Sunday, May 18, 2025
No Result
View All Result
Odisha 365

Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ବିବାଦ ପରେ ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କଲ ଆମେରିକା

Ramesh Parida by Ramesh Parida
Mar 4, 2025, 11:55 am GMT+0530
FacebookTwitterWhatsAppTelegram

ଗତ ତିନି ବର୍ଷ ଧରି ରୁଷ ସହିତ ଯୁଦ୍ଧ କରୁଥିବା ୟୁକ୍ରେନର ଅସୁବିଧା ବଢ଼ିଯାଇଛି। ୟୁକ୍ରେନୀୟ ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କିଙ୍କ  ମନୋଭାବ ଯୋଗୁଁ, ତାଙ୍କ ଦେଶକୁ ସହାୟତା ଏବେ ବନ୍ଦ ହୋଇଯାଇଛି। ଜେଲେନସ୍କି ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ଯୁକ୍ତିତର୍କ ଏବଂ ଝଗଡ଼ା କରିବା ପରେ ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କରିଦିଆଯାଇଛି। ଟ୍ରମ୍ପଙ୍କ ନିରନ୍ତର ଚାପ ସତ୍ତ୍ୱେ ଜେଲେନସ୍କି ଯୁଦ୍ଧ ଜାରି ରଖିବାକୁ ଚାହୁଁଛନ୍ତି। ଜେଲେନସ୍କି କେବଳ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ନୁହେଁ ବରଂ ତାଙ୍କର ଜଣେ ପୁରୁଣା ସମର୍ଥକ, ଜଣେ ସିନେଟରଙ୍କ ସହ ମଧ୍ୟ ଝଗଡ଼ା କରିଛନ୍ତି।

ଦିନେ ଆମେରିକା ୟୁକ୍ରେନକୁ ସମସ୍ତ ସହାୟତା ଦେଉଥିଲା । ଆଜି କିନ୍ତୁ ସମୟ ବଦଳିଛି । ସରକାର ବଦଳିଛି ।  ଟ୍ରମ୍ପ ପ୍ରଶାସନ ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କରିଛି । ବାଇଡେନ ସମୟରେ ଆମେରିକା ସମସ୍ତ ସହାୟତା ୟୁକ୍ରେନକୁ ଦେଉଥିଲା । ଟ୍ରମ୍ପ ଆସିବା ପରେ ଏବେ ସହାୟତା ବନ୍ଦ ହୋଇଯାଇଛି ।

ଆମେରିକାର ରାଷ୍ଟ୍ରପତି ଡ଼ୋନାଲ୍ଟ ଟ୍ରମ୍ପ ଏହି ନିଷ୍ପତ୍ତି ନେଇଛନ୍ତି । ତେବେ  ୟୁକ୍ରେନର ରାଷ୍ଟ୍ରପତି ବୋଲଡ଼ିମିର ଜେନେନସ୍କିଙ୍କ ଉପରେ ରୁଷ ସହିତ ଶାନ୍ତି ଆଲୋଚନା ପାଇଁ ଚାପ ପକାଇବାକୁ ସେ ଏଭଳି ନିଶ୍ପତ୍ତି ନେଇଥିବା ଜଣାଯାଇଛି ।

ହ୍ୱାଇଟ୍ ହାଉସର ଜଣେ ଅଧିକାରୀ କହିଛନ୍ତି ଯେ, ୩ବର୍ଷ ଧରି ରୁଷ୍-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅନ୍ତ ପାଇଁ ଟ୍ରମ୍ପ ଏକ ଶାନ୍ତି ଚୁକ୍ତିରେ ପହଞ୍ଚିବା ଉପରେ ଧ୍ୟାନ ଦେଉଛନ୍ତି ଏବଂ ଜେଲେନସ୍କି ମଧ୍ୟ ସେହି ଲକ୍ଷ୍ୟ ରଖନ୍ତୁ ବୋଲି ସେ ଚାହୁଁଛନ୍ତି। ନାମ ଗୋପନ ରଖିବା ସର୍ତ୍ତରେ ଅଧିକାରୀ ଜଣକ ନ୍ୟୁଜ୍ ଏଜେନ୍ସି ଏପିକୁ ସୂଚନା ଦେଇ କହିଛନ୍ତି ଯେ, ଆମେରିକା ଯୁଦ୍ଧର ବିରାମ ପାଇଁ ଏବେ ସାମରିକ ସହାୟତାକୁ ରୋକି ସ୍ଥିତିର ସମୀକ୍ଷା କରିବ। ଏହା ପରେ ଆଗାମୀ ପଦକ୍ଷେପ ନିଆଯିବ।

ହ୍ୱାଇଟ୍ ହାଉସର ଅନ୍ୟ ଜଣେ ଅଧିକାରୀ କହିଛନ୍ତି ଯେ, ୟୁକ୍ରେନ୍ ଭିତରେ ଏପର୍ଯ୍ୟନ୍ତ ନଥିବା ସମସ୍ତ ସାମରିକ ଉପକରଣ ଉପରେ ହିଁ ରୋକ୍ ଲଗାଯିବ। ଗତ ସପ୍ତାହରେ ଜେଲେନସ୍କି କରିଥିବା ଖରାପ ଆଚରଣ ପାଇଁ ଟ୍ରମ୍ପ ଏଭଳି ନିଷ୍ପତ୍ତି ନେଇଛନ୍ତି। ଯଦି ଜେଲେନ୍ସକି ୟୁକ୍ରେନ୍‌ରେ ଯୁଦ୍ଧ ସମାପ୍ତ କରିବା ପାଇଁ ପୁଣି ଆଲୋଚନା କରିବାକୁ ଅନୁରୋଧ କରନ୍ତି ତେବେ ଯାଇ ବିରତି ପ୍ରତ୍ୟାହାର କରାଯାଇପାରିବ।

Tags: americaamerica-stops-military-aid-to-ukraine-after-verbal-clash-between-zelensky-and-trump-in-oval-officeINDIAnewsodishaTOP NEWSUkrainezelensky
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.