Thursday, June 5, 2025
No Result
View All Result
Odisha 365

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 109 ତମ ଜନ୍ମ ଜୟନ୍ତୀ ,ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଙ୍କ ସମେତ ଅନ୍ୟ ବରିଷ୍ଠ ନେତା

Ramesh Parida by Ramesh Parida
Mar 5, 2025, 04:13 pm GMT+0530
FacebookTwitterWhatsAppTelegram

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 109 ତମ ଜନ୍ମ ଜୟନ୍ତୀ  । ଏହି ପୁଣ୍ୟ ତିଥିରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ , ନରେନ୍ଦ୍ର ମୋଦୀ, ରାଜ୍ୟପାଳ ଡ଼କ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , କେନ୍ଦ୍ର ସଡ଼କ ପରିବହନମନ୍ତ୍ରୀ  ନୀତିନ ଗଡ଼କରୀ , ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ବହୁ ବିଶିଷ୍ଟ ବ୍ୟକ୍ତି , ରାଜନେତା ଓ ବୃଦ୍ଧିଜୀବୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ‘ଏକ୍ସ’ରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏକ୍ସରେ ଲେଖିଛନ୍ତି ‘ ବିଜୁ ବାବୁଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରୁଛି। ଓଡ଼ିଶାର ବିକାଶ ଏବଂ ଲୋକଙ୍କୁ ସଶକ୍ତୀକରଣ କରିବାରେ ତାଙ୍କର ଅବଦାନକୁ ଆମେ ସବୁଦିନ ପାଇଁ ମନେ ପକାଉଛୁ। ସେ ଜରୁରୀକାଳୀନ ପରିସ୍ଥିତିର ଦୃଢ଼ ବିରୋଧ କରି ଗଣତାନ୍ତ୍ରିକ ଆଦର୍ଶ ପ୍ରତି ତାଙ୍କର ଦୃଢ଼ ପ୍ରତିବଦ୍ଧତା ଦେଖାଇଥିଲେ।

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ମଧ୍ୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ‘ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଦି ଷ୍ଟେଟସମ୍ୟାନ୍, ବିଜୁପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।’

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମେ ମଧ୍ୟ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି‘ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଲୋକଙ୍କ କଲ୍ୟାଣ ତଥା ରାଜ୍ୟ ବିକାଶକୁ ନୂଆ ଦିଗ ଦେବାରେ ତାଙ୍କ ଅବଦାନ ସର୍ବଦା ପ୍ରେରଣାଦାୟୀ। ଜଣେ ରାଜନେତା, ସ୍ବାଧୀନତା ସଂଗ୍ରାମୀ ଏବଂ ରାଷ୍ଟ୍ରବାଦୀ ନେତା ଭାବେ ସେ ଚିରସ୍ମରଣୀୟ।’

ଅନ୍ୟପଟେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି, ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ପରାକ୍ରମ, ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବଳିଷ୍ଠ ଅବଦାନ, ନାରୀ ସଶକ୍ତିକରଣ ଏବଂ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ବହୁମୂଲ୍ୟ ଯୋଗଦାନ ଆମକୁ ପ୍ରେରଣା ଯୋଗାଇ ଆସିଛି। ତାଙ୍କ ପ୍ରଦର୍ଶିତ ମାର୍ଗରେ ଓଡ଼ିଆ ସ୍ୱାଭିମାନ ରକ୍ଷା ସହ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମେ ବଦ୍ଧପରିକର ।

ସେପଟେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକାରୀ ମଧ୍ୟ ବିଜୁ ବାବୁଙ୍କ ୧୦୯ ତମ ଜନ୍ମ ଜୟନ୍ତୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ନୀତିନ ଗଡକାରୀ ଟ୍ବିଟ୍ କରି ଲେଖିଛନ୍ତି ‘ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ।

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.