Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ବିଧାନସଭା ନିର୍ବାଚନ ଆଗକୁ ଥିବାରୁ ପଞ୍ଜାବରେ ଡେରା ପକାଇଛନ୍ତି କେଜ୍ରିୱାଲ

Ramesh Parida by Ramesh Parida
Feb 27, 2025, 02:55 pm GMT+0530
FacebookTwitterWhatsAppTelegram

ଦିଲ୍ଲୀରେ ଆପର ବଡ଼ ପରାଜୟ ପରେ ଏବେ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଖୋଜା ପଡ଼ିଛି । ଦିଲ୍ଲୀରେ ନିଜ ଦଳ ଆପ ତ କ୍ଷମତାରୁ ଗଲା ତା ସହ ନିଜେ ମଧ୍ୟ ଜିତି ପାରିଲେନି କେଜ୍ରିଓ୍ବାଲ । ଆତିଶୀଙ୍କ ସମେତ ମୋଟ 22 ଜଣ ବିଧାନସଭାକୁ ଯାଇଛନ୍ତି ।  ଖାଲି କେଜ୍ରିଓ୍ବାଲ ନୁହଁନ୍ତି ତାଙ୍କ ଘନିଷ୍ଠ ସହଯୋଗୀ ସିସୋଦିଆଙ୍କ ସ୍ଥିତି ମଧ୍ୟ ସେୟା । ତେବେ ଆପ୍ ବିଧାୟକ ଦଳ ବୈଠକ ପରେ କେଜ୍ରିୱାଲଙ୍କୁ ଏତେ ଦେଖିବାକୁ ମିଳୁନଥିବାରୁ ସିଏ କୁଆଡେ ଗଲେ ବୋଲି ଚର୍ଚ୍ଚା ହେଉଛି । କେଜ୍ରିୱାଲ ଜାତୀୟ ରାଜନୀତିର ଜଣେ ଚିହ୍ନା ମୁହଁ ହୋଇଥିବା ବେଳେ ହଠାତ କୌଣସି କାର୍ୟ୍ୟକ୍ରମରେ ଆଉ କେଜ୍ରିୱାଲଙ୍କୁ ଦେଖିବାକୁ ମିଳୁନି । ଶୁଣାଯାଉଛି କେଜ୍ରିୱାଲ ଏବେ ଦିଲ୍ଲୀରେ ହାରିବା ପରେ ଯେଉଁଠି ତାଙ୍କର ଦଳ ସରକାରରେ ଅଛି ମାନେ ପଞ୍ଜାବରେ କେମିତି ସରକାର ତିଷ୍ଠି ରହିବ ସେ ପ୍ରୟାସରେ ଲାଗିଛନ୍ତି । ଆଗକୁ ପଞ୍ଜାବର ଲୁଧିଆନା ପଶ୍ଚିମ ବିଧାନସଭା କ୍ଷେତ୍ରରେ ଉପନିର୍ବାଚନ ଥିବାରୁ ସେଠାରେ ବିଜୟ ନେଇ ଫୋକସ କରିଛନ୍ତି ତା ସହ ପଞ୍ଜାବ ବିଧାନସଭା ନିର୍ବାଚନ ଆଗକୁ ଥିବାରୁ ସେଠି ପୁଣି କେମିତି ବଡ ବିଜୟ ହାସଲ କରିହେବ ତାଉପରେ ରଣନୀତି ପ୍ରସ୍ତୁତ କରିବାକୁ କେଜ୍ରିୱାଲ  ଏବେ ପଞ୍ଜାବରେ ଡେରା ପକାଇଥିବା ସୂଚନା ମିଳିଛି ।

ସେପଟେ କେଜ୍ରିୱାଲ ସଂସଦର ପଛଦ୍ବାର ଦେଇ ରାଜ୍ୟସଭା ଯିବାକୁ ଯୋଜନା କରୁଛନ୍ତି । ପଞ୍ଜାବରୁ କେଜ୍ରିୱାଲ ରାଜ୍ୟସଭା ଯାଇପାରନ୍ତି । ରାଜ୍ୟସଭା ସାଂସଦ ଏବେ ସଞ୍ଜୀବ ଆରୋରା ଥିବା ବେଳେ ତାଙ୍କୁ ଉପନିର୍ବାଚନରେ ଆପ୍ ପ୍ରାର୍ଥୀ କରିବା ପରେ କେଜ୍ରିୱାଲ ରାଜ୍ୟସଭା ଯାଉଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.