Tuesday, May 13, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ସୁପର ସଣ୍ଡେରେ ହେବାକୁ ଯାଉଛି ସୁପର ଫାଇଟ୍, ଚାମ୍ପିୟନ୍ସ ଟ୍ରଫି ଜିତିଲେ, ଚାମ୍ପିୟନ୍ ଟିମକୁ ମିଳିଥାଏ କେତେ ଟଙ୍କା ?

Ramesh Parida by Ramesh Parida
Mar 8, 2025, 05:29 pm GMT+0530
FacebookTwitterWhatsAppTelegram

ସୁପର ସଣ୍ଡେରେ ହେବାକୁ ଯାଉଛି ସୁପର ଫାଇଟ୍ । ରବିବାର ଭାରତ ଆଉ ନ୍ୟୁଜିଲାଣ୍ଡ ଭିତରେ ଖେଳାଯିବ ଚାମ୍ପିୟନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ । ତେବେ ସାରା ବିଶ୍ୱର ଅଗଣିତ କ୍ରିକେଟ୍ ପ୍ରେମୀ, ଏହି ମ୍ୟାଚକୁ ଚାତକ ଭଳି ଚାହିଁ ରହିଥିବାବେଳେ, ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ ଏହି ହାଇଭୋଲଟେଜ୍ ମ୍ୟାଚ୍ ।

ତେବେ ଆପଣ ଜାଣିଛନ୍ତି କି, ଚାମ୍ପିୟନ୍ସ ଟ୍ରଫି ଜିତିଲେ, ଚାମ୍ପିୟନ୍ ଟିମକୁ ମିଳିଥାଏ କେତେ ଟଙ୍କା ? ଆଉ କେତେ ଟଙ୍କା ପାଇଥାଏ ରନର୍ସ ଅପ୍ ଟିମ୍? ମିଳିଥିବା ସୂଚନା ମୁତାବକ, ଚାମ୍ପିୟନ୍ସ ଟ୍ରଫି ଜିତିଲେ, ମାଲାମାଲ ହେବ ଚାମ୍ପିୟନ୍ ଟିମ । ଆଇସିସି, ଏହି ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରାଇସ୍ ମନି ପୂର୍ବରୁ ହିଁ ଡିକ୍ଲାର କରିସାରିଛି । ଚାମ୍ପିୟନ୍ସ ଟ୍ରଫି ଜିତିଲେ, ଭାରତୀୟ ଟିମକୁ ମିଳିବ ପ୍ରାୟ ୨.୨୪ ମିଲିୟନ୍ ଡଲାର । ଯାହାର ଭାରତୀୟ ମୁଦ୍ରାରେ ମୂଲ୍ୟ ହେଉଛି ୧୯ କୋଟି ୪୮ ଲକ୍ଷ ଟଙ୍କା । ସେହିପରି ଚାମ୍ପିୟନ୍ସ ଟ୍ରଫିରେ ରନର୍ସ ଅପ୍ ହେଇଥିବା ଟିମକୁ ମିଳିଥିବ ୯ କୋଟି ୭୪ ଲକ୍ଷ ଟଙ୍କା ।

ଚାମ୍ପିୟନ୍ସ ଟ୍ରଫି ଚାମ୍ପିୟନ୍ସ ଆଉ ରନର୍ସଅପ୍ ସହିତ ସେମିଫାଇନାଲ ହାରିଥିବା ଟିମକୁ ମଧ୍ୟ ମିଳିବ କୋଟି କୋଟି ଟଙ୍କା । ସେମିଫାଇନାଲ ହାରିଥିବା ଦୁଇ ଟିମକୁ ୪ କୋଟି ୮୭ ଲକ୍ଷ ଟଙ୍କା ମିଳିବ । ଅର୍ଥାତ ଅଷ୍ଟ୍ରେଲିଆ ସହିତ ସାଉଥ୍ ଆଫ୍ରିକା ଟିମ୍ ସେମିଫାଇନାଲ ହାରିଥିଲେ ବି, ଆଇସିସି ପାଖରୁ କୋଟି କୋଟି ଟଙ୍କା ପାଇବେ । ଏହାସହିତ ଟୁର୍ଣ୍ଣାମେଣ୍ଟରେ ୫ମ ଓ ୬ଷ୍ଠ ସ୍ଥାନରେ ଥିବା ଟିମକୁ ୩ କୋଟି ୪ ଲକ୍ଷ ଟଙ୍କା, ଏବଂ ୭ମ ଏବଂ ୮ମ ସ୍ଥାନରେ ଥିବା ଟିମକୁ ୧ କୋଟି ୪୦ ଲକ୍ଷ ଟଙ୍କା ମିଳିବ ବୋଲି ଆଇସିସି ଧାର୍ଯ୍ଯ କରିଛି ।

ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରତିଟି ମ୍ୟାଚ୍ ପ୍ରତିଟି ଟିମ୍ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଗ୍ରୁପ୍ ଷ୍ଟେଜରେ ମ୍ୟାଚ୍ ଜିତୁଥିବା ପ୍ରତିଟି ଟିମକୁ ୨୯ ଲକ୍ଷ ୬୧ ହଜାର ଟଙ୍କା ମିଳିଥାଏ । ଏହା ସହ ୮ଟି ଯାକ ଟିମକୁ ଟୁର୍ଣ୍ଣାମେଣ୍ଟରେ ଭାଗ ନେବାକୁ ୧ କୋଟି ୮ ଲକ୍ଷ ଟଙ୍କା ମିଳିଥାଏ ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.