Tuesday, June 3, 2025
No Result
View All Result
Odisha 365

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର , ଆଜି ହେବ ଶେଷକୃତ୍ୟ

Ramesh Parida by Ramesh Parida
Mar 18, 2025, 08:23 am GMT+0530
FacebookTwitterWhatsAppTelegram

ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ।  ସୋମବାର ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା  ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା  ।  ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପହଂଚିଥିଲେ। ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା ।

ଏବେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବରସ୍ଥିତ ବାସଭବନରେ ରଖାଯାଇଛି ।   ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଛନ୍ତି ।   ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ , ସମ୍ବାଦ ଓ କନକ ନ୍ୟୁଜର ସମ୍ପାଦିକା ତନୟା ପଟ୍ଟନାୟକ ବି ଦେବେନ୍ଦ୍ର ପ୍ରଧାନଙ୍କ ଶେଷଦର୍ଶନ କରିଛନ୍ତି ।

ଆଜି ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ହେବ । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ ।  ଅଟଳ ବିହାରୀ ବାଜପୈୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଦେବେନ୍ଦ୍ର ପ୍ରଧାନ।

Tags: INDIAnewsodishaTOP NEWS
ShareTweetSendShare

RelatedNews

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ  ସ୍ବାବଲମ୍ବନର ନୂତନ ଅଧ୍ୟାୟ
Latest News

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ ସ୍ବାବଲମ୍ବନର ନୂତନ ଅଧ୍ୟାୟ

Latest News

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.