Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜୀବନଶ yle ଳୀ

ଘରୋଇ ହସ୍ପିଟାଲଗୁଡ଼ିକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ବିଫଳ – ସୁପ୍ରିମକୋର୍ଟ

Ramesh Parida by Ramesh Parida
Mar 5, 2025, 04:46 pm GMT+0530
FacebookTwitterWhatsAppTelegram

ଘରୋଇ ହସ୍ପିଟାଲଗୁଡ଼ିକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି । ରୋଗୀ ସେବା କ୍ଷେତ୍ରରେ ବିଭିନ୍ନ ଦିଗରେ ଦୃଢ ନୀତି ନିୟମ ଲାଗୁ କରି ଘରୋଇ ହସ୍ପିଟାଲଗୁଡ଼ିକୁ ନିୟନ୍ତ୍ରଣ କରିବାର ଆବଶ୍ୟକତା ରହିଥିଲେ ହିଁ ଏହାକୁ ଗୁରୁତ୍ବ ଦିଆଯାଉ ନାହିଁ । ଫଳରେ ଘରୋଇ ହସ୍ପିଟାଲ ରୋଗୀମାନଙ୍କୁ ଲୁଟି ଚାଲିଛନ୍ତି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ବିଶେଷକରି ଘରୋଇ  ହସ୍ପିଟାଲଗୁଡ଼ିକରେ ଔଷଧପତ୍ର ଏବଂ ଅନ୍ୟାନ୍ୟ ଚିକିତ୍ସା ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ରୋଗୀମାନଙ୍କ ପାଇଁ ସବୁଠାରୁ ଚିନ୍ତାଜନକ ହୋଇପଡ଼ିଛି। ଘରୋଇ ହସ୍ପିଟାଲଗୁଡିକର କାରବାରକୁ ନିୟନ୍ତ୍ରଣ କରିବା ପ୍ରସଙ୍ଗରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରିବା ଅବସରରେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ୍‌ ଏନ କେ ସିଂ କହିଛନ୍ତି ଯେ, ଘରୋଇ ହସ୍ପିଟାଲ ପରିସରରେ ଔଷଧ ଏବଂ ଆନୁଷଙ୍ଗିକ ଉପକରଣ କିମ୍ବା ସରଞ୍ଜାମର ଚଢ଼ା ଦର ରୋଗୀମାନଙ୍କ ପାଇଁ କାଳ ହୋଇଛି। ବିଶେଷ କରି ଗରିବ ରୋଗୀମାନଙ୍କ ପାଇଁ ଏହା ଅପହଞ୍ଚ ହୋଇପଡ଼ୁଛି।

ଗୋଟିଏ ଔଷଧ ବାହାର ବଜାରରେ ଅପେକ୍ଷାକୃତ କମ୍‌ ମୂଲ୍ୟରେ ଉପଲବ୍ଧ ହେଉଥିଲେ ହେଁ ରୋଗୀମାନଙ୍କୁ ଘରୋଇ ହସ୍ପିଟାଲ ପରିସରରେ ରହିଥିବା ଔଷଧ ଦୋକାନରୁ ଔଷଧ କିଣିବାକୁ ବାଧ୍ୟ କରାଯାଉଛି। ଏହାଦ୍ବାରା ରୋଗୀମାନେ ଖର୍ଚ୍ଚାନ୍ତ ହେଉଥିଲା ବେଳେ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ମନଇଚ୍ଛା ଲୁଟୁଛନ୍ତି। ଏସମ୍ପର୍କରେ ରାଜ୍ୟ ସରକାରମାନେ ସବୁକିଛି ଜାଣି ସୁଦ୍ଧା ଅଜଣା ଭଳି ରହୁଛନ୍ତି। ଦେଶରେ ଏତେ ସଂଖ୍ୟାରେ ଘରୋଇ ହସ୍ପିଟାଲ କାର୍ଯ୍ୟ କରୁଥିଲା ବେଳେ ସେଠାରେ କ’ଣ ଘଟୁଛି ସରକାର କିଭଳି ଜାଣିପାରିବେନି ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ଏଥିପାଇଁ କ’ଣ ନ୍ୟାୟିକ ନିର୍ଦ୍ଦେଶ ଦେବାର ଅବକାଶ ଅଛି କି ବୋଲି ଖଣ୍ଡପୀଠ କହିଛନ୍ତି।

