Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଚାମ୍ପିଆନସ୍ ଟ୍ରଫି -ଆଜି ଦକ୍ଷିଣ ଆଫ୍ରିକା କୁ ଭେଟିବ ଇଂଲଣ୍ଡ

Ramesh Parida by Ramesh Parida
Mar 1, 2025, 08:25 am GMT+0530
FacebookTwitterWhatsAppTelegram

ଆଇସିସି ଚାମ୍ପିଆନସ୍ ଟ୍ରଫି କ୍ରିକେଟ ଗ୍ରୁପ ବି ର ଶେଷ ଲିଗ ମ୍ୟାଚ ଦକ୍ଷିଣ ଆଫ୍ରିକା ଓ ଇଂଲଣ୍ଡ ମଧ୍ୟରେ  ଖେଳାଯିବ । ଉକ୍ତ ମ୍ୟାଚ ଇଂଲଣ୍ଡ ପାଇଁ ସମ୍ମାନର ପ୍ରଶ୍ନ ଥିବାବେଳେ ଦକ୍ଷିଣ ଆଫ୍ରିକା ପାଇଁ ଗୁରୁତ୍ବପୂଣ୍ଣ । ଆଜି ଯଦି ସାଉଥ ଆଫ୍ରିକା ଜିତେ ତେବେ କ୍ବାଲିଫାଇ କରିବ । କମ ବ୍ୟବଧାନରେ ହାରିଲେ ବି କ୍ବାଲିଫାଇ କରିବ କାରଣ ନେଟ ରନରେଟ ଆଫଗାନିସ୍ତାନଠାରୁ ଭଲ ରହିଛି ।

ଦକ୍ଷିଣ ଆଫ୍ରିକା ଦୁଇଟି ମ୍ୟାଚରୁ ଗୋଟିଏ ବିଜୟ ଓ ଗୋଟିଏ ବାତିଲ ସହ ୩ ପଏଣ୍ଟ ପାଇଛି। ଦଳର ସେମିଫାଇନାଲ ରାସ୍ତା ଝୁଲି ରହିଛି। ଶୁକ୍ରବାର ଅଷ୍ଟ୍ରେଲିଆ ଓ ଆଫଗାନିସ୍ତାନ ମ୍ୟାଚ ବର୍ଷା ପାଇଁ ବାତିଲ ହେବା ପରେ ଉଭୟ ଦଳଙ୍କୁ ୧ ପଏଣ୍ଟ ଲେଖାଏଁ ମିଳିଛି।

ଆଫଗାନିସ୍ତାନର ପଏଣ୍ଟ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗ୍ରୁପରୁ ଅଷ୍ଟ୍ରେଲିଆ ୪ ପଏଣ୍ଟ ପାଇ ସେମିଫାଇନାଲରେ ପହଞ୍ଚି ସାରିଥିବାବେଳେ ଏବେ ଆଫଗାନିସ୍ତାନ ଓ ଇଂଲଣ୍ଡର ଭାଗ୍ୟ ଝୁଲି ରହିଛି। ଦକ୍ଷିଣ ଆଫ୍ରିକା ଯଦି ଇଂଲଣ୍ଡକୁ ପରାସ୍ତ କରେ ତେବେ ସିଧାସଳଖ ସେମିଫାଇନାଲକୁ ଯିବାବେଳେ ଆଫଗାନିସ୍ତାନ ବାଦ୍‌ ପଡ଼ିବ। ଯଦି ଉକ୍ତ ମ୍ୟାଚରେ ଇଂଲଣ୍ଡ ବିଜୟୀ ହୁଏ ତେବେ ଦକ୍ଷିଣ ଆଫ୍ରିକା ଓ ଆଫଗାନିସ୍ତାନର ପଏଣ୍ଟ ସଂଖ୍ୟା ସମାନ ରହିବ। ଏଭଳି ସ୍ଥିତିରେ ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳ ରନରେଟ୍‌ ଆଭରେଜରେ ସେମିଫାଇନାଲକୁ ଉନ୍ନୀତ ହେବ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies