Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ମୃତ

Ramesh Parida by Ramesh Parida
Mar 16, 2025, 05:55 pm GMT+0530
FacebookTwitterWhatsAppTelegram

ଶନିବାର ବିଳମ୍ବିତ ରାତିରେ ଉତ୍ତର ମାସେଡୋନିଆର କୋକାନି ସହରରେ ଥିବା ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ସହାୟତା ପାଇଁ ପହଞ୍ଚିବା ବେଳକୁ ଏହି ବ୍ୟକ୍ତିମାନେ ପ୍ରାଣ ହରାଇ ସାରିଥିଲେ। ଆହତଙ୍କ ମଧ୍ୟରୁ ଅଧିକାଂଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଗୃହମନ୍ତ୍ରୀ ପାନସ୍କେ ତୋଶକୋଭସ୍କି  ସୂଚନା ଦେଇଛନ୍ତି।

ଟୋଶକୋଭସ୍କି କହିଛନ୍ତି ଯେ କ୍ଲବ୍ ପଲସରେ ଏକ ସ୍ଥାନୀୟ ପପ୍ ଗ୍ରୁପ୍ ର ପ୍ରଦର୍ଶନ ସମୟରେ ରାତି ୨ଟା ୩୫ମିନିଟରେ ଅଗ୍ନିକାଣ୍ଡ ଘଟିଥିଲା। କ୍ଲବ୍ ଭିତରକୁ ପ୍ରବେଶ କରୁଥିବା ଯୁବକମାନେ ବାଣ ଫୁଟାଇବାରୁ ନିଆଁ ଲାଗିଥିଲା ବୋଲି ସେ ଉଲ୍ଲେଖ କରିଛନ୍ତି। ପରିବାର ଲୋକେ କୋକାନିର ଡାକ୍ତରଖାନା ଓ କାର୍ଯ୍ୟାଳୟ ବାହାରେ ଏକତ୍ରିତ ହୋଇ ଏ ସମ୍ପର୍କରେ ଅଧିକ ସୂଚନା ପାଇଁ ଅଧିକାରୀଙ୍କୁ ଅନୁରୋଧ କରୁଛନ୍ତି। ତୋଶକୋଭସ୍କି କହିଛନ୍ତି ଯେ ପୋଲିସ ଜଣଙ୍କୁ ଗିରଫ କରିଛି, କିନ୍ତୁ ସେ ସେହି ବ୍ୟକ୍ତିଙ୍କ ସମ୍ପୃକ୍ତି ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିନାହାଁନ୍ତି ।

Tags: newsodishaTOP NEWS
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.