବିପଦର ପ୍ରଭାବକୁ ଏଡ଼ାଇବା ପାଇଁ ପରଦା ପଛରେ କାମ କରୁଛି । ବେଆଇନ ପ୍ରବାସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଟ୍ରମ୍ପଙ୍କ ପାଇଁ ଏକ ପ୍ରମୁଖ ପ୍ରଚାର ପ୍ରତିଶ୍ରୁତି ହୋଇଛି ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.