Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home Latest News

ବିଜେପିର ମାଗଣା ସିଲିଣ୍ଡର ପ୍ରତିଶ୍ରୁତି କୁଆଡ଼େ ଗଲା ?

Ramesh Parida by Ramesh Parida
Mar 13, 2025, 05:23 pm GMT+0530
FacebookTwitterWhatsAppTelegram

ହୋଲିରେ ମହିଳାଙ୍କୁ ମାଗଣା ସିଲିଣ୍ଡର ଦେବା ନେଇ ବିଜେପି ପ୍ରତିଶ୍ରୁତି ଦେଇଥିଲା । କାହିଁକି ଦେଲାନି ବୋଲି ପ୍ରଶ୍ନ କରିଛି ଆପ୍ ।  ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କୁ ମାସିକ ୨୫୦୦ ଟଙ୍କା ଦେବା ନେଇ ମଧ୍ୟ ଘୋଷଣା କରିଥିଲା ବିଜେପି । କଣ ପାଇଁ ବିଜେପି ଦେଉନାହିଁ ।  ସରକାଗଢିବା ପରେ ପ୍ରତିଶ୍ରୁତି ପାଶୋରି ଦେଇଛି ବିଜେପି । ତେଣୁ ଏହା ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଛି ଆମ୍ ଆଦମୀ ପାର୍ଟି । ଦିଲ୍ଲୀର ପ୍ରାୟ ୪୦ଟି ସ୍ଥାନର ଆପ୍ ପକ୍ଷରୁ ବିରୋଧ ଜାରି ରହିଛି । ବିଜେପି କହିଛି ପ୍ରଥମେ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବ ତା ପରେ ପ୍ରଦାନ କରାଯିବ ।

ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଟାର୍ଗେଟ୍ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିଶାନା କରିଥିଲେ ଦିଲ୍ଲୀ ବିଧାନସଭାର ବିରୋଧୀ ଦଳ ନେତା ଆତିଶୀ । ବିଜେପି ଦେଇଥିବା କଥା ରଖି ପାରୁନି, ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ବିଜେପି । ଦିଲ୍ଲୀବାସୀଙ୍କୁ ମୋଦୀ ଏବଂ ବିଜେପି ପୁଳାପୁଳା ପ୍ରତିଶ୍ରୁତି ଦେଇଥିଲା । ହେଲେ ସେସବୁ କୁଆଡେ ଗଲା ? ଦିଲ୍ଲୀ ମହିଳାଙ୍କୁ ମାସିକ ୨୫୦୦ ଟଙ୍କା କୁଆଡେ ଗଲା, ଏହା କେବଳ ଜୁମଲା ଥିଲା ବୋଲି କହିଥିଲେ ଆତିଶୀ । ତାସହ ହୋଲି ପୂର୍ବରୁ ଦିଲ୍ଲୀର ମହିଳାଙ୍କୁ ମାଗଣା ଗ୍ୟାସ୍ କଥା କୁଆଡେ ଗଲା । ଆଉ ୨ ଦିନ ପରେ ହୋଲି, ହେଲେ ଏଯାଏଁ ମହିଳାଙ୍କୁ ମାଗଣା ଗ୍ୟାସ୍ ସିଲିଣ୍ଡର ମିଳିନି ।

Tags: BJPINDIAModinewsodishaPM Modi SpeechTOP NEWS
ShareTweetSendShare

RelatedNews

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ
Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ
Latest News

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ
Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies