Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ବଲିଉଡ୍‌ରେ ଖୁବ୍‌ଶୀଘ୍ର ଡେବ୍ୟୁ କରିବାକୁ ଯାଉଛନ୍ତି ଷ୍ଟାର୍‌କିଡ୍‌ ଶନାୟା କପୁର

Ramesh Parida by Ramesh Parida
Mar 10, 2025, 04:34 pm GMT+0530
FacebookTwitterWhatsAppTelegram

ସଂଜୟ କପୁରଙ୍କ ଝିଅ ବଲିଉଡ୍‌ରେ ଖୁବ୍‌ଶୀଘ୍ର ଆଉ ଜଣେ ଷ୍ଟାର୍‌କିଡ୍‌ ଡେବ୍ୟୁ କରିବାକୁ ଯାଉଛନ୍ତି।  ଶନାୟା ତାଙ୍କର ଡେବ୍ୟୁ ଫିଲ୍ମ ‘ଆଖେଁ ଗୁଆଁ ଗୁସ୍ତାଖିଆଁ ’ର ଶୁଟିଂ ଆରମ୍ଭ କରିଛନ୍ତି। ଏକତା କପୁରଙ୍କ ଏହି ମୁଭିକୁ କନ୍ନଡ ଡିରେକ୍ଟର ନନ୍ଦା କିଶୋର ନିର୍ଦ୍ଦେଶନା ଦେଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଏହି ମୁଭିରେ ଶନାୟାଙ୍କୁ ଏକ ମୁଖ୍ୟ ଚରିତ୍ର ମିଳିଛି।

ସନ୍ତୋଷ ସିଂଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହେଉଥିବା ‘ଆଖେଁ ଗୁଆଁ ଗୁସ୍ତାଖିଆଁ ’ ଫିଲ୍ମର କାହାଣୀ ଲେଖିଛନ୍ତି ମାନ୍‌ସୀ ବାଗଲା ଏବଂ ନିରଞ୍ଜନ ଆୟର। ତେବେ ଏହି ଫିଲ୍ମର କାହାଣୀ ସମ୍ପର୍କରେ ସବିଶେଷ ତଥ୍ୟ ବର୍ତ୍ତମାନ ସୁଦ୍ଧା ଉପଲବ୍ଧ ହୋଇନାହିଁ।

ଏନେଇ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଫିଲ୍ମ ଶୁଟିଂ ଶେଟ୍‌ର ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ଏହି ଚଳଚ୍ଚିତ୍ରରେ ଶନାୟାଙ୍କ ବିପକ୍ଷରେ ଅଭିନେତା ବିକ୍ରାନ୍ତ ମେସି ମୁଖ୍ୟ ଭୂମିକାରେ ନଜରକୁ ଆସିବେ।

ସେହିପରି ‘ଆଖେଁ ଗୁଆଁ ଗୁସ୍ତାଖିଆଁ’ର ନିର୍ମାତାଙ୍କ ପକ୍ଷରୁ ଏବେ ସୁଦ୍ଧା ଫିଲ୍ମର ରିଲିଜ୍‌ ତାରିଖ ପ୍ରକାଶ କରାଯାଇନାହିଁ। ଶନାୟା ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏକ ଖ୍ୟାତନାମା ପରିବାରରୁ ଆସନ୍ତି।

ତାଙ୍କ ବାପା ସଞ୍ଜୟ କପୁର ବଲିଉଡ୍‌ରେ ଅଭିନେତା ଭାବେ ଅନେକ ଚଳଚ୍ଚିତ୍ରରେ କାମ କରିଥିଲେ ମଧ୍ୟ ବିଶେଷ ସଫଳତା ମିଳି ନ ଥିଲା। ଶନାୟାଙ୍କ ବଡ଼ବାପା ବୋନି କପୁର ବଲିଉଡ୍‌ର ଜଣେ ଖ୍ୟାତନାମା ଫିଲ୍ମ ନିର୍ମାତା ହୋଇଥିବାବେଳେ ତାଙ୍କର ଆଉଜଣେ ବଡ଼ବାପା ଅନିଲ କପୁର ଅଭିନେତା ଭାବେ ଇଣ୍ଡଷ୍ଟ୍ରିକୁ ଅନେକ ସଫଳ ଫିଲ୍ମ ଦେଇଛନ୍ତି। ଶନାୟାଙ୍କ ସମ୍ପର୍କୀୟ ଭଉଣୀ ସୋନମ କପୁର ମଧ୍ୟ ଅନେକ ବଲିଉଡ୍‌ ଫିଲ୍ମରେ ପ୍ରମୁଖ ଅଭିନେତ୍ରୀ ଭାବେ କାର୍ଯ୍ୟ କରିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ
Latest News

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ
Latest News

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.