ଜଣେ ରୋଗୀ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କୁ ସୁସ୍ଥ କରି ଘରକୁ ଆଣିବା ତାଙ୍କ ପରିବାର ସଦସ୍ୟଙ୍କ ଏକମାତ୍ର ଲକ୍ଷ୍ୟ ରହିଥାଏ। କିନ୍ତୁ ସବୁ ଘରୋଇ ହସ୍ପିଟାଲରେ ରୋଗୀଙ୍କ ନିକଟତମ ଲୋକଙ୍କୁ ହସ୍ପିଟାଲ ପରିସରରୁ ଔଷଧ କିଣିବାକୁ ବାଧ୍ୟ କରାଯାଇଥାଏ। ଏହାକୁ ନେଇ ଅନେକ ସମୟରେ ହସ୍ପିଟାଲ କର୍ତ୍ତୃପକ୍ଷ କିମ୍ବା ଡାକ୍ତରଙ୍କ ସହ ରୋଗୀଙ୍କ ଲୋକଙ୍କ ସହ ମତାନ୍ତର ହୋଇଥାଏ। ଫଳରେ ଡାକ୍ତର କିମ୍ବା ହସ୍ପିଟାଲ କର୍ମଚାରୀଙ୍କ ସହ ଲୋକଙ୍କ ବିବାଦ ବଢିଥାଏ। ଏଭଳି ସ୍ଥିତି ସଂପର୍କରେ କ’ଣ ରାଜ୍ୟ ସରକାରମାନେ ଅବଗତ ନାହାନ୍ତି ? ସରକାର ଘରୋଇ ହସ୍ପିଟାଲରେ ଏସବୁ ଦିଗରେ କାହିଁକି ନୀତି ନିମୟ ଲାଗୁ କରିପାରିବେନି ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି।

କୌଣସି କ୍ଷେତ୍ରରେ ବିବାଦ ଉପୁଜିଲେ ଘରୋଇ ହସ୍ପିଟାଲରେ ପଞ୍ଚ ତାରକା ହୋଟେଲ ଭଳି ରୋଗୀଙ୍କୁ ସେବା ଯୋଗାଇ ଦିଆଯାଇପାରୁଛି ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ କହିଥାଆନ୍ତି। ଯଦି କେହି ଅଧିକ ଯୁକ୍ତିତର୍କ କରନ୍ତି ତେବେ ତାଙ୍କୁ ସିଧାସଳଖ ସରକାରୀ ହସ୍ପିଟାଲ ଯିବାକୁ କୁହାଯାଇଥାଏ। କିନ୍ତୁ ଏହା ସମାଧାନର ବାଟ ନୁହେଁ କି ଏହାକୁ ଏକ ସୁସ୍ଥ ପରମ୍ପରା ବୋଲି ବିଚାର କରାଯାଇପାରିବ କାହିଁକି ଘରୋଇ ହସ୍ପିଟାଲଗୁଡିକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରମାନଙ୍କ ନିକଟରେ ନିଶ୍ଚିତ ଭାବେ କିଛି ଆଇନ ରହିଛି। କିନ୍ତୁ ତାହାକୁ କାହିଁକି ଉପଯୋଗ କରାଯାଉ ନାହିଁ ବୋଲି ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି। କିନ୍ତୁ ଏହି ପ୍ରସଙ୍ଗରେ କୋର୍ଟ କିଛି ନିର୍ଦ୍ଦେଶ ଦେବା ଠିକ୍‌ ହେବ ନାହିଁ।

 

 

 

 

Tags: INDIAodishaTOP NEWS
ShareTweetSendShare

RelatedNews

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା
Latest News

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ
ଜୀବନଶ yle ଳୀ

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ
ଜୀବନଶ yle ଳୀ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ

ଦହିକୁ କିପରି ଖାଇଲେ ଶରୀର ପାଇଁ ଲାଭଦାୟକ ହେବ ?
ଜୀବନଶ yle ଳୀ

ଦହିକୁ କିପରି ଖାଇଲେ ଶରୀର ପାଇଁ ଲାଭଦାୟକ ହେବ ?

ହାଡକୁ ମଜବୁତ କରେ ଖଜୁର
ଜୀବନଶ yle ଳୀ

ହାଡକୁ ମଜବୁତ କରେ ଖଜୁର

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.