Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଜ୍ୟୋତିର୍ମୟୀ ରଣାଙ୍କ ଗଳା କାଟି କିଏ ହତ୍ୟା କଲା ?

ଏକତରଫା ପ୍ରେମନେଇ କରିଥିଲେ ଅଭିଯୋଗ

Ramesh Parida by Ramesh Parida
Feb 24, 2025, 04:35 pm GMT+0530
FacebookTwitterWhatsAppTelegram

ପ୍ରେମ ବ୍ୟାପାରରୁ ହତ୍ୟାକାଣ୍ଡ? କିଏ ହତ୍ୟାକଲା ଜ୍ୟାତିର୍ମୟୀଙ୍କୁ ତାହା ଜଣାପଡିନାହିଁ । କୁହାଯାଉଛି ପ୍ରେମିକ ହତ୍ୟା କରିଛି । ତେବେ ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି ନା ଏହା ଭିତରେ ଆହୁରି କିଛି ଖବର ରହିଛି ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

ବାଲେଶ୍ୱର ଜିଲ୍ଲାର ସୋର ଥାନା ଅନ୍ତର୍ଗତ ଲିଙ୍ଗାପଡ଼ା ଗ୍ରାମରେ ଜ୍ୟୋତିର୍ମୟୀ ରଣା (ବୟସ 25) ନାମକ ଯୁବତୀଙ୍କୁ ଏକତରଫା ପ୍ରେମରୁ ବୀଭତ୍ସ ଭାବେ ହତ୍ୟା କରାଯାଥିବା ଅଭିଯୋଗ ହୋଇଛି । ସେ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ଥିଲେ   । ଦୁଇ ମାସ ପୂର୍ବେ ଘରକୁ ଫେରିଥିଲେ। ଏହି ଘଟଣା ସୋର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପ୍ରେମ କରୁଥିବା ଯୁବକଙ୍କୁ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି । ଯୁବକ କିଛି ସ୍ପଷ୍ଟ କରୁନଥିବାରୁ ପୋଲିସ ମଧ୍ୟ ଏହି ହତ୍ୟା ଘଟଣାର କାରଣ କହିନାହିଁ ।

ପୋଲିସ ତଦନ୍ତରୁ ଜଣାପଡ଼ିଛି ଯେ ଅଭିଯୁକ୍ତ ଜ୍ୟୋତିର୍ମୟୀଙ୍କୁ ଏକତରଫା ପ୍ରେମ କରୁଥିଲେ   । ଯାହାକୁ ସେ  ପ୍ରତ୍ୟାଖ୍ୟାନ କରିଥିଲେ । ମନା କରିବା ପରେ ମଧ୍ୟ ଅଭିଯୁକ୍ତ ତାଙ୍କ ପଛରେ ପଡ଼ିଥିଲା । ଘରେ କେହି ନଥିବା ସମୟରେ ଘରେ ପଶି ତଣ୍ଟି କାଟିଦେଇଥିବା ଅଭିଯୋଗ ହୋଇଛି । ଉକ୍ତ ଯୁବକ ପୂର୍ବରୁ ହଇରାଣ କରୁଥିବା ସେ ଥାନାରେ ଅଭିଯୋଗ କରିଥିଲେ । କିନ୍ତୁ ପୋଲିସ କୈାଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା ।

ଏହାର ପରିଣତିରେ, ଅଭିଯୁକ୍ତ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରି ପୋଷ୍ଟମର୍ଟେମ ପାଇଁ ପଠାଯାଇଛି ଏବଂ ଅଭିଯୁକ୍ତକୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି ।  ଘଟଣା ସମ୍ପର୍କରେ ଅଧିକ ତଥ୍ୟ ପାଇଁ ଏବେ ମଧ୍ୟ ପୋଲିସ ତଦନ୍ତ ଚାଲୁରଖିଛି ।

Tags: killed-at-soronewsodishaTOP NEWSyoung-woman
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies