Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ସମାନ ନମ୍ବର ଅର୍ଥ ନକଲି ଭୋଟର ନୁେହଁ – ନିର୍ବାଚନ ଆୟୋଗ

Ramesh Parida by Ramesh Parida
Mar 3, 2025, 09:16 am GMT+0530
FacebookTwitterWhatsAppTelegram

ଭୋଟର ଫଟୋ ପରିଚୟ ପତ୍ର ନମ୍ବରର ଜାଲିଆତି ବା ଏକାଧିକ ବ୍ୟବହାର ନକଲି ମତଦାନକୁ ସୂଚିତ କରି ନଥାଏ  ବୋଲି ଭାରତର ନିର୍ବାଚନ ଆୟୋଗ ସ୍ପଷ୍ଟ କରିଛନ୍ତି । ଏକାଧିକ ମତଦାତା ବା ଭୋଟରଙ୍କ ଇପିଆଇସିରେ ସମାନ ନମ୍ବର ରହିଥିବାରୁ ସେମାନଙ୍କୁ ନକଲି ଭୋଟର ବୋଲି କୁହାଯାଉଥିବାବେଳେ ଇସିଆଇ ଏହାକୁ ଖଣ୍ଡନ କରିଛନ୍ତି । ଇସିଆଇ କହିଛନ୍ତି ଯେ ଇପିଆଇସି ନମ୍ବରକୁ ନକଲି କରାଯିବା ଦ୍ବାରା ଭୋଟର ଜଣଙ୍କ ନକଲି ହୋଇ ନାଥାଏ । ଇପିଆଇସି ନମ୍ବର ସମାନ ରହିଥିବାବେଳେ ସେଥିରେ ଥିବା ଅନ୍ୟ ସବୁ ତଥ୍ୟ ଯେପରିକି ଡେମୋଗ୍ରାଫିକ୍ ତଥ୍ୟ, ବିଧାନସଭା ନିର୍ବାଚନ ମଣ୍ଡଳୀ, ମତଦାନ କେନ୍ଦ୍ର ଆଦି ଅଲଗା ରହିଥାଏ। ତେଣୁ ଏହିସବୁ ତଥ୍ୟ ଅସମାନ ଥିବା କାରଣରୁ ଭୋଟର ନକଲି ନୁହନ୍ତି। ସମାନ ପ୍ରକାର ଇପିଆଇସି ନମ୍ବର ଏକାଧିକ ଭୋଟରଙ୍କୁ ଦିଆଯାଇଥାଏ। ଡିସେଣ୍ଟ୍ରାଲାଇଜ୍‌ଡ ଆଣ୍ଡ ମାନୁଆଲ ମେକାନିଜିମ୍ କାରଣରୁ ସମାନ ପ୍ରକାର ଇପିଆଇସି ନମ୍ବର ପ୍ରଦାନ କରାଯାଉଛି। ଇପିଆଇସି ନମ୍ବର ସମାନ ରହିବା ସତ୍ତ୍ବେ ଜଣେ ଭୋଟର ନିଜର ନିର୍ଦ୍ଧାରିତ ମତଦାନ କେନ୍ଦ୍ରରେ ଭୋଟ ଦେଇପାରିବେ। କେତେକ ରାଜ୍ୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏକାଧିକ ଭୋଟରଙ୍କୁ ସମାନ ପ୍ରକାର ଇପିଆଇସି ନମ୍ବର ପ୍ରଦାନ କରିବାକୁ ନେଇ ବିବାଦ ଦେଖାଯାଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ସମୟରେ ଏକାଧିକ ଭୋଟରଙ୍କୁ ସମାନ ପ୍ରକାର ଇପିଆଇସି ନମ୍ବର ପ୍ରଦାନ କରାଯାଇଥିବାରୁ କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡିକ ଏହା ଉପରେ ଆପତ୍ତି ଉଠାଇଛନ୍ତି। କଂଗ୍ରେସ ଅଭିଯୋଗ କରିଛି ଯେ ମହାରାଷ୍ଟ୍ରରେ ନିର୍ବାଚନ ପୂର୍ବରୁ ୫ମାସରେ ୩୯ଲକ୍ଷ ନକଲି ଭୋଟର ସୃଷ୍ଟି କରାଯାଇଥିଲା।
ଆଗାମୀ ଦିନରେ ଦେଶର ଭୋଟରଙ୍କ ଅଲଗା ଅଲଗା ଇପିଆଇସି ନମ୍ବର ବା ସ୍ବତନ୍ତ୍ର ଭୋଟର ନମ୍ବର ପ୍ରଦାନ ଦିଗରେ ପଦକ୍ଷେପ ନିଆଯାଉଛି। ଏଥିପାଇଁ ଏରୋ​‌େ​‌ନଟ୍ ପ୍ଲାଟଫର୍ମର ବିକାଶ କରାଯାଉଛି। ଏରୋନେଟ୍ ଫ୍ଲାଟଫର୍ମରେ ସମସ୍ତଙ୍କୁ ଆଇଡେଣ୍ଟିକାଲ ଭୋଟର ନମ୍ବର ପ୍ରଦାନ କରାଯିବ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.