Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

କିଚକେଶ୍ବରୀ ମନ୍ଦିରର ବିକାଶ ତଥା ଉନ୍ନତିକରଣ ପାଇଁ 50 କୋଟିର ଅର୍ଥରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Ramesh Parida by Ramesh Parida
Mar 2, 2025, 09:35 am GMT+0530
FacebookTwitterWhatsAppTelegram

ଖ୍ବଚିଂ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନସ୍ଥଳୀ ଖିଚିଂ ଓ ପ୍ରସିଦ୍ଧ ଦେବୀପୀଠ କିଚକେଶ୍ବରୀ ମନ୍ଦିରର ବିକାଶ ତଥା ଉନ୍ନତିକରଣ ପାଇଁ 50 କୋଟିର ଅର୍ଥରାଶି ଘୋଷଣା କରିଛନ୍ତି । ଏହି ଘୋଷଣା ସହ ପାଞ୍ଚପୀଢ ଉପଖଣ୍ଡ ପାଇଁ ପ୍ରାୟ 65 କୋଟି ଟଙ୍କାର 53 ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି  ସାଂସ୍କୃତିକ ମହୋତ୍ସବରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରକଳ୍ପ ମଧ୍ୟରେ ମହିଳା ସଶକ୍ତୀକରଣ ଜଳସେଚନ ଶିକ୍ଷା ସ୍ବାସ୍ଥ୍ୟ ପର୍ଯ୍ୟଟନ ଓ ସଂସ୍କୃତି କ୍ଷେତ୍ର ଇତ୍ୟାଦି ରହିଛି। ଆଗାମୀ ଦିନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ସମଗ୍ର ପାଞ୍ଚପୀଢ଼ ଅଞ୍ଚଳର ବିକାଶ ଘଟିବ। କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଖିଚିଂ ମନ୍ଦିର ସ୍ଥାନିତ ହୋଇଛି। ଯେଉଁଥିରେ ବିଶେଷ ସୁବିଧାଙ୍କ ମଧ୍ୟରେ ପାର୍କିଂ, ରାସ୍ତା, ଶୌଚାଳୟ, ଆଲୋକୀକରଣ, ପର୍ଯ୍ୟଟନ ସୂଚନା କେନ୍ଦ୍ର ଅନ୍ତର୍ଭୁକ୍ତ ହେବ। ଏହା ମଧ୍ୟ ଆତିଥ୍ୟ, ଟୁର୍ ଗାଇଡ୍ ଏବଂ ପରିବହନ ପରି କ୍ଷେତ୍ରଗୁଡିକରେ ସ୍ଥାନୀୟ ବାସିନ୍ଦାଙ୍କୁ ନିଯୁକ୍ତି ଯୋଗାଇବ। ରାଷ୍ଟ୍ରପତି ପୂର୍ବରୁ ମନ୍ଦିରର ଉନ୍ନତିକରଣ ପାଇଁ ୫୨ କୋଟି ମଞ୍ଜୁର କରିବାକୁ ନିର୍ଦେଶ ଦେଇଥିବାବେଳେ ଆହୁରି ୫୦ କୋଟି ଟଙ୍କା ମିଶାଇ ସମୁଦାୟ ୧୦୨ କୋଟି ଟଙ୍କା ମଞ୍ଜୁର କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ପର୍ଯ୍ୟଟନ, ଓଡ଼ିଶାର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିର ଏକ ପ୍ରମୁଖ ଚାଳକ। ଏଣୁ ଏକ ସନ୍ତୁଳିତ ଏବଂ ସମାବେଶୀ ଦୃଷ୍ଟିଭଙ୍ଗୀରେ ପର୍ଯ୍ୟଟନ ଭିତ୍ତିଭୂମିର ସମନ୍ୱିତ ବିକାଶ ଓ ପରିଚାଳନା ପାଇଁ ୩୫୫ କୋଟି ଟଙ୍କା ବ୍ୟୟ କରିବାକୁ ପ୍ରସ୍ତାବ ଦିଆଯାଇଛି। ଏଥିରେ ଖିଚିଂ ମନ୍ଦିର ଏବଂ ଏହି ଅଞ୍ଚଳର ବିକାଶ ସମେତ ଶିମିଳିପାଳର ସମନ୍ୱିତ ବିକାଶ ପାଇଁ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମରେ କାର୍ଯ୍ୟକାରୀ କରାଯିବ।୧୦ଟି ଜିଲାରେ ଜିଲା ଐତିହ୍ୟ ଓ ପର୍ଯ୍ୟଟନ କମ୍ପ୍ଲେକ୍ସ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ। କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଲୋକସଭା ସାଂସଦ ନବଚରଣ ମାଝୀ, ବିଧାୟକ ଜଲେନ ନାଏକ, ପଦ୍ମଚରଣ ହାଇବୁରୁ, ଅଖିଳ ଚନ୍ଦ୍ର ନାୟକ, ଏବଂ ଡ. ଫକିର ମୋହନ ନାଏକ ଉଦବୋଧନ ଦେଇଥିଲେ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା
Latest News

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ଆଧ୍ୟାତ୍ମିକ

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

Latest News

ରାମ ମନ୍ଦିର ଟ୍ରଷ୍ଟ ଗତ 5 ବର୍ଷ ମଧ୍ୟରେ ଦେଇଛି 400 କୋଟି ଟଙ୍କାର ଟିକସ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.