Thursday, June 5, 2025
No Result
View All Result
Odisha 365

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ସୁନା ଦର ଖସିଛି

Ramesh Parida by Ramesh Parida
Mar 1, 2025, 03:27 pm GMT+0530
FacebookTwitterWhatsAppTelegram

ସୁନା ଦରଗତ ତିନି ଦିନ ଧରି ଖସୁଛି  । ପ୍ରତ୍ୟେକ ଦିନକୁ 400 ରୁ 500 ଟଙ୍କାର ହ୍ରାସ  ହେଉଛି ।  ଭୁବନେଶ୍ବରରେ 22 କ୍ୟାରେଟ ସୁନାର 10 ଗ୍ରାମ ପିଛା ଦାମ ଶୁକ୍ରବାର 500 ଟଙ୍କା ହ୍ରାସ ପାଇ 79 600 ଟଙ୍କାକୁ ଖସିଆସିଛି ।

ସେହିପରି 24 କ୍ୟାରେଟ  ସୁନା ଦାମ 540 ଟଙ୍କା ହ୍ରାସ ପାଇ 86 , 840 ଟଙ୍କା ହୋଇଛି । ଭୁବନେଶ୍ବରରେ ଗତ 10 ଦିନରୁ ଅଧିକ ସମୟ ଧରି 22 କ୍ୟାରେଟ ସୁନା ଦାମ 80 ହଜାର ଟଙ୍କାରୁ ଅଧିକ ଥିଲା ।

ଫେବ୍ରୁଆରି  1 ତାରିଖରେ 22 କ୍ୟାରେଟ ସୁନା ଦାମ ଥିଲା 77, 450 ଟଙ୍କା । 28 ଦିନ ଭିତରେ ସେଥିରେ ୨୧୫୦ ଟଙ୍କା ବୃଦ୍ଧି ଘଟିଛି। ଫେବ୍ରୁଆରି ୨୫ରେ ଏହାର ଦାମ୍ ସର୍ବୋଚ୍ଚ ୮୦,୭୫୦ ଟଙ୍କା ଥିଲା। ସେହିପରି, ମାସ ଆରମ୍ଭରେ ୨୪ କ୍ୟାରେଟ୍ ସୁନା ଦାମ୍ ୮୪,୪୯୦ ଟଙ୍କା ଥିଲା।

ଦର ହ୍ରାସ ସମ୍ପର୍କରେ ଲାଲ୍‌ଚନ୍ଦ ଜୁଏଲର୍ସର ପ୍ରତିଷ୍ଠାତା ଅଧ୍ୟକ୍ଷ ସଞ୍ଜୟ ହଂସ କହିଛନ୍ତି ଯେ ଯେଉଁମାନେ ଗହଣା କିଣିବାକୁ ଚାହୁଛନ୍ତି, ସେମାନେ ଅଳ୍ପ ଅଳ୍ପ ସୁନା କିଣିନେବା ବୁଦ୍ଧିମାନର କାର୍ଯ୍ୟ ହେବ। ସେ କହିଲେ, ମୁଁ ପୂର୍ବରୁ ଆକଳନ କରିଥିଲି ଫେବ୍ରୁଆରି ଶେଷ ଆଡ଼କୁ କିମ୍ବା ମାର୍ଚ୍ଚ ପ୍ରଥମାର୍ଧରେ ସୁନା ମୂଲ୍ୟରେ ୩୦୦୦-୪୦୦୦ ଟଙ୍କା ଭଳି ହ୍ରାସ ହେବ।

Tags: INDIAnewsodishaTodays Gold RateTOP NEWS
ShareTweetSendShare

RelatedNews

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

Latest News

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar
Latest News

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା
Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.