Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଦିଲ୍ଲୀର ସ୍ବାସ୍ଥ୍ୟସେବା ଭିତ୍ତିଭୁମି ଉପରେ ନିୟନ୍ତ୍ରକ ଏବଂ ଅଡ଼ିଟର ଜେନେରାଲ ରିପୋର୍ଟ, ୧୪ଟିରେ ଆଇସିୟୁ ସୁବିଧା ନାହିଁ

Ramesh Parida by Ramesh Parida
Feb 28, 2025, 04:53 pm GMT+0530
FacebookTwitterWhatsAppTelegram

ଦିଲ୍ଲୀରେ ଡ଼ାକ୍ତରୀ ସେବାର ଅବହେଳା ଗୁରୁତର ଆର୍ଥିକ କୁପରିଚାଳନା ଏବଂ ଦାୟିତ୍ବହୀନତାର ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି । ଦିଲ୍ଲୀର ସ୍ବାସ୍ଥ୍ୟସେବା ଭିତ୍ତିଭୁମି ଉପରେ ନିୟନ୍ତ୍ରକ ଏବଂ ଅଡ଼ିଟର ଜେନେରାଲ ରିପୋର୍ଟ ଗତ ଛଅ ବର୍ଷ ମଧ୍ୟରେ ଗୁରୁତର ଆର୍ଥିକ କୁପରିଚାଳନା ଅବହେଳା ଏବଂ ଦାୟିତ୍ବହୀନତାକୁ ଉଜାଗର କରିଛି ।

ଆଜି ଦିଲ୍ଲୀ ବିଧାନସଭାରେ ଉପସ୍ଥାପିତ ହେବାକୁ ଥିବା ଏହି ରିପୋର୍ଟରେ ଉପକରଣ ଏବଂ ସ୍ୱାସ୍ଥ୍ୟସେବା କର୍ମୀଙ୍କ ତୀବ୍ର ଅଭାବ, ମୋହଲ୍ଲା କ୍ଲିନିକଗୁଡ଼ିକରେ ଦୁର୍ବଳ ଭିତ୍ତିଭୂମି ଏବଂ ଜରୁରୀକାଳୀନ ପାଣ୍ଠିର ନିମ୍ନ ବ୍ୟବହାରକୁ ଇଙ୍ଗିତ କରାଯାଇଛି।

ଅନେକ ହସ୍ପିଟାଲରେ ଗୁରୁତ୍ୱପୂର୍ଣ୍ଣ ସେବା ନାହିଁ ବୋଲି ଉଲ୍ଲେଖ କରାଯାଇଛି। ରିପୋର୍ଟରେ ପ୍ରକାଶ ପାଇଛି ଯେ ଦିଲ୍ଲୀର ଅନେକ ହସ୍ପିଟାଲରେ ଗୁରୁତ୍ୱପୂର୍ଣ୍ଣ ଚିକିତ୍ସା ସେବାର ଘୋର ଅଭାବ ରହିଛି। ସହରର ୨୭ଟି ହସ୍ପିଟାଲ ମଧ୍ୟରୁ ୧୪ଟିରେ ଆଇସିୟୁ ସୁବିଧା ନାହିଁ। ସେହିପରି ୧୬ଟିରେ ରକ୍ତଭଣ୍ଡାର ନାହିଁ। ଏହା ବ୍ୟତୀତ ଆଠଟି ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ମଧ୍ୟ ନାହିଁ ବୋଲି ସୂଚନା ରହିଛି।

୧୫ଟି ହସ୍ପିଟାଲରେ ଶବଗୃହ ନାହିଁ, ୧୨ଟି ହସ୍ପିଟାଲ ଆମ୍ବୁଲାନ୍ସ ସେବା ବିନା କାର୍ଯ୍ୟ କରୁଛି, ଅନେକ ମୋହଲ୍ଲା କ୍ଲିନିକରେ ଶୌଚାଳୟ, ପାୱାର ବ୍ୟାକଅପ୍ ଏବଂ ଚେକ୍-ଅପ୍ ଟେବୁଲ ଭଳି ଅତ୍ୟାବଶ୍ୟକୀୟ ସୁବିଧାର ଅଭାବ ରହିଛି। ଆୟୁଷ ଡିସପେନ୍ସରୀରେ ମଧ୍ୟ ସମାନ ଅଭାବ ରିପୋର୍ଟ କରାଯାଇଛି।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.