Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଜଳୁଛି ଜଙ୍ଗଲ , ପୋଡ଼ିଗଲା ଶହ ଶହ ଗଛ

Ramesh Parida by Ramesh Parida
Mar 11, 2025, 04:47 pm GMT+0530
FacebookTwitterWhatsAppTelegram

ଗ୍ରୀଷ୍ମଋତୁ ଆସୁ ଆସୁ ଡରାଇଲାଣି ବନାଗ୍ନି। ଆରମ୍ଭ କଲାଣି ଗଛଲତା ଗିଳିବା। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା  ନୀଳଗିରି ସ୍ବର୍ଣ୍ଣଚୂଡ଼ ଜଙ୍ଗଲରେ। ଏଠାରେ କୌଣସି କାରଣରୁ ନିଆଁ ଲାଗି ଶହ ଶହ ଗଛ ଜଳିଯାଇଛି। ସୂଚନା ଅନୁସାରେ; ନୀଳଗିରି ରେଞ୍ଜ ଅଧୀନ ସ୍ବର୍ଣ୍ଣଚୂଡ଼ ଡାହିସାହି ନିକଟ ଜଙ୍ଗଲରେ ନିଆଁ ଲାଗିଥିଲା। ଆଜି ଦିନ ପ୍ରାୟ ୧୦ଟା ବେଳେ ଏନେଇ ଜଣାପଡ଼ିଥିଲା। ପବନ ଯୋଗୁ ନିଆଁର ପ୍ରକୋପ ଅଧିକ ରହିଥିଲା। ଫଳରେ ସଂଧ୍ୟା ସୁଦ୍ଧା ଏକର ଏକର ଜଙ୍ଗଲର ଶହ ଶହ ଗଛ ପୋଡ଼ିଯାଇଥିଲା। ଖବର ପାଇ ନୀଳଗିରି ବନ ବିଭାଗର ୪ ଜଣ କର୍ମଚାରୀ ପହଞ୍ଚି ବ୍ଲୟର୍‌ ଦ୍ବାରା ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। କିନ୍ତୁ, ଖବର ଲେଖାହେବା ଯାଏଁ ନିଆଁ ଆୟତ୍ତ ହୋଇପାରି ନଥିବା କୁହାଯାଉଛି।

ତେବେ ଜଙ୍ଗଲ ନିଆଁର ମୁକାବିଲା କରିବାକୁ ମାତ୍ର ୪ ଜଣ ବନ କର୍ମଚାରୀ ନିୟୋଜିତ ହେବା ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏହା ବନ ବିଭାଗର ଖାମଖିଆଲ୍‌ ନୀତି ବୋଲି ନୀଳଗିରି ରାଜା ଜୟନ୍ତ ଚନ୍ଦ୍ର ମର୍ଦ୍ଦରାଜ, ଆଇନଜୀବୀ କ୍ଷୀରୋଦ ଦାସ, ସମାଜସେବୀ ତପନ ରାଉତ, ବରିଷ୍ଠ ସିପିଆଇଏମ୍‌ ନେତା ବିଜୟ ପାତ୍ର, ସିପିଆଇ ନେତା ନିରଞ୍ଜନ ବାରିକ ପ୍ରମୁଖ ଅଭିଯୋଗ କରିଛନ୍ତି। ସେମାନେ କହିଛନ୍ତି, ଜଙ୍ଗଲ ବିଭାଗ ଏକ ପ୍ରକାର ସ୍ଥାଣୁ ହୋଇଗଲାଣି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ପାଟ୍ରୋଲିଂ କରିବା ବି ଭୁଲିଗଲେଣି। କୁହାଯାଉଥିଲା ଯେ ଫାୟାର୍‌ ଲାଇନ୍‌ ପ୍ରସ୍ତୁତ ହୋଇଛି। ଯଦି ଫାୟାର୍‌ ଲାଇନ୍‌ ପ୍ରସ୍ତୁତ ହୋଇଥାଆନ୍ତା, ତେବେ ନିଆଁ ଲାଗନ୍ତା ନାହିଁ।

ଏ ନେଇ ନୀଳଗିରି ରେଞ୍ଜର ଆଇସା ଅକ୍ତାର ନିସାଙ୍କ ମତାମତ ନିଆଯାଇଥିଲା। ସେ କହିଛନ୍ତି, ରାତି ସୁଦ୍ଧା ନିଆଁ ସମ୍ପୂର୍ଣ୍ଣ ଲିଭା ସରିଛି। ବିଶେଷ କ୍ଷତି ହୋଇନାହିଁ। ନିଆଁ ଲାଗିବା ଖବର ପାଇ ଆମେ ଘଟଣାସ୍ଥଳରେ ତୁରନ୍ତ ପହଞ୍ଚିବାକୁ ଚେଷ୍ଟା କରୁଛୁ। ସ୍ଥାନୀୟ ଲୋକମାନେ ଜାଣିଶୁଣି ଜଙ୍ଗଲରେ ନିଆଁ ଲଗାଉଛନ୍ତି। ତଦନ୍ତ ଚାଲିଛି; ଖୁବ୍‌ଶୀଘ୍ର ଦୁର୍ବୃତ୍ତମାନଙ୍କୁ ଧରାଯିବ ଏବଂ କାର୍ଯ୍ୟାନୁଷ୍ଠାନ ନିଆଯିବ।

Tags: INDIAodishaTOP NEWS
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.