Thursday, June 5, 2025
No Result
View All Result
Odisha 365

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବ୍ୟବସାୟ

ଗ୍ରାଫାଇଟ , ନିକେଲ କ୍ରୋମିୟମ ଆଦିକୁ ଓଡ଼ିଶା ମାଟି ତଳୁ ସନ୍ଧାନ କରୁଛି ଜିଏସଆଇ

Ramesh Parida by Ramesh Parida
Mar 5, 2025, 04:00 pm GMT+0530
FacebookTwitterWhatsAppTelegram

ଖଣି ସମ୍ପଦରେ ପରିପୂର୍ଣ୍ଣ ଓଡ଼ିଶାରେ କ୍ରିଟିକେଲ ମିନେରାଲ ମଧ୍ୟ ରହିଛି । ଗ୍ରାଫାଇଟ , ନିକେଲ କ୍ରୋମିୟମ ଆଦି ଓଡ଼ିଶା ମାଟି ତଳେ ରହିଛି । ଜିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆ ସେଗୁଡ଼ିକର  ସନ୍ଧାନ କରୁଛି । ଖୁବଶୀଘ୍ର ଗ୍ରାଫାଇଟର ସନ୍ଧାନ ମିଳିବ ବୋଲି ଜିଏସଆଇର ଉପ ମହାନିର୍ଦେଶକ ପଙ୍କଜ କୁମାର କହିଛନ୍ତି । ଶ୍ରୀ କୁମାର କହିଛନ୍ତି  ଯେ କେନ୍ଦୁଝର , ସୁନ୍ଦରଗଡ଼ ଓ ମୟୁଭଞ୍ଜ ଜିଲ୍ଲାରେ ଜିଏସଆଇ ବହୁତ କାମ କରୁଛି । ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁସାରେ ରାଜ୍ୟରେ କ୍ରିଟିକାଲ୍ ମିନେରାଲ୍ ସନ୍ଧାନ କରିବା ଉପରେ ଜୋର ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ଯଦିଓ କିଛି ଠୋସ୍ ସନ୍ଧାନ ମିଳିନାହିଁ, କିନ୍ତୁ ଖୁବ୍‌ଶୀଘ୍ର ଗ୍ରାଫାଇଟ୍‌ ମିଳିଯିବ ବୋଲି ଆମେ ଆଶା କରୁଛୁ ବୋଲି ସେ କହିଛନ୍ତି। ଓଡ଼ିଶା ଏହାର କୋଇଲା, ଲୁହାପଥର, ମାଙ୍ଗାନିଜ ଭଳି ଖଣିଜ ପଦାର୍ଥ ଲାଗି ‌ଯେଭଳି ପରିଚିତ, ଆଗାମୀ ଦିନରେ କ୍ରିଟିକାଲ୍ ମିନେରାଲ୍ କ୍ଷେତ୍ରରେ ମଧ୍ୟ ସେଭଳି ପ୍ରତିଷ୍ଠା ହାସଲ କରିବାର ପ୍ରବଳ ସମ୍ଭାବନା ରହିଛି ବୋଲି ସେ କହିଛନ୍ତି। ରାଜ୍ୟରେ ଭୂପୃଷ୍ଠର ସ୍ଥିତି ସେଭଳି କିଛି ରହିଥିବା ସେ ଜଣାଇଛନ୍ତି।

ଗ୍ରାଫାଇଟ୍‌କୁ ଏକ କ୍ରିଟିକାଲ୍ ମିନେରାଲ୍ ଭାବେ ବିଚାର କରାଯାଉଛି ଯାହା ବର୍ତ୍ତମାନ ସମୟରେ ଇଲେକ୍ଟ୍ରିକ୍ ଯାନର ବ୍ୟାଟେରିରେ ବ୍ୟବହାର ହେଉଛି। ଏହା ବ୍ୟତୀତ ଇସ୍ପାତ ଉତ୍ପାଦନ, ବ୍ରେକ୍ ଲାଇନିଂ, ଲୁବ୍ରିକ୍ୟାଣ୍ଟ ଓ ଆଣବିକ ରିଆକ୍ଟରରେ ମଧ୍ୟ ତାହା ବ୍ୟବହାର ହେଉଛି। ଗ୍ରାଫାଇଟ୍‌ର ସନ୍ଧାନ ମିଳିଲେ ରାଜ୍ୟ ଅର୍ଥନୀତି ବିଶେଷ ଭାବେ ଉପକୃତ ହୋଇପାରିବ।

କେନ୍ଦୁଝର ଜିଲ୍ଲାରେ ମିଳିଥିବା ସୁନା ଖଣି ସମ୍ପର୍କରେ ଶ୍ରୀ କୁମାର କହିଛନ୍ତି ଯେ ମାଟିତଳେ କୌଣସି ଖଣିଜ ପଦାର୍ଥ ଅଛି ନା ନାହିଁ, ତାହା ସ୍ପଷ୍ଟ ଭାବେ କହିବା ପୂର୍ବରୁ ବହୁ ପ୍ରକ୍ରିୟା‌ ଦେଇ ଗତି କରିବାକୁ ହୁଏ। ପ୍ରଥମେ ଜି୪ ସ୍ତର ପର୍ଯ୍ୟନ୍ତ ପହଞ୍ଚିବାକୁ ପଡ଼େ ଓ ତା’ ପରେ ଡ୍ରିଲିଂ ଆରମ୍ଭ ହୋଇଥାଏ। କେନ୍ଦୁଝରରେ ଏବେ ଡ୍ରିଲିଂ କାମ ଚାଲିଛି। ସେଥିରୁ ପଥରଗୁଡ଼ିକୁ ହଟାଇବା ପରେ ଯାହା କିଛି ମିଳିବ, ତାହାକୁ ଅନୁଧ୍ୟାନ କରାଯିବ। ତା’ପରେ ସେଠାରେ ସୁନା ଅଛି ନା ନାହିଁ, ଯଦି ଅଛି କେତେ ପରିମାଣର ଅଛି, ତାହା କହିହେବ ବୋଲି ସେ କହିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ
Latest News

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.