Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଗୁଗୁଲ ମ୍ୟାପ ନେଲା ଷ୍ଟେସନ ମାଷ୍ଟରକଙ୍କ ଜୀବନ

Ramesh Parida by Ramesh Parida
Mar 4, 2025, 10:31 pm GMT+0530
FacebookTwitterWhatsAppTelegram

ଗ୍ରେଟର ନୋଏଡ଼ାରେ ଗୁଗୁଲ ମ୍ୟାପ ଯୋଗୁଁ ପୁଣି ଥରେ ଏକ ବଡ଼ ଦୁର୍ଘଟଣା ଘଯିଛି । ଗୁଗୁଲ ମ୍ୟାପକୁ ବିଶ୍ବାସ କରି ଯାତ୍ରା କରୁଥିବା ସମୟରେ ଜଣେ ଷ୍ଟେସନ ମାଷ୍ଟରକଙ୍କ କାର 30 ଫୁଟ ଗଭୀର ଡ଼୍ରେନ ଭିତରକୁ ଖସି ପଡ଼ିଥିଲା । ଏହି ଦୁର୍ଘଟଣାରେ ଷ୍ଟେସନ ମାଷ୍ଟରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିବାର ଦୁଃଖଦ ଘଟଣା ସାମ୍ନାକୁ ଆସିଛି ।

ସୂଚନାଯୋଗ୍ୟ,  ଦିଲ୍ଲୀର ମଣ୍ଡାଭାଲିର ବାସିନ୍ଦା ଥିବା ଷ୍ଟେସନ ମାଷ୍ଟର ଭାରତ ଭାଟି ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ। ଏହି ଉତ୍ସବ ଯେଉଁ ସ୍ଥାନରେ ଥିଲା ସେ ରାସ୍ତା ଭାରତଙ୍କୁ ଜଣା ନଥିଲା। ତେଣୁ  ସେ ଗୁଗୁଲ୍ ମ୍ୟାପର ସାହାଯ୍ୟ ନେଇଥି‌ଲେ। ଗୁଗୁଲ ମ୍ୟାପ ଯେଉଁ ରାସ୍ତା ଦେଖାଇଥିଲା ତାହାକୁ ଷ୍ଟେସନମାଷ୍ଟର  ବିଶ୍ବାସ କରି ଆଗକୁ ଆଗକୁ ମାଡ଼ି ଚାଷଲିଥିଲେ।

କିଛିବାଟ ଆଗକୁ ଯିବା ପରେ ରାସ୍ତା ଶେଷ ହୋଇଯାଇଥିଲା। ସାମ୍ନାରେ ଏକ ଗଭୀର ଡ୍ରେନ ଥିଲା। ଯାହାକୁ ଷ୍ଟେସନ ମାଷ୍ଟର ଜାଣି ପାରି ନଥିଲେ। ସେ ଯେମିତି ଆଗକୁ ବଢ଼ିଥିଲେ ଗାଡ଼ିଟି ସିଧା ୩୦ଫୁଟର ଗଭୀର ଡ୍ରେନ ଭିତରେ ପଶି ଯାଇଥିଲା।  ସ୍ଥାନୀୟ ଲୋକମାନେ ଘଟଣା ବିଷୟରେ ପୁଲିସକୁ ସୂଚନା ଦେଇଥିଲେ।

ସୂଚନା ପାଇବା ମାତ୍ରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ ଷ୍ଟେସନ ଇନଚାର୍ଜ ତାଙ୍କ କନଷ୍ଟେବଳଙ୍କ ସହ ଷ୍ଟେସନ ମାଷ୍ଟରଙ୍କୁ ଡ୍ରେନ ଭିତରୁ ବାହାର କରିବାକୁ କଠିନ ପରିଶ୍ରମ କରିଥିଲେ । ଉଦ୍ଧାର ପରେ ଭାରତଙ୍କୁ ହସ୍ପିଟାଲ ନିଆଯାଇଥିଲା କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Tags: INDIAnewsodishaTOP NEWS
ShareTweetSendShare

RelatedNews

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍
ବିଜ୍ଞାନ ଏବଂ ବ tech ଷୟିକ ଜ୍ଞାନ |

ଡ୍ରୋନକୁ ଖସାଇବ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ
Latest News

ଓଡ଼ିଶା ଉପକୂଳରୁ ସ୍ୱଦେଶୀ ଭିଏଲ-ଏସଆର-ଏସଏଏମ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା
Latest News

ସୁନିତା ୱିଲିୟମ୍ସଙ୍କ ଘରକୁ ଫେରିବେ: ଚାରିଆଡୁ ମକ୍ସଙ୍କୁ ମିଳୁଛି ଶୁଭେଚ୍ଛା

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ
Latest News

ନିରାକାରପୁର ପୂରାତନ କ୍ଷେତ୍ରବାସୀ ଡିଏଭି କଲେଜର ସର୍ବାଙ୍ଗୀନ ବିକାଶ ଜରୁରୀ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.