Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ନକଲି ଭୋଟକୁ ଆଧାର କରି ଦିଲ୍ଲୀ ଓ ମହାରାଷ୍ଟ୍ରରେ ବିଜେପି ବିଜୟ ହାସଲ କରିଛି – ମମତା ବାନାର୍ଜୀ

Ramesh Parida by Ramesh Parida
Feb 28, 2025, 05:27 pm GMT+0530
FacebookTwitterWhatsAppTelegram

ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ ଦିଲ୍ଲୀ ବିଜୟ ପରେ ଏବେ ପଶ୍ଚିମବଙ୍ଗ ଦାଖଲ ପାଇଁ ରଣନୀତି  ପ୍ରସ୍ତୁତ କରୁଛି ବିଜେପି । ଏହା ପୁର୍ବରୁ ସକ୍ରିୟ ହୋଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମଏମସି ମୁଖ୍ୟ ମମତା ବାନାର୍ଜୀ   । ଦଳର ସମସ୍ତ ସାଂସଦ ମନ୍ତ୍ରୀ ବିଧାୟକ ଓ କର୍ମୀଙ୍କ ବୈଠକ ଡ଼ାକି ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ନକଲି ଭୋଟକୁ ଆଧାର କରି ଦିଲ୍ଲୀ ଓ ମହାରାଷ୍ଟ୍ରରେ ବିଜେପି ବିଜୟ ହାସଲ କରିଛି । ପଶ୍ଚିମବଙ୍ଗରେ ବି ପଦ୍ମ ଦଳ ଏହି ପନ୍ଥା ଆପଣାଇପାରେ, ତେଣୁ ସତର୍କ ରହିବାର ଆବଶ୍ୟକତା ରହିଛି। ଭୋଟର ତାଲିକାରୁ ନକଲି ଭୋଟରଙ୍କ ନାମ ହଟାଇବାକୁ ଦରକାର ପଡ଼ିଲେ ନିର୍ବାଚନ ଆୟୋଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାକୁ ମମତାଙ୍କ ଆହ୍ବାନ ।

ନିର୍ବାଚନ ଆୟୋଗଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଟିଏମସି ସୁପ୍ରିମୋ । ଜ୍ଞାନେସ କୁମାରଙ୍କୁ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରି ବିଜେପି ନିର୍ବାଚନ ଆୟୋଗକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ମମତା । ଏହାର ଜବାବ ରଖିଛି ବିଜେପି, ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଦୁର୍ନୀତି ଚରମ ସୀମାରେ ପହଁଚିଛି, ଆଗାମୀ ନିର୍ବାଚନରେ ଯଦୁବଂଶ ଭଳି ଟିଏମସି ଧ୍ବଂସ ହେବ ବୋଲି କହିଛନ୍ତି ବିଜେପି ନେତା ।  ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ଅନୁଷ୍ଠିତ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ମମତା ବାନାର୍ଜୀ ଚତୁର୍ଥ ଥର ସରକାର ଗଠନ କରିବାକୁ ଦୃଢୋକ୍ତି ଦେଖାଉଛନ୍ତି । ସେପଟେ ଟିଏମସି ଗଡ଼ରେ ଧଶେଇ ପଶିବାକୁ କେଉଁ ରଣନୀତି ଆପଣାଉଛି ବିଜେପି ତା ଉପରେ ନଜର ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.