Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କ ଘର ବାହୁଡ଼ାରେ ହେବ ବିଳମ୍ବ, ଶେଷ ମୁହୂର୍ତ୍ତରେ ଅଟକିଲା ସ୍ପେସ୍‌-ଏକ୍ସର ଲଞ୍ଚିଂ

Ramesh Parida by Ramesh Parida
Mar 13, 2025, 05:07 pm GMT+0530
FacebookTwitterWhatsAppTelegram

ଶେଷ ମୁହୂର୍ତ୍ତରେ ଅଟକିଲା ସ୍ପେସ୍‌-ଏକ୍ସର ଲଞ୍ଚିଂ। ଏବେ ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କ ଘର ବାହୁଡ଼ାରେ ହେବ ବିଳମ୍ବ । ମହାକାଶରେ ଫସିଥିବା ସୁନିତା ଓ୍ବିଲିୟମସ ଏବଂ ତାଙ୍କର ସହଯୋଗୀଙ୍କୁ ସୁରକ୍ଷିତ ଭାବରେ ପୃଥିବୀ ପୃଷ୍ଠକୁ ଫେଣାଇ ଆଣିବାକୁ ନାସା ଓ ସ୍ପେସ-ଏକ୍ସ ପକ୍ଷରୁ ଏକ ମିଶନ ଆରମ୍ଭ କରାଯାଇଥିଲା । ବୁଧବାର ସନ୍ଧ୍ୟା ୭ଟା ୪୮ ସମୟରେ କ୍ରିୟୁ-୧୦କୁ ମହାକାଶକୁ ଉତକ୍ଷେପଣ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ଯାନ୍ତ୍ରିକ ତୃଟି କାରଣରୁ ଏହାକୁ ଲଞ୍ଚ୍‌ କରାଯାଇ ନାହିଁ । ଧାର୍ଯ୍ୟ ସମୟର ୪୫ ମିନିଟ୍ ପୂର୍ବରୁ ଲଞ୍ଚିଂକୁ ଅଟକାଇ ଦିଆଯାଇଛି । ସବୁଠୁ ବଡ଼ କଥା ହେଉଛି ଏହା ପୁଣି କେବେ ଲଞ୍ଚ ହେବ ସେନେଇ ନାସା ପକ୍ଷରୁ କୌଣସି ତାରିଖ ଧାର୍ଯ୍ୟ କରାଯାଇ ନାହିଁ । ବୋଇଂ ଷ୍ଟାରଲାଇନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମହାକାଶରେ ଦୀର୍ଘ ଦିନ ହେବ ଫସି ରହିଛନ୍ତି ସୁନିତା ଓ ତାଙ୍କ ସହଯୋଗୀ ।

୨୦୨୪ ଜୁନ୍ ୨୬ ତାରିଖରେ ସୁନିତା ପୃଥିବୀପୃଷ୍ଠକୁ ଫେରିବାର ଥିଲା । ନାସାର ଦୁଇ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବ୍ୟାରି ୱିଲ୍ମୋଙ୍କ ସହ ମୋଟ୍ ସାତ ଜଣ ଏବେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ ବା ଆଇଏସଏସରେ ଫସି ରହିଛନ୍ତି । ପୃଥିବୀକୁ କୌଣସି ନିର୍ଦ୍ଦିଷ୍ଟ ପ୍ରତ୍ୟାବର୍ତ୍ତନ ତାରିଖ ଧାର୍ଯ୍ୟ ହୋଇପାରିନାହିଁ ।  ବୋଇଂର ଷ୍ଟାରଲାଇନର ମହାକାଶଯାନରେ ବିଭିନ୍ନ ଯାନ୍ତ୍ରିକ ସମସ୍ୟା କାରଣରୁ ସେମାନଙ୍କ ଫେରିବାକୁ ଅନେକ ଥର ସ୍ଥଗିତ ରଖାଯାଇଛି । ଉଭୟ ନାସା ଏବଂ ବୋଇଂ ଆଶ୍ୱାସନା ଦେଇଛନ୍ତି ଯେ, ଅଗଷ୍ଟ ଅଧା ପର୍ଯ୍ୟନ୍ତ ଆଇଏସଏସରେ କର୍ମଚାରୀମାନେ ସୁରକ୍ଷିତ ଅଛନ୍ତି । ଷ୍ଟେସନ ଅପରେସନରେ ସାହାଯ୍ୟ କରୁଛି । ଏବେ ଏମାନେ ଫେରିବାର କୌଣସି ନୂଆ ତାରିଖ ନାସା ପକ୍ଷରୁ ପ୍ରକାଶ କରାଯାଇନାହିଁ ।

Tags: INDIAodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.