Monday, June 2, 2025
No Result
View All Result
Odisha 365

Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ଓଡ଼ିଶାର ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା

Ramesh Parida by Ramesh Parida
Mar 10, 2025, 04:27 pm GMT+0530
FacebookTwitterWhatsAppTelegram

ଶୀତକାଳୀନ କ୍ରୀଡ଼ାରେ ଜାତୀୟ ସ୍ତରରେ ତରକା ଭାବେ ଉଭା ହୋଇଛନ୍ତି ଓଡ଼ିଶାର ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ‘ଆଲପାଇନ ସ୍କିଙ୍ଗ୍‌’ରେ ନିଜର ପ୍ରଦର୍ଶନ ବଳରେ ସେ ରାଜ୍ୟକୁ ଗର୍ବିତ କରିଛନ୍ତି। ରବିବାରରୁ ଜମ୍ମୁ କଶ୍ମୀରର ଗୁଲମାର୍ଗରେ ଆରମ୍ଭ ହୋଇଥିବା ଖେଲୋ ଇଣ୍ଡିଆ ନାସନାଲ ଓ୍ୱିଣ୍ଟର ଗେମ୍ସରେ ତୃତୀୟ ଥର ପାଇଁ ଅଂଶଗ୍ରହଣ କରିବାକୁ ଯାଉଛନ୍ତି ରଞ୍ଜିତା। ରାଜ୍ୟର ଏକମାତ୍ର ଖେଳାଳି ଭାବେ ଏହି ଉପଲବ୍ଧି ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିବାରେ ଲାଗିଛି।

ଓଡ଼ିଶା ଭଳି ଏକ ବରଫବିହୀନ ରାଜ୍ୟରୁ ଆସି ଅନ୍ତର୍ଜାତୀୟ ତଥା ଅଭିଜ୍ଞ ଖେଳାଳିଙ୍କ ସହ ପ୍ରତିଦ୍ବନ୍ଦ୍ବିତା କରିବା ନିଶ୍ଚିତ ଭାବେ ମୋ ପାଇଁ ଗର୍ବ ଓ ଗୌରବର ବିଷୟ।ଜାମ୍ମୁ କାଶ୍ମୀରର ଗୁଲମାର୍ଗଠାରେ ରବିବାରଠାରୁ ଆରମ୍ଭ ହୋଇଥିବା ଖେଲୋ ଇଣ୍ଡିଆ ଶୀତକାଳୀନ କ୍ରୀଡ଼ାର ପଞ୍ଚମ ସଂସ୍କରଣରେ ଲଗାତାର ଚତୁର୍ଥ ଥର ପାଇଁ ଅଂଶଗ୍ରହଣ କରିବାକୁ ଯାଇ ଏହା କହିଛନ୍ତି ଓଡ଼ିଶାର ‘ସ୍ନୋ ଗାର୍ଲ’ ଭାବେ ପରିଚିତ ରଞ୍ଜିତା ବେହେରା।

ଏକମାତ୍ର ଓଡ଼ିଆ ଭାବେ ଏହି ପ୍ରତିଯୋଗିତାର ଆଲ୍‌ପାଇନ୍ ସ୍କି’ର ସାଲାଲମ ଓ ଜାଏଣ୍ଟ୍ ସାଲାଲାମ ବର୍ଗରେ ରାଜ୍ୟର ପ୍ରତିନିଧିତ୍ବ କରିବେ। ଏହି ପ୍ରତିଯୋଗିତାରେ ୧୧ ରାଜ୍ୟ ଏବଂ ୨ କେନ୍ଦ୍ରଶାସିତ ଅଞ୍ଚଳ ସମେତ ସେନା, ଇଣ୍ଡୋ ତିବ୍ଦତିଆନ୍ ସୀମା ସୁରକ୍ଷାବଳ ଏବଂ ସିଆର୍‌ପିଏଫ୍‌ର ୩୫୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିବେ।

ଏହି ପ୍ରତିଯୋଗିତା ପୂର୍ବରୁ ରଞ୍ଜିତା କାଜାଖସ୍ତାନର ଶ୍ୟାମବୁଲାନ୍ ବରଫ ପାହାଡ଼ରେ ତାଲିମ ନେଇଥିବାରୁ ଉନ୍ନତ ପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିନେଇ ସେ କହିଛନ୍ତି,  ଏଥର ମୁଁ ବିନା ଚାପରେ ଖେଳିବି। ଅଯୋଗ୍ୟ ଘୋଷିତ ନହୋଇ କିପରି ଅନାୟସରେ ସବୁ ଫାଟକକୁ ଅତିକ୍ରମ କରି କମ୍ ସମୟରେ ଫିନିସିଂ ପଏଣ୍ଟ୍‌ରେ ପହଞ୍ଚିବାକୁ ଚେଷ୍ଟା କରିବି। ଓଡ଼ିଶାବାସୀଙ୍କ ଭଲ ପାଇବା ଏବଂ ରାଜ୍ୟ ସରକାରଙ୍କ ସମର୍ଥନ ଓ ସହଯୋଗ ପାଇଁ ହୃଦୟର ଗଭୀରତମ କୋଣରୁ କୃତଜ୍ଞତା ଜଣାଉଛି।

Tags: INDIAkhelo-india-newsodisharanjita-beherasnowgirlTOP NEWS
ShareTweetSendShare

RelatedNews

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ
Latest News

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ
Latest News

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ
Latest News

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.