Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଫେଭିକଲ ବୟାନ କୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ

Ramesh Parida by Ramesh Parida
Feb 22, 2025, 03:46 pm GMT+0530
FacebookTwitterWhatsAppTelegram

ମହାୟୁତି ମେଣ୍ଟର ନେତାଙ୍କ ସୁବୁକିଛି ଠିକ ନାହିଁ  ବୋଲି ବିରୋଧୀମାନେ ପ୍ରଚାର କରୁଛନ୍ତି । ତେବେ ସିନ୍ତେ କହୁଛନ୍ତି ଆମ ଯୋଡ଼ି ଫେବିକଲ ଯୋଡ । ଜମା ତୁଟିବନି  ।  ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିବାକୁ ନେଇ କିଛି ଗଣମାଧ୍ୟମ ପ୍ରଚାର କରୁଛନ୍ତି । ତତ୍କାଳୀନ ସିନ୍ଦେ ସରକାରଙ୍କ ଦ୍ବାରା କରାଯାଇଥିବା 9 ଶହ କୋଟିର ଏକ ପ୍ରୋଜେକ୍ଟର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ନିର୍ଦ୍ଦେଶ ଦେବା ପରେ ଏହି ଚର୍ଚ୍ଚା ରାଜ୍ୟ ରାଜନୀତିରେ ଜୋରଦାର ହେଉଥିବା ବେଳେ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିବାକୁ ଫେଭିକଲ ବୟାନ ଦେଇଛନ୍ତି ସିନ୍ଦେ । ତେବେ ଏହି ଘଟଣାରେ କିଏ ଦୋଷୀ, କାରଣ କଣ ଭୂମିକା ରହିଛି ସ୍ପଷ୍ଟ ହୋଇନାହିଁ । ତେବେ ଏମିତି ଆଲୋଚନା ଭିତରେ ସିନ୍ଦେ ମଜାଦାର କଥା କହି ସମସ୍ତଙ୍କୁ ହସାଇଛନ୍ତି

ଦେବେନ୍ଦ୍ର ଫଡନାଭିସ  ଏବଂ ଏକନାଥ ସିନ୍ଦେଙ୍କ ଭିତରେ ସମ୍ପର୍କ ଏକଦମ ଠିକଠାକ୍ ଅଛି ପୂରା ମଜବୁଦ ଅଛି ଏହାକୁ ପ୍ରମାଣିତ କରିବାକୁ ଫେଭିକଲ ଅଠାର ଉଦାହରଣ ଦେଇଛନ୍ତି ସିନ୍ଦେ । ଏକନାଥ କହିଛନ୍ତି, ଆମେ ଏକାଠି ହୋଇ ଏକ ଶକ୍ତିଶାଳୀ ଟିମ୍ ଭାବେ କାମ କରୁଛୁ । ଏ ସମ୍ପର୍କ, ଏ ଯୋଡି ଫେଭିକଲ ପରି, ଭାଙ୍ଗିବ ନାହିଁ । ତେବେ ସିନ୍ଦେଙ୍କ ଏହି ବୟାନ ପରେ ଯଦିଓ ଦେବେନ୍ଦ୍ର ଫଡନାଭିସଙ୍କ ସହ ତାଙ୍କ ସମ୍ପର୍କ ଠିକ୍ ଠାକ୍ ଥିବା ଅନୁମାନ କରିହେଉଛି ମାତ୍ର ସେ ଶୀତଳ ଯୁଦ୍ଧ କଥାକୁ ଆଗକୁ ନବଢାଇବାକୁ ଏପରି କହିଥାଇ ପାରନ୍ତି ବୋଲି କିଛି ରାଜନୈତିକ ସମୀକ୍ଷକମାନେ ମତ ରଖିଛନ୍ତି ।

ସେପଟେ ତତ୍କାଳୀନ ସିନ୍ଦେ ସରକାରଙ୍କ ଦ୍ବାରା କରାଯାଇଥିବା ୯ ଶହ କୋଟିର ଏକ ପ୍ରୋଜେକ୍ଟର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ  ନିର୍ଦ୍ଦେଶ ଦେବା ଏବଂ ନିକଟରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ରାଜ୍ୟର ତିନୋଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ନଦେବା ଦେବେନ୍ଦ୍ର ଫଡନାଭିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଚାଲିଥିବା ଦର୍ଶାଉଥିଲା ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.