Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Videos Entertainment

ଅଭିନେତ୍ରୀ ତମନ୍ନା ଭାଟିଆ ଏବଂ ଅଭିନେତା ବିଜୟ ବର୍ମାଙ୍କ ମଧ୍ୟରେ ବେକ୍ରଅପ

Ramesh Parida by Ramesh Parida
Mar 7, 2025, 03:45 pm GMT+0530
FacebookTwitterWhatsAppTelegram

ବଲିଉଡ଼ ଅଭିନେତ୍ରୀ ତମନ୍ନା ଭାଟିଆ ଏବଂ ଅଭିନେତା ବିଜୟ ବର୍ମା ପୁଣି ଥରେ ଚର୍ଚ୍ଚାରେ  । 2022ରେ ଦୂହିଁଙ୍କ ମଧ୍ୟରେ ପ୍ରମେ ସମ୍ପର୍କ ଆରମ୍ଭ ହୋଇଥିବା ବେଳେ ଏବେ ଦୁହେଁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି । ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିବାବେଳେ ବ୍ରେକଅପ ଖବର ଆସିବା ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଛି । ବ୍ରେକଅପ ଖବର ମଧ୍ୟରେ ତମନ୍ନା ଏବଂ ବିଜୟ ଏହା ଉପରେ କୌଣସି ପ୍ରତିକ୍ରିୟା ରଖିନାହାନ୍ତି ।

କୁହାଯାଉଛି ଯେ, ତମନ୍ନା ଏବଂ ବିଜୟ କିଛି ସପ୍ତାହ ପୂର୍ବରୁ ଅଲଗା ହୋଇଯାଇଥିଲେ। ତମନ୍ନା ବିବାହ କରି ଜୀବନରେ ଆଗକୁ ବଢ଼ିବାକୁ ଚାହୁଥିବା ବେଳେ ବିଜୟ ବିବାହ କରିବାକୁ ଚାହୁନଥିଲେ। ତାଙ୍କର ଏବେ ପରିବାର ଗଢ଼ିବାର ଯୋଜନା ନଥିବାରୁ ଦୁହେଁ ଅଲଗା ହୋଇଥିବା ଜଣାଯାଇଛି।

ସେମାନେ ବର୍ତ୍ତମାନ ବ୍ରେକଅପକୁ ନେଇ ନୀରବତା ବଜାୟ ରଖିଛନ୍ତି। ତେବେ ଏହି ଖବର ଶୁଣି ଉଭୟଙ୍କ ପ୍ରଶଂସକମାନେ ବହୁତ ଦୁଃଖିତ, କାରଣ ସେମାନେ ତମନ୍ନା ଏବଂ ବିଜୟଙ୍କ ବିବାହକୁ ଅପେକ୍ଷା କରିଥିଲେ। ଯେଉଁଠାରେ ଦୁହେଁ ଏକାଠି ନଜର ଆସୁଥିଲେ, ସମସ୍ତେ ସେମାନଙ୍କୁ ସେମାନଙ୍କ ବିବାହ ଯୋଜନା ବିଷୟରେ ପଚାରୁଥିଲେ।

ଏବେ ଦୁହିଁଙ୍କ ବ୍ରେକଅପ ହୋଇଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ସମ୍ପର୍କ ଭାଙ୍ଗିବା ପରେ ବି ଦୁହେଁ ଭଲ ବନ୍ଧୁ ହୋଇ ରହିବାକୁ ଯୋଜନା କରିଥିବା କୁହାଯାଉଛିି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଫଓ୍ବାଦ ଖାନଙ୍କ ମୁଭି ଅବିର ଗୁଲାଲ ରିଲଜ ହେବନାହିଁ
Entertainment

ଫଓ୍ବାଦ ଖାନଙ୍କ ମୁଭି ଅବିର ଗୁଲାଲ ରିଲଜ ହେବନାହିଁ

ଜହିର ଇକବାଲଙ୍କ ଠାରୁ ଅଲଗା ହେବେ ସୋନାକ୍ଷୀ ସିହ୍ନା
Entertainment

ଜହିର ଇକବାଲଙ୍କ ଠାରୁ ଅଲଗା ହେବେ ସୋନାକ୍ଷୀ ସିହ୍ନା

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ
Entertainment

ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ

‘ଇଣ୍ଡିଆନ୍‌ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ
Entertainment

‘ଇଣ୍ଡିଆନ୍‌ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ

ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ
Entertainment

ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.