Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଚାମ୍ପିୟନ୍ସ ଟ୍ରଫି ଫାଇନାଲ : ନ୍ୟୁଜିଲାଣ୍ଡକୁ ହରାଇ ଟ୍ରଫି ହାତେଇଲା ଭାରତ

Ramesh Parida by Ramesh Parida
Mar 9, 2025, 10:01 pm GMT+0530
FacebookTwitterWhatsAppTelegram

ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାଜିତ କରିଛି। ନ୍ୟୁଜିଲାଣ୍ଡକୁ ୪ ଓ୍ବିକେଟରେ ପରାସ୍ତ କରିଛି ଭାରତ । ଭାରତ ୧୨ ବର୍ଷ ପରେ ଚାମ୍ପିୟନ୍ସ ଟ୍ରଫିକୁ ପୁଣି ନିଜ ନାମରେ କରିଛି ।  ଭାରତ ପକ୍ଷରୁ ରୋହିତ ଶର୍ମା ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ ।

ଟସ ଜିତି ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଓପନିଂ ଯୋଡି ଭଲ ଆରମ୍ଭ କରିଥିଲେ ବି ବଡ ସ୍କୋର କରିପାରିନଥିଲେ । ୫୭ ରନରେ ବରୁଣ ଚକ୍ରବର୍ତ୍ତୀଙ୍କ ପ୍ରଥମ ଶିକାର ହୋଇଥିଲେ ଓ୍ୱିଲ ୟଙ୍ଗ । ଏହାପରେ କିଓ୍ୱି ଦଳର ବଡ ପାର୍ଟନରସିପ ଦେଖିବାକୁ ମିଳିନଥିଲା । ଡାରିଏଲ ମିଚେଲ ୬୩, ମାଇକେଲ ବ୍ରାସଓ୍ୱେଲ ୫୩, ରଚିନ ରବିନ୍ଦ୍ର ୩୭ ଓ ଗ୍ଲେନ ଫିଲିପ୍ସ ୩୪ ରନ କରିଥିଲେ । ଫଳରେ ଦଳ ୫୦ ଓଭରରେ ୭ ଓ୍ୱିକେଟ ହରାଇ ୨୫୧ ରନ କରିବାରେ ସଫଳ ହୋଇଥିଲା ।

୨୫୨ ରନର ବିଜୟ ଲକ୍ଷ୍ୟ ନେଇ ମୈଦନାକୁ ଓହ୍ଲାଇଥିବା ଭାରତୀୟ ଦଳ ଆରମ୍ଭରୁ ଭଲ ପାର୍ଟନରସିପ କରିଥିଲା । ରୋହିତ ଶର୍ମା, ଗିଲଙ୍କ ଯୋଡି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ଏହି ମ୍ୟାଚରେ ରୋହିତ ଶର୍ମା ୭୬, ଶ୍ରେୟାସ ଆୟର ୪୮, କେଏଲ ରାହୁଲ ୩୪ ଓ ଶୁଭମନ ଗିଲ ୩୧ ରନ କରିଥିଲେ ।

Tags: Champions Trophy 2025INDIAodishaTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies