Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଶାହାଙ୍କ ବୟାନ ବିହାର ରାଜନୀତିରେ ହଇଚଇ ସୃଷ୍ଟି କରିଛି

Ramesh Parida by Ramesh Parida
Mar 15, 2025, 05:46 pm GMT+0530
FacebookTwitterWhatsAppTelegram

ବିହାର ରାଜନୀତି ପ୍ରତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବଢୁଥିବା ଆଗ୍ରହ, ରାଜନୈତିକ ପଣ୍ଡିତମାନଙ୍କୁ ବିହାର ଉପରେ ନଜର ରଖିବାକୁ ବାଧ୍ୟ କରିଛି । ମହାରାଷ୍ଟ୍ରରେ ମହାୟୁତି ସରକାର ଗଠନ ହେବା ପରେ, ଅମିତ ଶାହା ଡିସେମ୍ବର ୨୦୨୪ରେ କହିଥିଲେ ଯେ, ବିହାରରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ । ଆଉ ଏବେ ଶାହା କହିଛନ୍ତି ଯେ, ନିର୍ବାଚନ ପାଖେଇ ଆସିଲେ ସେ ବିହାରରେ ଡେରା ପକାଇବେ । ତେବେ ପ୍ରଥମ ଥର ପାଇଁ ଶାହାଙ୍କ ବୟାନ ବିହାର ରାଜନୀତିରେ ହଇଚଇ ସୃଷ୍ଟି କରିଛି ।

ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ସଞ୍ଜୟ କୁମାର ଝା ଉପସ୍ଥିତ ଥିବା ଏହି କାର୍ଯ୍ୟକ୍ରମରେ ଅମିତ ଶାହା ବିହାରରେ ତାଙ୍କ ଡେରା ପକାଇବା ବିଷୟରେ କହିଥିଲେ। କେବଳ ଏତିକି ନୁହେଁ, ସେ ଏହା ମଧ୍ୟ କହିଥିଲେ ଯେ, ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହୋଇଛି, ଏବେ ମାତା ସୀତାଙ୍କ ମନ୍ଦିର ମଧ୍ୟ ମିଥିଳାରେ ନିର୍ମାଣ ହେବ ।

ତେବେ ଗଲା ତିନି ମାସ ମଧ୍ୟରେ ବିହାର ସମ୍ପର୍କରେ ଏହା ଅମିତ ଶାହାଙ୍କର ଦ୍ୱିତୀୟ ବକ୍ତବ୍ୟ। ପ୍ରଥମ ଥରରେ ସେ NDAର ମୁଖ୍ୟମନ୍ତ୍ରୀ ଚେହେରା ସମ୍ପର୍କରେ ବୟାନ ଦେଇଥିଲେ । ଯାହାକୁ ନେଇ JDU ଲୋକଙ୍କ ମଧ୍ୟରେ ଆକ୍ରୋଶ ଦେଖିବାକୁ ମିଳିଥିଲା । ହେଲେ ଏବେ ଶାହାାଙ୍କ ଡେରା ପକାଇବା ବୟାନ, ବିହାର ରାଜନୀତିକୁ କେଉଁ ମୋଡ ଦେଉଛି ତାକୁ ନେଇ ଚର୍ଚ୍ଚା ବଢିଛି ।

ଅମିତ ଶାହାଙ୍କୁ ବିଜେପିର ନିର୍ବାଚନ ରଣନୀତିକାର କୁହାଯାଏ। ବିଭିନ୍ନ ରାଜ୍ୟଗୁଡ଼ିକରେ ବିଜେପିର ନିରନ୍ତର ବିଜୟ ପଛରେ ଶାହାଙ୍କ ରଣନୀତି ମୁଖ୍ୟ କାରଣ ହୋଇଛି। ୨୦୧୭ରେ ଅମିତ ଶାହାଙ୍କୁ ଉତ୍ତର ପ୍ରଦେଶ ନିର୍ବାଚନର ଦାୟିତ୍ୱ ଦିଆଯାଇଥିଲା । ଆଉ ସେ ପ୍ରାୟ ଦୁଇ ବର୍ଷ ପୂର୍ବେ ସେଠାରେ ଶିବିର ସ୍ଥାପନ କରିଥିଲେ। ବୁଥ୍ ସ୍ତରରେ ତାଙ୍କର ନିର୍ବାଚନ ପରିଚାଳନା ବହୁତ ପ୍ରଭାବଶାଳୀ ଥିଲା। ଯାହାଫଳରେ କି ୟୁପିରେ ବିଜେପି ସରକାର ଗଠନ ହୋଇଥିଲା। ଏବେ ଯଦି ସେ ବିହାରରେ ଶିବିର କରନ୍ତି, ତେବେ ଏହାର ଅର୍ଥ କଣ ହେଇପାରେ, ତାର ଅଙ୍କ କଷିବା ଆରମ୍ଭ କରିଛନ୍ତି ରାଜନୈତିକ ପଣ୍ଡିତମାନେ ।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.