Saturday, June 28, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

 ପଦ୍ମ ପୁରସ୍କାର-୨୦୨୬ ପାଇଁ ନାମାଙ୍କନ ଆରମ୍ଭ,ଜୁଲାଇ ୩୧ ଶେଷ ତାରିଖ

Ramesh Parida by Ramesh Parida
Mar 16, 2025, 09:04 am GMT+0530
FacebookTwitterWhatsAppTelegram

ପଦ୍ମ ପୁରସ୍କାର-୨୦୨୬ ପାଇଁ ନାମାଙ୍କନ ଆରମ୍ଭ ହୋଇଛି। ପଦ୍ମ ପୁରସ୍କାର ପାଇଁ ନାମାଙ୍କନର ଶେଷ ତାରିଖ ଚଳିତ ବର୍ଷ ଜୁଲାଇ ୩୧ ରହିଛି। ଅନଲାଇନରେ କେବଳ ରାଷ୍ଟ୍ରୀୟ ପୁରସ୍କାର ପୋର୍ଟାଲ https://awards.gov.in ରେ ଏହି ପୁରସ୍କାର ଲାଗି ନାମାଙ୍କନ ଅଥବା ନାମାଙ୍କନ ଲାଗି ସୁପାରିସ ଗ୍ରହଣ କରାଯିବ। ୨୦୨୬ ଗଣତନ୍ତ୍ର ଦିବସ ଅବସରରେ ପୁରସ୍କାର ପାଇଁ ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରାଯିବ।

ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ପଦ୍ମ ପୁରସ୍କାର ଅନ୍ୟତମ। ଏହି ବର୍ଗରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥାଏ। ୧୯୫୪ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ପୁରସ୍କାର ପ୍ରତିବର୍ଷ ଗଣତନ୍ତ୍ର ଦିବସ ଅବସରରେ ଘୋଷଣା କରାଯାଏ। ଏହି ପୁରସ୍କାରସବୁ ସାଧାରଣ ବ୍ୟକ୍ତିବିଶେଷଙ୍କ ‘ଉଲ୍ଲେଖନୀୟ ଅବଦାନ’କୁ ସ୍ୱୀକୃତି ଦେବା ପାଇଁ ଉଦ୍ଦିଷ୍ଟ ଏବଂ କଳା, ସାହିତ୍ୟ ଏବଂ ଶିକ୍ଷା, କ୍ରୀଡା, ଔଷଧ, ସମାଜସେବା, ବିଜ୍ଞାନ ଏବଂ ଇଞ୍ଜିନିୟରିଂ, ଲୋକ ବ୍ୟାପାର, ନାଗରିକ ସେବା, ବାଣିଜ୍ୟ ଏବଂ ଶିଳ୍ପ ଇତ୍ୟାଦି ସମସ୍ତ କ୍ଷେତ୍ର ବା ବିଷୟରେରେ ବିଶିଷ୍ଟ ଏବଂ ଅସାଧାରଣ ସଫଳତା ତଥା ସେବା ପାଇଁ ପ୍ରଦାନ କରାଯାଏ। ଜାତି, ବୃତ୍ତି, ପଦବୀ କିମ୍ବା ଲିଙ୍ଗ ନିର୍ବିଶେଷରେ ସମସ୍ତ ବ୍ୟକ୍ତି ଏହି ପୁରସ୍କାର ପାଇଁ ଯୋଗ୍ୟ। ଡାକ୍ତର ଏବଂ ବୈଜ୍ଞାନିକମାନଙ୍କୁ ଛାଡ଼ି ପିଏସୟୁରେ କାମ କରୁଥିବା ତଥା କୌଣସି ସରକାରୀ କର୍ମଚାରୀ ପଦ୍ମ ପୁରସ୍କାର ପାଇଁ ଯୋଗ୍ୟ ନୁହଁନ୍ତି।

ଏଥିପାଇଁ ସମସ୍ତ ନାଗରିକଙ୍କୁ ନିଜ ପାଇଁ ମନୋନୟନ କରିବା ଏବଂ ଅନ୍ୟ ପାଇଁ ସୁପାରିଶ କରିବାକୁ ଅନୁରୋଧ କରାଯାଇଛି। ନାମାଙ୍କନ ବା ସୁପାରିଶ ପତ୍ର ନିର୍ଦ୍ଧାରିତ ପୋର୍ଟାଲରେ ଉପଲବ୍ଧ ଫର୍ମାଟ ମାଧ୍ୟମରେ ପ୍ରଦତ୍ତ ସମସ୍ତ ପ୍ରାସଙ୍ଗିକ ବିବରଣୀ ସହ ହେବା ଉଚିତ। ଏଥିରେ ଏକ ବର୍ଣ୍ଣାତ୍ମକ ପ୍ରଶଂସାପତ୍ର (ସର୍ବାଧିକ ୮୦୦ ଶବ୍ଦ) ଅନ୍ତର୍ଭୁକ୍ତ ହେବା ଆବଶ୍ୟକ। ସୁପାରିଶ କରାଯାଇଥିବା ବ୍ୟକ୍ତିଙ୍କ କ୍ଷେତ୍ର ବା ବିଭାଗରେ ଉଲ୍ଲେଖନୀୟ ଏବଂ ଅସାଧାରଣ ସଫଳତା ତଥା ସେବାକୁ ଏହି ବର୍ଣ୍ଣନା ସ୍ପଷ୍ଟ ଭାବରେ ପ୍ରକାଶ କରୁଥିବା ଆବଶ୍ୟକ।

ଏ ସମ୍ବନ୍ଧୀୟ ବିବରଣୀ ଗୃହ ମନ୍ତ୍ରଣାଳୟର ୱେବସାଇଟ୍ https://mha.gov.in  ଏବଂ ପଦ୍ମ ପୁରସ୍କାର ପୋର୍ଟାଲ୍ https://padmaawards.gov.in ରେ ‘ପୁରସ୍କାର ଏବଂ ପଦକ’ ଶୀର୍ଷକ ଅଧୀନରେ ମଧ୍ୟ ଉପଲବ୍ଧ। ଏହି ପୁରସ୍କାରଗୁଡ଼ିକ ସହିତ ଜଡ଼ିତ ନିୟମାବଳୀ https://padmaawards.gov.in/AboutAwards.aspx ୱେବସାଇଟ୍‌ରେ ଉପଲବ୍ଧ ରହିଛି।

Tags: INDIAnewsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.