Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆରପାରିରେ ଓଲିଉଡ଼ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

Ramesh Parida by Ramesh Parida
Feb 28, 2025, 12:29 pm GMT+0530
FacebookTwitterWhatsAppTelegram

ଓଲିଉଡ଼ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି । ଲିଭର ସିରୋସିସ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ତାଙ୍କୁ 67 ବର୍ଷ ବୟସ  ହୋଇଥିଲା  । ଉତ୍ତମଙ୍କ ବିୟୋଗରେ ଓଲିଉଡ଼ ତଥା ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ଗତ 6 ତାରିଖରେ ସ୍ବାସ୍ଥ୍ୟବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମସ ହସ୍ପିଟାଲରେ ଭର୍ତି  କରାଯାଇଥିଲା । ଉନ୍ନତ ଚିକିତ୍ସା ପାଇଁ 8 ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ  ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା। ‌ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା। ସାରା ରାଜ୍ୟରେ ଶହଶହ ପ୍ରଶଂସକ ତାଙ୍କର ଆରୋଗ୍ୟ କାମନା କରିଥିଲେ। ତେବେ ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ‌ଶେଷରେ ଚିରବିଦାୟ ନେଇଗଲେ ଉତ୍ତମ। ତାଙ୍କର ପରଲୋକରେ ଓଲିଉଡ୍‌ରେ ଏକ ଯୁଗର ଅବସାନ ଘଟିଲା। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୨୩ ଡିସେମ୍ବର ୧୯୫୮ରେ ବାରିପଦାରେ ଜନ୍ମଗ୍ରହଣ କରିଥିଲେ ଉତ୍ତମ। ପ୍ରଥମରୁ ଅଭିନେତା ହେବାର ଲକ୍ଷ୍ୟ ନଥିଲେ ମଧ୍ୟ ୧୯୭୭ ମସିହାରେ ସେ ‘ଅଭିମାନ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ସିନେମା ଜଗତରେ ପାଦ ଥାପିଥିଲେ। ତା’ପରେ ଆଉ ସେ ପଛକୁ ଫେରି ଚାହିନାହାନ୍ତି। ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ସିନେମା ଭେଟି ଦେଇ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜସ୍ବ ଛାପ ଛାଡ଼ି ଯାଇଛନ୍ତି। ଏମିତି କେଉଁ ଓଡ଼ିଆ ନଥିବେ, ଯିଏ ଉତ୍ତମ ମହାନ୍ତିଙ୍କ ଅଭିନୀତ ସିନେମା ପ୍ରେମରେ ପଡ଼ି ନଥିବେ। ତାଙ୍କର ଚେହେରା, ଅଭିନୟ, ନୃତ୍ୟ, ଆକ୍ସନ୍ ସବୁଥିରେ ନିଆରାପଣ ବାରି ହୋଇପଡ଼ୁଥିଲା। ଓଡ଼ିଶାର ଘରେ ଘରେ ଅତ୍ୟନ୍ତ ଲୋକପ୍ରିୟ ହୋଇଯାଇଥିଲେ ଉତ୍ତମ। ଓଲିଉଡ୍‌ରେ ସୁପରଷ୍ଟାର୍ ବୋଲି ଯଦି କାହାରିକୁ ପ୍ରଥମ ଥର ଆଖ୍ୟା ଦିଆଯାଇଥିଲା, ତେବେ ସେ ନିଃସନ୍ଦେହରେ ଥିଲେ ଉତ୍ତମ। ୧୩୫ରୁ ଅଧିକ ଚଳଚ୍ଚିତ୍ରରେ ସେ ଅଭିନୟ କରିଥିଲେ। ଏହା ସହ ଅନେକ ସୁପରହିଟ୍‌ ବଙ୍ଗଳା ଚଳଚ୍ଚିତ୍ରରେ ସେ ନିଜ ଅଭିନୟର ସ୍ବାକ୍ଷର ଛାଡ଼ିଛନ୍ତି। ବ୍ୟକ୍ତିଗତ ଜୀବନରେ ଉତ୍ତମ ଅତ୍ୟନ୍ତ ଭଦ୍ର, ଅମାୟିକ ଥିଲେ।

ଚାରି ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଆ ସିନେମା ଜଗତରେ ଛାଇ ଯାଇଥିଲେ ଉତ୍ତମ ମହାନ୍ତି। ତାଙ୍କ ଅବଦାନକୁ ସ୍ବୀକୃତି ଜଣାଇ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ବହୁ ଅନୁଷ୍ଠାନ ତାଙ୍କୁ ସମ୍ମାନିତ କରିଛନ୍ତି। ସେ ଜୟଦେବ ପୁରସ୍କାର ସମେତ ଚାରି ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ‘ଦଣ୍ଡାବାଳୁଙ୍ଗା’ ‘ଝିଅଟି ସୀତା ପରି’ ଓ ‘ଫୁଲଚନ୍ଦନ’ ପାଇଁ ଶ୍ରେଷ୍ଠ ଅଭିନେତା ଏବଂ ‘ତୋ ବିନୁ ଅନ୍ୟ ଗତି ନାହିଁ’ ପାଇଁ ଶ୍ରେଷ୍ଠ ସହ-ଅଭିନେତା ପୁରସ୍କାର ପାଇଥିଲେ। ଉତ୍ତମଙ୍କ ପୂରା ପରିବାର ଚଳଚ୍ଚିତ୍ର ଜଗତ ପ୍ରତି ସମର୍ପିତ। ତାଙ୍କ ପତ୍ନୀ ଅଭିନେତ୍ରୀ ଅପରାଜିତା ମହାନ୍ତି ଓ ପୁତ୍ର ଅଭିନେତା ବାବୁସାନ ମହାନ୍ତି ଅଭିନୟ ଜଗତରେ ବେଶ୍‌ ସଫଳତା ପାଇଛନ୍ତି। ଉତ୍ତମ-ଅପରାଜିତା ଯୋଡ଼ି ଓଲିଉଡ୍‌ର ସର୍ବକାଳୀନ ହିଟ୍‌ଯୋଡ଼ି ଭାବେ ବିବେଚିତ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.