Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ

Ramesh Parida by Ramesh Parida
Mar 5, 2025, 04:51 pm GMT+0530
FacebookTwitterWhatsAppTelegram

ବାବା ଅମରନାଥ ଭକ୍ତଙ୍କ ପାଇଁ ଖୁସି ଖବର । ଚଳିତବର୍ଷ ଅମରନାଥ ଯାତ୍ରା ପାଇଁ ସରକାର ତାରିଖ ଘୋଷଣା କରିଛନ୍ତି । ମାତା ବୈଷ୍ଣୌଦେବୀ ସାଇନବୋର୍ଡ଼ କିମଟି ବୈଠକରେ ନିଷ୍ପତ୍ତି ମୁତାବକ ଜୁଲାଇ 3 ତାରିଖରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ । ଏହି ଯାତ୍ରା ଅଗଷ୍ଟ 9 ତାରିଖ ପର୍ଯ୍ୟନ୍ତ ଚାଲିବ ।

ଚଳିତ ବର୍ଷ ଟ୍ରଷ୍ଟ ଓ ସରକାରଙ୍କ ଦ୍ବାରା ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୁରକ୍ଷା, ରହିବା ଓ ଖାଦ୍ୟ ପାଇଁ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ ବୋଲି କୁହାଯାଇଛି ।

ପ୍ରତିବର୍ଷ କେଦାରନାଥ ଯାତ୍ରା ୪୫ ରୁ ୬୦ ଦିନ ପର୍ଯ୍ୟନ୍ତ ଚାଲିଥାଏ । ଗତବର୍ଷ ଏହା ଜୁନ ୨୯ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୯ ଅର୍ଥାତ ରକ୍ଷାବନ୍ଧନ ପର୍ଯ୍ୟନ୍ତ ଚାଲିଥିଲା । ପହଲଗାମ ମାର୍ଗରୁ ଆରମ୍ଭ ହୋଇ ଶ୍ରଦ୍ଧାଳୁମାନେ ୪୮ କିଲୋମିଟର ପର୍ଯ୍ୟନ୍ତ ଯାତ୍ରା କରିଥାନ୍ତି । ସେପଟେ ବାଲଟାଲ ମାର୍ଗରେ ଗଲେ ଶ୍ରଦ୍ଧାଳୁଙ୍କୁ ମାତ୍ର ୧୪ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ ପଡିଥାଏ । ହେଲେ ଏହି ରାସ୍ତା ଅତି କଠିନ ବୋଲି ଶ୍ରଦ୍ଧାଳୁମାନେ ଯିବାକୁ ରାଜି ହୋଇନଥାନ୍ତି ।

ଆଜିର ବୈଠକରେ ସାଇନବୋର୍ଡର ଚେୟାରମ୍ୟାନ ତଥା ଜାମ୍ମୁ-କାଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନା, ଡିଜିପି ନଳୀନ ପ୍ରଭାତ, ମୁଖ୍ୟ ସଚିବ ଅଟଳ ଢୁଲ୍ଲୁ ସମେତ ଅନେକ ଅଧିକାରୀ ସାମିଲ ଥିଲେ ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ
ଅପରାଧ

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?
Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ
Latest News

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.