Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ଚାମ୍ପିଆନସ ଟ୍ରଫି – ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମୁକାବିଲା

Ramesh Parida by Ramesh Parida
Mar 2, 2025, 11:41 am GMT+0530
FacebookTwitterWhatsAppTelegram

ପାକିସ୍ତାନ ଓ ୟୁଏଇରେ ଚାଲିଥିବା ଚାମ୍ପିଆନସ ଟ୍ରଫି କ୍ରିକେଟ ନବମ ସଂସ୍କରଣ 2025 ରେ ଆଜି ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡ଼ିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ  ମ୍ୟାଚ ଖେଳାଯିବ । ସେମିଫାଇନାଲରେ  ପ୍ରବେଶ କରି ସାରିଥିବା ଦୁଇ ଦଳ  ଗ୍ରୁପ ଏର ଶୀର୍ଷ ସ୍ଥାନ ପାଇଁ ଲଢେଇ କରିବେ । ଦୁଇ ଦଳ ଉକ୍ତ ମ୍ୟାଚକୁ ଜିତି ସେମିଫାଇନାଲର ପୁର୍ବରୁ ମନୋବଳ ଉଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି । ରୋହିତ ଶର୍ମାଙ୍କ ନେତୃତ୍ବାଧିନ ଭାରତ ଚମ୍ପିଆନ୍‌ସ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରୁଛି। ଦଳ ପ୍ରଥମ ମ୍ୟାଚରେ ବାଂଲାଦେଶକୁ ୬ ୱିକେଟରେ ଓ ଦ୍ବିତୀୟ ମ୍ୟାଚରେ ପାକିସ୍ତାନକୁ ୬ ୱିକେଟରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିଛି। ବ୍ୟାଟିଂରେ ରୋହିତ ଶର୍ମା ଦୁଇଟି ମ୍ୟାଚରୁ ୬୧ରନ, ଶୁଭମନ ଗିଲ୍‌ ଗୋଟିଏ ଶତକ ସହ ୧୪୭ରନ, ବିରାଟ​‌ କୋହଲି ଗୋଟିଏ ଶତକ ସହ ୧୨୨ରନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଶ୍ରେୟସ ଆୟର ଗୋଟିଏ ଅର୍ଦ୍ଧଶତକ ସହ ୭୧ରନ, ଲୋକେଶ ରାହୁଲ ୪୧ରନ କରିଛନ୍ତି। ହାର୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ ମଧ୍ୟ ରନ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ଶତ ପ୍ରତିଶତ ସୁସ୍ଥ ନଥିବା ରୋହିତ ଶର୍ମା ଖେଳିବାର ସମ୍ଭାବନା କମ ରହିଛି। ତାଙ୍କ ସ୍ଥାନରେ ଋଷଭ ପନ୍ତ୍‌ଙ୍କୁ ସୁଯୋଗ ମିଳିପାରେ। ବୋଲିଂରେ ମହମ୍ମଦ ସାମି ବାଂଲାଦେଶ ବିପକ୍ଷରେ ୫ଟି ୱିକେଟ ନେଇଥିବାବେଳେ ଅକ୍ଷର ପଟେଲ ମଧ୍ୟ ଭଲ ବୋଲିଂ କରିଥିଲେ। ପାକିସ୍ତାନ ବିପକ୍ଷରେ କୁଳଦୀପ୍‌ ଯାଦବ ଓ ହାର୍ଦିକ ପାଣ୍ଡ୍ୟାଙ୍କ ପ୍ରଦର୍ଶନ ଭଲ ରହିଥିଲା। ଦ୍ରୁତ ବୋଲିଂରେ ଭାରତ ହର୍ଷିତ ରାଣାଙ୍କ ସ୍ଥାନରେ ଅର୍ଶଦୀପ୍‌ ସିଂହଙ୍କୁ ସୁଯୋଗ ମିଳିବାର ଆଶା କରାଯାଉଛି। କାରଣ ହର୍ଷିତ ବାଂଲାଦେଶ ବିପକ୍ଷରେ ୩ଟି ଓ ପାକିସ୍ତାନ ବିପକ୍ଷରେ ଗୋଟିଏ ୱିକେଟ ନେଇଥିଲେ ମଧ୍ୟ ମହଙ୍ଗା ସାବ୍ୟସ୍ତ ହୋଇଥିଲେ। ରବୀନ୍ଦ୍ର ଜାଡେଜା ମଧ୍ୟ ବୋଲିଂ ଓ ବ୍ୟାଟିଂ ସହ ଅଲରାଉଣ୍ଡର ଭୂମିକା ତୁଲାଉଛନ୍ତି। ଭାରତ ପ୍ରତିଟି କ୍ଷେତ୍ରରେ ଭଲ ପ୍ରଦର୍ଶନ କରୁଛି। ଉଭୟ ବ୍ୟାଟିଂ ଓ ବୋଲିଂରେ ଭାରତ ସନ୍ତୁଳିତ ଦଳ ରହିଥିବାରୁ ବିଜୟଧାରାକୁ ବଜାୟ ରଖିବାକୁ ଚେଷ୍ଟା କରିବ। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ମଧ୍ୟ କୌଣସି ଗୁଣରେ କମ୍‌ ନୁହେଁ। ଦଳ ପାକିସ୍ତାନକୁ ୬୦ରନରେ ଓ ବାଂଲାଦେଶକୁ ୫ ୱିକେଟରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିଛି। ବ୍ୟାଟିଂରେ ୱିଲ ୟଙ୍ଗ,ଟମ୍‌ ଲଥାମ ପାକିସ୍ତାନ ବିପକ୍ଷରେ ଓ ରଚିନ ରବିନ୍ଦ୍ର ବାଂଲାଦେଶ ବିପକ୍ଷରେ ଶତକ ହାସଲ କରିଥିଲେ। ଏହାବାଦ୍‌ ଗ୍ଳେନ ଫିଲିପ୍ସ, ଡିଭନ କନ୍‌ୱେ ଡାରେଲ ମିଚେଲ ମଧ୍ୟ ରନ କରୁଛନ୍ତି। କେନ୍‌ ୱିଲିୟମସନଙ୍କ ଖରାପ ଫର୍ମ ଦଳକୁ ଚିନ୍ତାରେ ପକାଇଛି। ୱିଲିୟମସନ ଦୁଇଟି ମ୍ୟାଚରୁ ମାତ୍ର ୬ରନ କରିଛନ୍ତି। ବୋଲିଂରେ ମ୍ୟାଟ୍‌ ହେନରୀ, ୱିଲ ଓ ରୋକି, ମିଚେଲ ବ୍ରାସୱେଲ ଓ ଅଧିନାୟକ ମିଚେଲ ସାଣ୍ଟନର ରହିଛନ୍ତି। ସାଣ୍ଟନର ଦୁଇଟି ମ୍ୟାଚରୁ ୩ଟି, ରୋକି ୫ଟି, ବ୍ରାସୱେଲ ୫ଟି ୱିକେଟ ନେଇଛନ୍ତି। ଉଭୟ ବ୍ୟାଟିଂ ଓ ବୋଲିଂରେ ମଧ୍ୟ ବେଶ ଶକ୍ତିଶାଳୀ ରହିଛି। ଦୁବାଇ ପିଚ୍‌ରେ ଭାରତ ଖେଳିଥିବା ଦୁଇଟି ଯାକ ମ୍ୟାଚରେ ରନ୍‌କୁ ପିଛା କରି ବିଜୟୀ ହୋଇଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ମଧ୍ୟ ଟସ୍‌ ବଡ଼ ଭୂମିକା ନେବା ନେଇ ଆଶା କରାଯାଉଛି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.