Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଆମେରିକା ଏବଂ ରୁଷିଆ ଅଧିକାରୀଙ୍କ ମଧ୍ୟରେ ଆଲୋଚନା

Ramesh Parida by Ramesh Parida
Feb 18, 2025, 04:41 pm GMT+0530
FacebookTwitterWhatsAppTelegram

ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ସାଉଦି ଆରବରେ ଆମେରିକା ଏବଂ ରୁଷିଆ ଅଧିକାରୀମାନେ  ସାକ୍ଷାତ କରିଛନ୍ତି । ମଙ୍ଗଳବାର ଦିନ ରିୟାଦରେ ଅନୁଷ୍ଠିତ ବୈଠକରେ ରୁଷିଆର ପ୍ରତିନିଧିତ୍ବ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ଏବଂ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବୈଦେଶିକ ନୀତି ପରାମର୍ଶଦାତା ୟୁରି ଉଶାକୋଭ କରିଥିଲେ ଆମେରିକା ପକ୍ଷରୁ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ ୱାଲ୍ଜ  ଏବଂ ପଶ୍ଚିମ ଏସିଆ ପାଇଁ ଡ଼ୋନାଲ୍ଟ ଟ୍ରମ୍ପଙ୍କ ସ୍ବତନ୍ତ୍ର ପ୍ରତିନିଧି ଷ୍ଟିଭ ଓ୍ବିଟକଫ ବୈଠକରେ ଉପସ୍ଥିତ ଥିଲେ ଏହି ବୈଠକକୁ ୟୁକ୍ରେନକୁ ନିମନ୍ତ୍ରଣ କରାଯାଇ ନାହିଁ । ଯାହାକୁ ନେଇ ୟୁରୋପ ପକ୍ଷରୁ ଚିନ୍ତା ପ୍ରକାଶ କରାଯାଇଛି ।

ଫାର୍ଷ୍ଟପୋଷ୍ଟ ରିପୋର୍ଟ ଅନୁଯାୟୀ, ୟୁକ୍ରେନ ଉପରେ ରୁଷିଆ ଆକ୍ରମଣର ତିନି ବର୍ଷ ପରେ ସାଉଦି ଆରବରେ ଏହି ବୈଠକ ହେଉଛି। ଶାନ୍ତି ଚୁକ୍ତିନାମାରେ ଆମେରିକାର ଭୂମିକା ଯୋଗୁ ଏହାକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ସମ୍ପ୍ରତି ହୋଇଥିବା ଫୋନ୍ ବାର୍ତ୍ତାଳାପ ପରେ ଆମେରିକାର ବୈଦେଶିକ ବିଭାଗ ଏବଂ ରୁଷିଆ ଅଧିକାରୀଙ୍କ ମଧ୍ୟରେ ଆଲୋଚନା ହେଉଛି। ଫୋନରେ ଉଭୟ ନେତା ୟୁକ୍ରେନ ନେଇ  ତୁରନ୍ତ ଶାନ୍ତି ଆଲୋଚନା ଆରମ୍ଭ କରିବାକୁ ରାଜି ହୋଇଥିଲେ।

ୟୁରୋପୀୟ ସଂଘକୁ ମଧ୍ୟ ଆଲୋଚନାରେ ସାମିଲ କରାଯାଇ ନାହିଁ। ୟୁରୋପୀୟ ନେତାମାନେ ଏହାକୁ ବିରୋଧ କରିଛନ୍ତି ଏବଂ ଯେକୌଣସି ଶାନ୍ତି ଆଲୋଚନାରେ ସେମାନଙ୍କର ଅଂଶଗ୍ରହଣର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ୟୁରୋପୀୟ ସଂଘ  କହିଛି, ଏକ ନିରପେକ୍ଷ ଏବଂ ସ୍ଥାୟୀ ଶାନ୍ତି ପାଇଁ ସେମାନଙ୍କର ଉପସ୍ଥିତି ଆବଶ୍ୟକ। ବ୍ରିଟିଶ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର ତାଙ୍କ ବିବୃତିରେ କହିଛନ୍ତି ଯେ, ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ସ୍ଥାୟୀ ଶାନ୍ତି ପାଇଁ ଆମେରିକାର ସୁରକ୍ଷା ଗ୍ୟାରେଣ୍ଟି ଆବଶ୍ୟକ।

ଏହି ବୈଠକ ଏଥିପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ କାରଣ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ପରେ, ଆମେରିକାର ରୁଷିଆକୁ ଅଲଗା କରିବା ପାଇଁ ନିଜ ନୀତିରେ ପରିବର୍ତ୍ତନ ଆଣିଛି। ପୂର୍ବରୁ, ରୁଷିଆର ଆକ୍ରମଣ ପରେ ଆମେରିକା ୟୁକ୍ରେନକୁ ଅଲଗା କରିବାକୁ ଚେଷ୍ଟା କରୁଥିଲା। ଏବେ ଉଭୟ ଦେଶର ଉଚ୍ଚ ପଦାଧିକାରୀଙ୍କ ମଧ୍ୟରେ ସାକ୍ଷାତ୍ ହୋଇଛି। ଏହି ଆଲୋଚନା ଡୋନାଲ୍ଡ ଟ୍ରମ୍ପ ଏବଂ ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ସାକ୍ଷାତ ପାଇଁ ମଧ୍ୟ ପଥ ପ୍ରଶସ୍ତ କରିବ ବୋଲି କୁହାଯାଉଛି।

ପୁଟିନଙ୍କ ବୈଦେଶିକ ନୀତି ପରାମର୍ଶଦାତା ଉଷାକୋଭ କହିଛନ୍ତି , ଆଲୋଚନା ସମ୍ପୂର୍ଣ୍ଣ ଦ୍ୱିପାକ୍ଷିକ ଥିଲା। ଏଥିରେ ୟୁକ୍ରେନୀୟ ଅଧିକାରୀମାନେ ଅନ୍ତର୍ଭୁକ୍ତ ନୁହଁନ୍ତି। ତଥାପି, ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନକୁ ଆଶ୍ୱାସନା ଦେଇଛନ୍ତି ଯେ, ୟୁକ୍ରେନକୁ  ଆଲୋଚନାରେ ସାମିଲ କରାଯିବ।  ରୁଷିଆ ଏବଂ ଆମେରିକା ଯେଉଁଭଳି ଭାବରେ ଆଲୋଚନା କରୁଛନ୍ତି ତାହା ୟୁରୋପ ଏବଂ ୟୁକ୍ରେନକୁ ଚିନ୍ତିତ କରିଛି। ୟୁରୋପୀୟ ଦେଶ ଏବଂ ୟୁକ୍ରେନର ଅସନ୍ତୋଷ ନାଟୋର ଭବିଷ୍ୟତ ଉପରେ ପ୍ରଭାବ ପକାଇବ ବୋଲି ଅନେକ ବିଶେଷଜ୍ଞ ମଧ୍ୟ ଆଶଙ୍କା ପ୍ରକାଶ କରିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.