Tuesday, June 3, 2025
No Result
View All Result
Odisha 365

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଆଜି ପୃଥୀବୀକୁ ଫେରିବେ ସୁନିତା ୱିଲିୟମ୍‌ସ ଏବଂ ତାଙ୍କ ସାଥୀ – ନାସା ପକ୍ଷରୁ ସୂଚନା ଜାରି

Ramesh Parida by Ramesh Parida
Mar 18, 2025, 08:21 am GMT+0530
FacebookTwitterWhatsAppTelegram

ଦୀର୍ଘ ୯ମାସ ଧରି ଆଇଏସଏସ୍‌ ରେ ଅଟକି ରହିଥିବା ନାସା ମହାକାଶଚାରୀ ସୁନିତା ୱିଲିୟମ୍‌ସ ଏବଂ ତାଙ୍କ ସାଥୀ ବଚ୍‌ ୱିଲମୋରଙ୍କ ସମେତ ଅନ୍ୟ ଦୁଇ ମହାକାଶଚାରୀ ନିକ୍‌ ହେଗ୍‌ ଓ ଆଲେକ୍‌ଜାଣ୍ଡାର ଗୋର୍ବୁନୋଭ୍‌ ଆଜି ସନ୍ଧ୍ୟା (ଭାରତୀୟ ସମୟ ମଙ୍ଗଳବାର ରାତି ୩ଟା ୩୦ ମିନିଟ) ସୁଦ୍ଧା ପୃଥିବୀପୃଷ୍ଠରେ ଅବତରଣ କରିବେ ବୋଲି ନାସା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସ୍ପେସ୍‌ଏକ୍ସ ମହାକାଶଯାନ କ୍ରିଉ ଡ୍ରାଗନ ଇତିମଧ୍ୟରେ ଆଇଏସଏସ୍‌ ସହ ଡକିଂ କରିସାରିଥିବାବେଳେ ଏଥିରେ ଯାତ୍ରା କରିଥିବା ଚାରିଜଣ ମହାକାଶଚାରୀ ଆଇଏସ୍‌ଏସ୍‌ରେ ପ୍ରବେଶ କରିସାରିଛନ୍ତି। ସୁନିତା ଓ ୱିଲମୋରଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ସୋମବାର ସନ୍ଧ୍ୟାରୁ ନାସା ପକ୍ଷରୁ ଅବଗଣନା ଆରମ୍ଭ ହୋଇସାରିଛି। କ୍ରିଉ ଡ୍ରାଗନ ନିର୍ଦ୍ଧାରିତ ସମୟରେ ଫ୍ଲୋରିଡା ଉପକୂଳସ୍ଥ ସମୁଦ୍ରରେ ଅବତରଣ କରିବ। ନାସା ପକ୍ଷରୁ ଏହି ପ୍ରକ୍ରିୟାର ସିଧା ପ୍ରସାରଣ ବ୍ୟବସ୍ଥା ମଧ୍ୟ କରାଯାଇଛି। ସୂଚନାଯୋଗ୍ୟ ୨୦୨୪ ଜୁନରେ ସୁନିତା ଓ ୱିଲମୋର ବୋଇଂ ଷ୍ଟାରଲାଇନର ଯୋଗେ ମହାକାଶକୁ ଯାତ୍ରା କରିଥିଲେ। ଏକ ସପ୍ତାହ ଆଇଏସ୍‌ଏସ୍‌ରେ ରହିବା ପରେ ସେମାନେ ପୃଥିବୀପୃଷ୍ଠକୁ ଫେରିବା କଥା। ତେବେ ଷ୍ଟାରଲାଇନରରେ ବାରମ୍ବାର ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହେବାଫଳରେ ସେମାନଙ୍କର ପ୍ରତ୍ୟାବର୍ତ୍ତନ କାର୍ଯ୍ୟକ୍ରମକୁ ନାସା କର୍ତ୍ତୃପକ୍ଷ ବାତିଲ କରିବାକୁ ବାଧ୍ୟ ହୋଇଥିଲେ। କିଛି ଦିନ ବ୍ୟବଧାନରେ ଦୁଇ ମହାକାଶଚାରୀଙ୍କୁ ସାଙ୍ଗରେ ନଆଣି ଷ୍ଟାରଲାଇନର ପୃଥିବୀକୁ ଫେରିଆସିଥିଲା। ନିୟମ ଅନୁଯାୟୀ ଜଣେ ମହାକାଶଚାରୀ ଅତିବେଶୀରେ ୬ ମାସ ପର୍ଯ୍ୟନ୍ତ ଆଇଏସ୍‌ଏସ୍‌ରେ ଅବସ୍ଥାନ କରିବା କଥା। ଅବଶ୍ୟ ଅତୀତରେ ଦୁଇ ଦୁଇଥର ଏଥିରେ ବ୍ୟତିକ୍ରମ ଘଟିଛି। ୨୦୨୩ରେ ନାସା ମହାକାଶଚାରୀ ଫ୍ରାଙ୍କ ରୁବିଓ କ୍ରମାଗତ ୩୭୧ ଦିନ ମହାକାଶରେ ଅବସ୍ଥାନ କରିଥିବାବେଳେ ୧୯୯୪ରେ ରୁଷ୍‌ ମହାକାଶଚାରୀ ଭାଲେରି ପୋଲ୍ୟାକୋଭ୍‌ ୪୩୭ ଦିନ ମୀର ଷ୍ଟେସନରେ ଅବସ୍ଥାନ କରି ବିଶ୍ବ ରେକର୍ଡର ଅଧିକାରୀ ହୋଇପାରିଛନ୍ତି।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ  ସ୍ବାବଲମ୍ବନର ନୂତନ ଅଧ୍ୟାୟ
Latest News

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ ସ୍ବାବଲମ୍ବନର ନୂତନ ଅଧ୍ୟାୟ

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.