Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ ପ୍ରସଙ୍ଗ – ପ୍ରତିକ୍ରିୟା ରଖିଲେ ମୋଦୀ

Ramesh Parida by Ramesh Parida
Feb 15, 2025, 03:25 pm GMT+0530
FacebookTwitterWhatsAppTelegram

ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯେତେବେଳେ ସେ ଆମେରିକା ରାଷ୍ଟ୍ରପତି ଡ଼ୋନାଲ୍ଟ ଟ୍ରମ୍ପଙ୍କୁ ଭେଟିଥିଲେ ସେତେବେଳେ ଏହି ପ୍ରସଙ୍ଗ ଉଠି ନଥିଲା । ଆଦାନୀଙ୍କ ସହ ଚାଲିଥିବା ଲାଞ୍ଚ ମାମଲା ଏବଂ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ତାଙ୍କ କଥାବାର୍ତାରେ ଏହି ବିଷୟ ଉଲ୍ଲୋଖ କରାଯାଇଛି କି ନାହିଁ ବୋଲି ପଚରାଯିବାରୁ ପ୍ରଧାନମନ୍ତ୍ରୀ କହିଥିଲେ ଦୁଇ ଦେଶର ଦୁଇ ଗୁରୁତ୍ବପୂଣ୍ଣ ନେତା କେବେ ବି ବ୍ୟକ୍ତିଗତ ବିଷୟ ଉପରେ କଥା ହୁଅନ୍ତି ନାହିଁ । ଭାରତ ଏକ ଗଣତନ୍ତ୍ର ଏବଂ ଆମ ସଂସ୍କୃତି ହେଉଛି ବସୁଧୈବ କୁଟୁମ୍ବକମ ଆମେ ଭାବୁଛୁ ଯେ ସମଗ୍ର ବିଶ୍ବ ଏକ ପରିବାର ପରି । ମୁଁ ଭାବୁଛି ସମସ୍ତ ଭାରତୀୟ ମୋ ପରିବାର।

ନିକଟରେ ଆମେରିକାର ନ୍ୟାୟ ବିଭାଗ ଗୌତମ ଆଦାନୀଙ୍କୁ ଭାରତୀୟ କର୍ତ୍ତୃପକ୍ଷଙ୍କୁ ୨୫୦ ନିୟୁତ ଡଲାରରୁ ଅଧିକ ଲାଞ୍ଚ ଦେବା ଷଡ୍‌ଯନ୍ତ୍ରରେ ଅଂଶଗ୍ରହଣ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିଥିଲା। କୁହାଯାଉଛି, ସୌରଶକ୍ତି କାରବାର ପାଇଁ ଅନୁକୂଳ ପରିସ୍ଥିତି ହାସଲ କରିବା ନିମନ୍ତେ ଏହା କରାଯାଇଥିଲା। ଅଭିଯୋଗରେ ଦର୍ଶାଯାଇଛି ଯେ ଏହି ଦେୟ ଆମେରିକୀୟ ବ୍ୟାଙ୍କ ଓ ନିବେଶକଙ୍କଠାରୁ ଲୁଚାଇ ରଖାଯାଇଥିଲା, ଯେଉଁମାନଙ୍କଠାରୁ ଆଦାନୀ ଗ୍ରୁପ୍ ଏହି ପ୍ରକଳ୍ପ ପାଇଁ କୋଟି କୋଟି ଟଙ୍କା ସଂଗ୍ରହ କରିଥିଲା।

ଡୋନାଲ୍ଡ ଟ୍ରମ୍ପ ଆମେରିକାର ୪୭ତମ ରାଷ୍ଟ୍ରପତି ହେବାର କିଛି ଦିନ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନିର୍ବାହୀ ଆଦେଶରେ ସ୍ୱାକ୍ଷର କରିଥିଲେ। ଅଦାନୀ ଗ୍ରୁପ୍ ଭଳି କାରବାରର ତଦନ୍ତରେ ବ୍ୟବହୃତ ପାଖାପାଖି ୫୦ ବର୍ଷ ପୁରୁଣା ଆଇନର କାର୍ଯ୍ୟକାରିତାକୁ ସ୍ଥଗିତ ରଖିବାକୁ ସେ ନ୍ୟାୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଟ୍ରମ୍ପଙ୍କ କାର୍ଯ୍ୟନିର୍ବାହୀ ଆଦେଶରେ ଆଟର୍ଣ୍ଣି ଜେନେରାଲଙ୍କୁ କୁହାଯାଇଛି- ୧୮୦ ଦିନ ମଧ୍ୟରେ ଏଭଳି ତଦନ୍ତକୁ ନିୟନ୍ତ୍ରଣ କରୁଥିବା ମାର୍ଗଦର୍ଶିକା ଓ ନୀତି ଉପରେ ବିଚାର କରନ୍ତୁ। କୌଣସି ବିଶେଷ ବ୍ୟତିକ୍ରମ ନ ଥିଲେ କୌଣସି ନୂତନ ବିଦେଶୀ ଦୁର୍ନୀତି ଉପରେ ପ୍ରବର୍ତ୍ତନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ। ଅପରପକ୍ଷେ ଲାଞ୍ଚ ଓ ଠକେଇ ଅଭିଯୋଗ ଆସିବା ପରେ ଗୌତମ ଆଦାନୀ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଏହା ତାଙ୍କ ବିରୋଧରେ ଏକ ଷଡ଼୍‌ଯନ୍ତ୍ର ବୋଲି କହିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.