Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ୩୯.୫ ସହ ରାଜ୍ୟର ସବୁଠୁ ଉତପ୍ତ ସହର ପାଲଟିଲା ବୌଦ୍ଧ

Ramesh Parida by Ramesh Parida
Mar 12, 2025, 04:41 pm GMT+0530
FacebookTwitterWhatsAppTelegram

କିଛି ଦିନର ବିରତି ପରେ ରାଜ୍ୟକୁ ତତାଇଲା ଖରା । ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଉପରମୁହାଁ ହେଲା ପାରଦ । ଗତ ୨୪ ଘଣ୍ଟା ମଧ୍ୟରେ ୩୯.୫ ସହ ରାଜ୍ୟର ସବୁଠୁ ଉତପ୍ତ ସହର ପାଲଟିଲା ବୌଦ୍ଧ । ସେହିଭଳି ୧୧ ସହରରେ ତାପମାତ୍ରା ୩୭ଡିଗ୍ରୀ ପାର କରିଛି । ଝାରସୁଗୁଡା ୩୮.୬, ବଲାଙ୍ଗୀର ୩୮.୫, ସମ୍ବଲପୁର ୩୮.୩, ଟିଟିଲାଗଡ଼ ୩୭.୫, ହୀରାକୁଦ ୩୭.୨ଡିଗ୍ରୀ ପାରା ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ୩୭.୨, ପାରଳାଖେମୁଣ୍ଡି୩୭.୨, ଅନୁଗୁଳ ୩୭.୧ ମାଲକାନଗିରି ୩୭, ବାରିପଦାରେ ୩୭ ତାପମାତ୍ରା ଛୁଇଁଥିଲା ।

: ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି | ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ରାଜ୍ୟରେ ହେଉଛି | ବିଧାନସଭାରେ ପ୍ରଶ୍ନକାଳ ସମୟରେ କିଛି ଏଭଳି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ | ସେ କହିଛନ୍ତି ଯେ ରାଜ୍ୟରେ ଅଣ୍ଡାର ଅଭାବ ରହୁଛି | ସେ କହିଛନ୍ତି ଯେ ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି | ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ରାଜ୍ୟରେ ହେଉଛି | ଆହୁରି ୧ କୋଟି ୯୦ ଲକ୍ଷ ଆବଶ୍ୟକ ରହୁଛି | ଆଗକୁ ବିଭିନ୍ନ ଯୋଜନା ମାଧ୍ୟମରେ ଅଣ୍ଡା ଉତ୍ପାଦନ କରିବା ପାଇଁ ସରକାର ଯୋଜନା କରୁଛନ୍ତି |
ସେହିପରି ସରକାର ଧରିବେ ବାଳିଆ ମାଛ | ବଡ଼ ବାଳିଆକୁ ଧରିବା ପାଇଁ ସରକାର ଚିନ୍ତା କରୁଛନ୍ତି | ପୋଖରୀରେ ବାଳିଆ ମାଛ ଜାଆଁଳ ଖାଇ ଦେଉଛନ୍ତି | ବାଳିଆ ମଲା ପରେ ରୋହି ଭାକୁର ଜାଆଁଳ ଛଡାଯିବ | ଗତ ସରକାର ସମୟରେ ଜାଆଁଳ ଛଡା ଯାଇଥିଲା, ରାତିରେ ଛଡା ଯାଇଥିଲା | କେବଳ ଖାତା କଲମରେ ଜାଆଁଳ ଛଡା ଯାଉଥିଲା | ମନ୍ତ୍ରୀ କହିଛନ୍ତି ଯେ ଗତ ସରକାର ସମୟରେ କେବଳ ବାଳିଆ ମାଛ ଜାଆଁଳ ଛାଡିଥିଲେ, ସରକାର ବଡ଼ ବାଳିଆକୁ ଧରିବାକୁ ପଦକ୍ଷେପ ନେଉଛନ୍ତି |

ମାସକ ପୂର୍ବେ ହରିୟାଣା ବିଧାନସଭା ନିର୍ବାଚନରେ ବିଜୟୀ ହେବା ପରେ ଏବେ ପୌର ନିର୍ବାଚନରେ ନିଜର ଆଧିପତ୍ୟ ଜାହିର କରିଛି ବିଜେପି। ବିଜେପିର ମେୟର ପ୍ରାର୍ଥୀମାନେ କଂଗ୍ରେସ ନେତା ଭୂପିନ୍ଦର ହୁଡାଙ୍କ ଗଡ଼ ଭାବେ ଜଣାଶୁଣା ରୋହତକ ସମେତ ୧୦ଟି ନଗର ନିଗମରୁ ୯ଟିରେ ଆଗୁଆ ଅଛନ୍ତି। ବିଧାନସଭା ନିର୍ବାଚନର ପରାଜୟ ପରେ ପୌର ନିର୍ବାଚନରେ ବିଜୟୀ ହେବ ବୋଲି ଆଶା ରଖିଥିବା କଂଗ୍ରେସ ନିଜର ଖାତା ଖୋଲିପାରିନାହିଁ।
ଜେପିର ମେୟର ପ୍ରାର୍ଥୀମାନେ ଅମ୍ବାଲା, ଗୁରୁଗ୍ରାମ, ସୋନିପତ, ରୋହତକ ଏବଂ କର୍ଣ୍ଣଲ ଆସନ ଜିତିସାରିଥିବା ବେଳେ ଫରିଦାବାଦ, ପାନିପତ, ହିସାର ଏବଂ ଯମୁନାନଗରରେ ଆଗରେ ଅଛନ୍ତି। ମନେସରରେ ସ୍ବାଧୀନ ପ୍ରାର୍ଥୀ ଇନ୍ଦରଜିତ ଯାଦବ ବିଜେପିର ସୁନ୍ଦର ଲାଲଙ୍କୁ ପରାସ୍ତ କରିଛନ୍ତି।

Tags: INDIAodishaTOP NEWS
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.