Thursday, June 5, 2025
No Result
View All Result
Odisha 365

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ମନୋରଞ୍ଜନ

ସୁନା ଚୋର ଚାଲାଣ ଅଭିଯୋଗରେ ଗିରଫ ହେଲେ କନ୍ନଡ଼ ଅଭିନେତ୍ରୀ

Ramesh Parida by Ramesh Parida
Mar 5, 2025, 04:06 pm GMT+0530
FacebookTwitterWhatsAppTelegram

ଗିରଫ ହେଲେ କନ୍ନଡ଼ ଅଭିନେତ୍ରୀ  ରାଣ୍ୟା ରାଓ । ଅଭିନେତ୍ରୀଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡ଼ା ଅନ୍ତର୍ଜାତୀୟ ବିମାନବନ୍ଦରରୁ ସୋମବାର ଗିରଫ କରାଯାଇଥିଲା ବୋଲି ଜଣାପଡ଼ିଛି । ସୁନା ଚୋର ଚାଲାଣ ଅଭିଯୋଗରେ ତାଙ୍କୁ ଗିରଫ କରିଥିଲା । ପୁଲିସ ଯାଞ୍ଚ ସମୟରେ ରାଣ୍ୟାଙ୍କଠାରୁ 14.8 କିଲୋଗ୍ରାମ ସୁନା ଜବତ କରାଯିବାରୁ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଟାନ ଗ୍ରହଣ କରାଯାଇଛି । ତାଙ୍କଠାରୁ ଜବତ କରାଯାଇଥିବା ସୁନାର ମୂଲ୍ୟ 12 କୋଟିରୁ ଅଧିକ ହେବ ବୋଲି କୁହାଯାଉଛି ।

ଜାତୀୟ ଗଣମାଧ୍ୟମ ଅନୁଯାୟୀ, ୨୦୧୪ରୁ କନ୍ନଡ ଚଳଚ୍ଚିତ୍ର ମାଣିକ୍ୟା ସହିତ ତାଙ୍କ କ୍ୟାରିଅର ଆରମ୍ଭ କରିଥିବା ୩୩ ବର୍ଷୀୟ ଅଭିନେତ୍ରୀ ସୋମବାର ଦିନ ଦୁବାଇରୁ ଏମିରେଟ୍ସ ବିମାନରେ ଭାରତ ଆସିଥିଲେ। ଅଭିଯୋଗ ହୋଇଛି ଯେ, ତାଙ୍କ ସହିତ ଥିବା ଦୁଇଜଣ ବ୍ୟକ୍ତି ବ୍ରିଫକେସରେ ଚୋରା ସୁନା ନେଉଥିଲେ। ଚେକିଂ ଶେଷ କରି ବେଙ୍ଗାଲୁରୁ ବିମାନବନ୍ଦର ବାହାରକୁ ଯିବା ପରେ ସେମାନଙ୍କୁ ଅଟକାଇଥିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ(ଡିଆରଆଇ)ର ଟିମ୍। ଟିମକୁ ପୂର୍ବରୁ ସୂଚନା ମିଳିଥିବାରୁ ସେମାନେ ଅଭିନେତ୍ରୀଙ୍କୁ ଅଟକାଇ ତାଙ୍କର ବ୍ରିଫାକସର ଯାଞ୍ଚ କରିଥିଲେ, ଯେଉଁଥିରୁ ୧୪.୮ କିଲୋଗ୍ରାମ ସୁନା ମିଳିଥିଲା। ଏହା ପରେ ଟିମ ତାଙ୍କ ଘରକୁ ଯାଇ ଯାଞ୍ଚ କରିବା ପରେ ପ୍ରାୟ ୩କୋଟିର ସୁନା ସେଠାରୁ ମିଳିଥିଲା। ଏକାଧିକ ଥର ରାଣ୍ୟା ଦୁବାଇ ଯାଉଥିବାରୁ ଡିଆରଆଇର ନଜର ତାଙ୍କ ଉପରେ ଥିଲା ବୋଲି ଜଣାପଡ଼ିଛି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
Latest News

ବ୍ୟାନ ହେଲା ପାକ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ
ମନୋରଞ୍ଜନ

ସଲମାନଙ୍କୁ ବାରମ୍ବାର ମିଳୁଛି ହତ୍ୟା ଧମକ

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ
Latest News

ରାଷ୍ଟ୍ରୀୟ ସମ୍ମାନ ସହ ହୋଇଛି ମନୋଜ କୁମାରଙ୍କ ଶେଷକୃତ୍ୟ

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.