Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଚାମ୍ପିୟନ୍ସ ଟ୍ରଫି : ନ୍ୟୁଜିଲାଣ୍ଡକୁ ପରାସ୍ତ କଲା ଭାରତ

ସେମିରେ ଅଷ୍ଟ୍ରେଲିଆକୁ ଭେଟିବ

Ramesh Parida by Ramesh Parida
Mar 2, 2025, 06:51 pm GMT+0530
FacebookTwitterWhatsAppTelegram

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ମ୍ୟାଚ୍‌ରେ ବିରାଟ କୋହଲି ତାଙ୍କର ୩୦୦ତମ  ଏକଦିବସୀୟ ମ୍ୟାଚ୍ ଖେଳିଛନ୍ତି। ଏହା ସହିତ ସେ ୩୦୦ ଦିନିକିଆ କ୍ଲବ୍‌ରେ ଯୋଗଦେଇଛନ୍ତି। ତାଙ୍କ ପୂର୍ବରୁ କେବଳ ସଚିନ ତେନ୍ଦୁଲକର, ଏମଏସ ଧୋନି, ମହମ୍ମଦ ଆଝାରୁଦ୍ଦିନ, ରାହୁଲ ଦ୍ରାବିଡ, ସୌରଭ ଗାଙ୍ଗୁଲି ଏବଂ ଯୁବରାଜ ସିଂହ ଏହି ସଫଳତା ହାସଲ କରିପାରିଥିଲେ। ଏପର୍ଯ୍ୟନ୍ତ, ବିରାଟ ତାଙ୍କ ଏକଦିବସୀୟ କ୍ୟାରିୟରରେ ୨୯୯ଟି ମ୍ୟାଚ୍ ଖେଳିଛନ୍ତି ଏବଂ ୫୮.୨୦ର ପ୍ରଭାବଶାଳୀ ହାରରେ ୧୪,୦୮୫ ରନ୍ କରିଛନ୍ତି।

ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫  ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ଓ୍ବିଲିୟମସନ ୮୧ ରନ କରିଥିବାବେଳେ ମିଚେଲ ସାଣ୍ଟନର ୨୮ ରନ ଓ ଓ୍ବିଲ ୟଙ୍ଗ ୨୨ ରନ କରିଥିଲେ ।

ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ । ଏହି ବିଜୟ ସହ ଭାରତ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଆସନ୍ତା ଚାରି ତାରିଖରେ ଭେଟିବ । ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ହିଁ ନିଜର ତାରକା ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଂକଟରେ ପଡ଼ିଥିଲା ।

ରୋହିତ ଶର୍ମା ୧୫, ଶୁଭମନ ଗିଲ୍ ୨ ଓ ବିରାଟ କୋହଲି ୧୧ ରନ କରି ଆଉଟ ହେବା ପରେ ଭାରତର ସ୍କୋର ୩୦/୩ ହୋଇଯାଇଥିଲା । ତେବେ ଶ୍ରେୟସ ଆୟର ଓ ଅକ୍ଷର ପଟେଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଦେଖାଯାଇଥିଲା । ଆୟର ୭୯ ରନ ଓ ଅକ୍ଷର ୪୨ ରନ କରି ଦଳକୁ ସଂକଟରୁ ଉଦ୍ଧାର କରିଥିଲେ । ସେହିପରି କେଏଲ ରାହୁଲ ୨୩ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୪୯ ରନ କରିଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ୍ ହେନରୀ ଘାତକ ବୋଲିଂର ପ୍ରଦର୍ଶନ କରିବା ସହ ୫ଟି ଓ୍ବିକେଟ ନେଇଥିଲେ ।

ଭାରତର ପ୍ଲେଇଂ ଇଲେଭେନରେ ଗୋଟିଏ ପରିବର୍ତ୍ତନ କରିଥିଲା । ହର୍ଷିତ ରାଣାଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀ ଖେଳିଥିଲେ । ଭାରତୀୟ ଦଳ ୪ ଜଣ ସ୍ପିନ୍ ବୋଲରଙ୍କ ସହିତ ପଡ଼ିଆକୁ ଓହ୍ଲାଇଥିଲା । ଯାହା କି ଭାରତକୁ ବିଜୟୀ କରିବାର ମୁଖ୍ୟ ଭୂମିକା ଗ୍ରହଣ କରିଥିଲା ।

ଉଭୟ ଦଳ ସେମିଫାଇନାଲରେ ସ୍ଥାନ ପାଇ ସାରିଛନ୍ତି। ଏବେ ଗ୍ରୁପ୍ ‘ଏ’ର ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି ଭାରତ । ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ଏପର୍ଯ୍ୟନ୍ତ ପାକିସ୍ତାନ ଏବଂ ବାଂଲାଦେଶକୁ ପରାସ୍ତ କରିଥିଲା ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.