Thursday, June 5, 2025
No Result
View All Result
Odisha 365

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ଜାପାନ ଉପରେ ପରମାଣୁ ବୋମା ଆକ୍ରମଣ ଧମକ ଦେଲା ଚୀନ

Ramesh Parida by Ramesh Parida
Mar 7, 2025, 03:56 pm GMT+0530
FacebookTwitterWhatsAppTelegram

ତାଇଓ୍ବାନ ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ ଚୀନ ଜାପାନକୁ ଏକ ବଡ଼ ଧମକ ଦେଇଛି । ଚୀନର ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ ୟି ଜାପାନ ପରମାଣୁ ବୋମା ଆକ୍ରମଣ କରିବାକୁ ଧମକ ଦେଇଛନ୍ତି । ଚୀନ ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ ଜାପାନ ହରୋସିମା ଏବଂ ନାଗାସାକିର ଇତିହାସକୁ ଭୁଲିଯିବା ଉଚିତ ନୁହେିଁ । ଆମେ ଏହାଠାରୁ ଆହୁରି  ଅଧିକ ଯନ୍ତ୍ରଣା ଦେଇପାରିବୁ  ।

ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଆମେରିକୀୟ ଶୁଳ୍କ ବିଷୟରେ କଥାବାର୍ତ୍ତା କରିବା ସମୟରେ ଜାପାନକୁ ମଧ୍ୟ ଟାର୍ଗେଟ କରିଥିଲେ। ୱାଙ୍ଗ ୟି କହିଛନ୍ତି, “ଜାପାନ ହିରୋସିମା ଉପରେ ପରମାଣୁ ଆକ୍ରମଣର ୮୦ ବର୍ଷ ପୂରଣ କରିବାକୁ ଯାଉଛି। ଆମେ ସେମାନଙ୍କ ପ୍ରତି ସମବେଦନା ଜଣାଉଛୁ, କିନ୍ତୁ ଯଦି ଜାପାନ ତା’ର ପଥ ନ ସୁଧାରେ, ତେବେ ଆମେ ଆହୁରି ଯନ୍ତ୍ରଣା ଦେଇପାରିବୁ।” ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି କହିଛନ୍ତି, “ତାଇୱାନ ଆମ ଦେଶର ଏକ ଅଂଶ। ତାଇୱାନର ଲୋକମାନେ ଟୋକିଓର ନିର୍ଦ୍ଦେଶରେ ଉଡ଼ୁଛନ୍ତି। ଜାପାନ ଜାଣିଶୁଣି ଚୀନ୍‌ରେ ଅସ୍ଥିରତା ସୃଷ୍ଟି କରିବାକୁ ଚେଷ୍ଟା କରୁଛି ଏବଂ ଏପରି ପରିସ୍ଥିତିରେ ଚୀନ୍‌ ଚୁପ୍ ରହିବ ନାହିଁ।” ୱାଙ୍ଗ ୟି କହିଛନ୍ତି ଯେ ଏସିଆ ମହାଦେଶର କୌଣସି ଦେଶ ମଧ୍ୟରେ କୌଣସି ପ୍ରତିଦ୍ୱନ୍ଦ୍ୱିତା ନାହିଁ। ଏଠାରେ ସବୁକିଛି ଠିକ୍ ଅଛି।

ସେ ଆହୁରି କହିଛନ୍ତି, “ଚୀନର ପ୍ରୟାସ ହେଉଛି ସମଗ୍ର ବିଶ୍ୱରେ ସମ୍ପୂର୍ଣ୍ଣ ଶାନ୍ତି ଫେରାଇ ଆଣିବା। ଆମେ ସବୁବେଳେ ଶାନ୍ତିର ପକ୍ଷରେ ରହିଛୁ ଏବଂ ଭବିଷ୍ୟତ ପାଇଁ ମଧ୍ୟ ସେହିପରି ଚାହୁଁଛୁ। ଚୀନ ଚାହୁଁଛି ଯେ ରୁଷ ଏବଂ ୟୁକ୍ରେନ ମଧ୍ୟରେ ୩ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ଯୁଦ୍ଧର ଅନ୍ତ ହେଉ ଏବଂ ଦୁଇ ଦେଶ ମଧ୍ୟରେ ଏକ ଶାନ୍ତି ଚୁକ୍ତି ହେଉ।” ତଥାପି, ଏହି ସମୟ ମଧ୍ୟରେ ୱାଙ୍ଗ ୟି ୟୁକ୍ରେନକୁ ଶାନ୍ତି ସେନା ପଠାଇବା ସମ୍ପର୍କରେ କୌଣସି ବିବୃତ୍ତି ଦେଇ ନଥିଲେ। ଏହା ଉଲ୍ଲେଖନୀୟ ଯେ ଗତ କିଛି ମାସ ମଧ୍ୟରେ ଚୀନ୍ ଜାପାନକୁ ଭୟଭୀତ କରିବାକୁ ଚେଷ୍ଟା କରିଛି ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?
Latest News

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

Latest News

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.