Thursday, May 15, 2025
No Result
View All Result
Odisha 365

Latest News

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

Ramesh Parida by Ramesh Parida
Mar 4, 2025, 04:13 pm GMT+0530
FacebookTwitterWhatsAppTelegram

ଜଗତସିଂହପୁରରେ ତିନି ଜଣଙ୍କୁ ହତ୍ୟା ।  ଗୋଟିଏ ପରିବାରର ତିନି ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବାକୁ ନେଇ ଆଲୋଚନା ହେଉଛି । ଘଟଣା ଘଟିଛି ଜଗତସିଂହପୁର ସହର ଜୟବଡ଼  ଅଞ୍ଚଳରେ । ମୃତକମାନେ ହେଲେ କାଳିଆ ଓରଫ ପ୍ରଶାନ୍ତ ସେଠୀ ତାଙ୍କ ପତ୍ନୀ କନକଲତା ସେଠୀ ଓ ଝିଅ ରୋଜାଲିନା  । ଏ ସମସ୍ତଙ୍କୁ ସାନପୁଅ ସୂର୍ଯ୍ୟକାନ୍ତ ସେଠୀ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ରାତି ପ୍ରାୟ ୨ଟାରୁ ସାଢେ ୨ଟା ଭିତରେ ଏହି ଘଟଣା ଘଟିଛି। ଭିତରେ ପଥର ଓ ବାହାରେ ହେମ ଦସ୍ତା ପୁଆ ପଡ଼ିଥିବାରୁ ସେଥିରେ ମୁଣ୍ଡକୁ ଛେଚି ହତ୍ୟା କରା ଯାଇଥିବା ଜଣାପଡ଼ିଛି।

ତିନିଟି ମୃତଶରୀର ରକ୍ତ ଜୁଡୁବୁଡୁ ହୋଇଥିବା ବେଳେ ମୁଣ୍ଡ ନଷ୍ଟ ହୋଇଯାଇଛି। ଖବର ପାଇ ଏସପି ଭବାନୀ ଶଙ୍କର ଉଦଗାତା, ଜଗତସିଂହପୁର ଥାନା ଆଇଆଇସି ପ୍ରଭାସ ସାହୁ ପୁଲିସ ଟିମ୍ ସହ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ କରିଛନ୍ତ ।

ଅଭିଯୁକ୍ତ ସୂର୍ଯ୍ୟକାନ୍ତ ସେଠୀକୁ ଜଗତସିଂହପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରୁ ଗିରଫ କରାଯାଇଛି। ହତ୍ୟାର କାରଣ ଜଣାପଡିନାହିଁ ।

Tags: INDIAmurdernewsodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ
Latest News

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର
Latest News

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି
Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ
Latest News

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

Latest News

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ନାରଦମୁନି ହିନ୍ଦୁ ଶାସ୍ତ୍ର ପୁରାଣର ଜଣେ ଗୁରୁତ୍ୱପୂର୍ଣ୍ଣ ଚରିତ୍ର

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies