Friday, June 6, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ହିମସ୍ଖଳନରେ ଫସିଥିବା  57 ଜଣ ଶ୍ରମିକଙ୍କ ମଧ୍ୟରୁ 32 ଜଣଙ୍କୁ ଜୀବିତ ଉଦ୍ଧାର କରାଯାଇଛି

Ramesh Parida by Ramesh Parida
Feb 28, 2025, 08:19 pm GMT+0530
FacebookTwitterWhatsAppTelegram

ଉତ୍ତରାଖଣ୍ଡର ବଦ୍ରିନାଥ ଓ ମନା ଗାଁ ନିକଟରେ ହିମସ୍ଖଳନରେ ଫସିଥିବା  57 ଜଣ ଶ୍ରମିକଙ୍କ ମଧ୍ୟରୁ 32 ଜଣଙ୍କୁ ଜୀବିତ ଉଦ୍ଧାର କରାଯାଇଛି । ଉଦ୍ଧାର  ହୋଇଥିବା ଶ୍ରମିକଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ସେମାନଙ୍କୁ ମନା ଗାଁ ନିକଟରେ ଥିବା ଆଇଟିବିପି କ୍ୟାମ୍ପକୁ ପଠାଯାଇଛି ।

ଚମୋଲି ଜିଲ୍ଲାର ସୀମାନ୍ତ ଗାଁ ମନା ନିକଟରେ ଥିବା ଉଚ୍ଚ ସ୍ଥାନରେ ବରଫ ସଫା କରିବା ବେଳେ ସୀମା ସଡ଼କ ସଂଗଠନ (ବିଆରଓ)ର ଶ୍ରମିକମାନେ ଫସି ଯାଇଥିଲେ। ବଦ୍ରିନାଥଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଅବସ୍ଥିତ ମନା ଭାରତ-ତିବ୍ଦତ ସୀମାର ଶେଷ ଗାଁ, ଯାହା ୩୨୦୦ ମିଟର ଉଚ୍ଚତାରେ ଅବସ୍ଥିତ । ଖରାପ ପାଗ ଯୋଗୁଁ ଏବେ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଛି।
ଚମୋଲି ର ଜିଲ୍ଲା ମାଜିଷ୍ଟ୍ରେଟ ସନ୍ଦୀପ ତିୱାରୀ କହିଛନ୍ତି ଯେ ବରଫରେ ଫସି ରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରିବା ରେ ଅନେକ ଟିମ୍ ନିୟୋଜିତ ଅଛନ୍ତି, କିନ୍ତୁ ଏହି ଅଞ୍ଚଳରେ ପାଗ ଚ୍ୟାଲେଞ୍ଜପୂର୍ଣ୍ଣ ରହିଛି । ସେ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ର ଖବର ମିଳିନାହିଁ । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ କହିଛନ୍ତି ଯେ ବରଫରେ ଫସି ରହିଥିବା ଶ୍ରମିକମାନଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବା ପାଇଁ ସମସ୍ତ ପ୍ରୟାସ କରାଯାଉଛି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଟିମ୍ ଓ ସମଗ୍ର ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ଥିବା ସେ ଉଲ୍ଲେଖ କରିଛନ୍ତି

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.